• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଟକ ଜିଲ୍ଲାପାଳଙ୍କ ନୂତନ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ : ଯୋଗଦେଲେ ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
August 22, 2025
in ଓଡ଼ିଶା, ହୋମ୍
0
କଟକ ଜିଲ୍ଲାପାଳଙ୍କ ନୂତନ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ : ଯୋଗଦେଲେ ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

କଟକ (ଓଡ଼ିଶା ତାଜା ନ୍ୟୁଜ୍)  କଟକ  :- ଐତିହାସିକ କଟକ ସହରର ବିଡାନାସୀ ମୌଜା ଠାରେ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ କଟକ ଜିଲ୍ଲାପାଳଙ୍କ ନୂତନ କାର୍ଯ୍ୟାଳୟ ନିର୍ମାଣର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ଏହି ନୂତନ କୋଠା ଆମ ଜିଲ୍ଲାର ପ୍ରଶାସନିକ ବିକାଶରେ ଏକ ନୂତନ ଅଧ୍ୟାୟ ସଂଯୋଗ କରିବାକୁ ଯାଉଛି । ପ୍ରସ୍ତାବିତ ଜିଲ୍ଲାପାଳଙ୍କ ନୂତନ କାର୍ଯ୍ୟାଳୟ ପାଂଚ ମହଲା ବିଶିଷ୍ଟ ହେବ । ଏଥିପାଇଁ ମୋଟ ବ୍ୟୟ ଅଟକଳ ୯୪ କୋଟି ୪୬ ଲକ୍ଷ ୪୪ ହଜାର ଟଙ୍କା ରଖାଯାଇଛି ।

ଦୁଇ ବର୍ଷ ୬ ମାସ ମଧ୍ୟରେ ନୂତନ କାର୍ଯ୍ୟାଳୟର କାର୍ଯ୍ୟ ଶେଷ ହେବାକୁ ସମୟସୀମା ଧାର୍ଯ୍ୟ କରାଯାଇଛି ।  ସମୁଦାୟ ୫ ଏକର ୭୦ ଡିସିମିଲ ଜମି ଉପରେ ନିର୍ମାଣ ହେବାକୁ ଥିବା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମନ୍ୱିତ କୋଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମେତ କଟକ ସଦର ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ କାର୍ଯ୍ୟକ୍ଷମ ରହିବ ।ପରବର୍ତୀ ପର୍ଯ୍ୟାୟରେ ଏଠାରେ  ତହସିଲ କାର୍ଯ୍ୟାଳୟ, ଉପନିବନ୍ଧକଙ୍କ କାର୍ଯ୍ୟାଳୟ,  ରାଜସ୍ୱ ପର୍ଷଦ ଓ କେନ୍ଦ୍ରାଂଚଳ ରାଜସ୍ୱ ଆୟୁକ୍ତଙ୍କ କାର୍ଯ୍ୟାଳୟ ମଧ୍ୟ ନିର୍ମାଣ କରାଯିବ ।

ଏଠାରେ ବିଭିନ୍ନ ବିଭାଗ, ଲାଇବ୍ରେରୀ, କନଫରନେସ ହଲ, କାଫେଟେରିଆ, ୨୦୦ ଲୋକ ବସିପାରିବା ଭଳି ଅଡିଟୋରିଅମ ରଖାଯିବାର ବ୍ୟବସ୍ଥା କରାଯାଇଛି । ସମସ୍ତ ଅତ୍ୟାଧୁନିକ ଭିତିଭୂମୀ ସହ ଏହି ନୂତନ କାର୍ଯ୍ୟାଳୟ ନିର୍ମାଣ କରାଯିବ । ଏଠାରେ ପାର୍କିଂ ପାଇଁ ପର୍ଯ୍ୟାପ୍ତ ସ୍ଥାନ ସହ ଚତୁଃପାଶ୍ୱର୍ରେ ବିଭିନ୍ନ ବୃକ୍ଷରୋପଣ କରାଯାଇ ପରିବେଶ ଅନୁକୂଳ ଭିତିଭୂମୀ ସୁନିଶ୍ଚିତ କରାଯିବ । ଏହି ପ୍ରକଳ୍ପ ଶେଷ ହେବା ଦ୍ୱାରା ଜନସାଧାରଣ ଗୋଟିଏ ସ୍ଥାନରେ ସମସ୍ତ ସରକାରୀ ସେବା ପାଇପାରିବେ ।

କଟକ ଜିଲ୍ଲାପାଳଙ୍କ ନୂତନ କାର୍ଯ୍ୟାଳୟ ଲୋକଙ୍କ ସେବା ପାଇଁ ସମର୍ପିତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କାର୍ଯ୍ୟକ୍ରମରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ସୁରେଶ ପୂଜାରୀ, କଟକ ଲୋକସଭା ସାଂସଦ ଭର୍ତ୍ତୃହରି ମହତାବ, ଚୌଦ୍ବାର-କଟକ ବିଧାୟକ ସୌଭିକ ବିଶ୍ବାଳ, ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ, ବାରବାଟୀ-କଟକ ବିଧାୟିକା, ଇଂ. ସୋଫିଆ ଫିରଦୋସ, କଟକ ସଦର‌ ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ, ମାହାଙ୍ଗା ବିଧାୟକ ସାରଦା ପ୍ରସାଦ ପ୍ରଧାନ, ବଡ଼ମ୍ବା ବିଧାୟକ ବିଜୟ କୁମାର ଦଳବେହେରା ଓ ଜିଲ୍ଲାପାଳ ଏବଂ କଟକ ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରବି ଋତୁରେ ମାଗଣା ବିହନ ଯୋଗାଇବା ପାଇଁ ରାଜ୍ୟ ସରକାରଙ୍କୁ ପୋଷ୍ଟ କାର୍ଡ଼ ମାଧ୍ୟମରେ ଅନୁରୋଧ

ରବି ଋତୁରେ ମାଗଣା ବିହନ ଯୋଗାଇବା ପାଇଁ ରାଜ୍ୟ ସରକାରଙ୍କୁ ପୋଷ୍ଟ କାର୍ଡ଼ ମାଧ୍ୟମରେ ଅନୁରୋଧ

July 11, 2026
ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ଭାଗୀଦାରୀ କାର୍ଯ୍ୟକ୍ରମ

ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ଭାଗୀଦାରୀ କାର୍ଯ୍ୟକ୍ରମ

July 11, 2026
ନିଶାଦ୍ରବ୍ୟ ଅପବ୍ୟବହାର ଏବଂ ଅବୈଧ ଚାଲାଣ ବିରୋଧୀ ଦିବସ ଉପରେ ଏକ ଆଇନ ସଚେତନତା

ନିଶାଦ୍ରବ୍ୟ ଅପବ୍ୟବହାର ଏବଂ ଅବୈଧ ଚାଲାଣ ବିରୋଧୀ ଦିବସ ଉପରେ ଏକ ଆଇନ ସଚେତନତା

July 11, 2026
ଭାପୁରରେ ସେବା ଉତ୍ସବ, ବସ୍ତ୍ର ଓ ଚପଲ ବଣ୍ଟନ

ଭାପୁରରେ ସେବା ଉତ୍ସବ, ବସ୍ତ୍ର ଓ ଚପଲ ବଣ୍ଟନ

July 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରବି ଋତୁରେ ମାଗଣା ବିହନ ଯୋଗାଇବା ପାଇଁ ରାଜ୍ୟ ସରକାରଙ୍କୁ ପୋଷ୍ଟ କାର୍ଡ଼ ମାଧ୍ୟମରେ ଅନୁରୋଧ

ରବି ଋତୁରେ ମାଗଣା ବିହନ ଯୋଗାଇବା ପାଇଁ ରାଜ୍ୟ ସରକାରଙ୍କୁ ପୋଷ୍ଟ କାର୍ଡ଼ ମାଧ୍ୟମରେ ଅନୁରୋଧ

July 11, 2026
ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ଭାଗୀଦାରୀ କାର୍ଯ୍ୟକ୍ରମ

ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ଭାଗୀଦାରୀ କାର୍ଯ୍ୟକ୍ରମ

July 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version