• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଡାକ୍ତର ହେବେ ଗଜପତିର ଆଦିବାସୀ ପୁଅ ନୀର

Proprietor Abhimanyu Maharana by Proprietor Abhimanyu Maharana
August 24, 2025
in ଓଡ଼ିଶା, ଗଜପତି, ହୋମ୍
0
ଡାକ୍ତର ହେବେ ଗଜପତିର ଆଦିବାସୀ ପୁଅ ନୀର
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) :- ଜିଲ୍ଲାର ଆଦିବାସୀ ବହୁଳ ବନ ପାହାଡ଼ ଘେରା ଦୁର୍ଗମ ପଲ୍ଲୀର ବାପା, ମାଆ ଛେଉଣ୍ଡ ଗରିବ ଆଦିବାସୀ ପୁଅ ନୀର ମଲିକ ଡାକ୍ତର ହେବେ. ସେ ପୁରୀ ସରକାରୀ ଶ୍ରୀଜଗନ୍ନାଥ ମେଡିକାଲ କଲେଜରେ ଏମବିବିଏସ୍ ପାଠ ପଢିବା ପାଇଁ ମନୋନୀତ ହୋଇଛନ୍ତି. ଏହି ଖବର ସମ୍ପୃକ୍ତ ଅଞ୍ଚଳରେ ପ୍ରଚାର ହେବା ପରେ ଅଞ୍ଚଳର ସମସ୍ତ ଗ୍ରାମବାସୀଙ୍କ ଠାରେ ଆନନ୍ଦର ଲହରୀ ଖେଳି ଯାଇଛି. ଏଠାରେ ସୂଚନାଯୋଗ୍ୟଯେ,

ସର୍ବଭାରତୀୟ ନିଟ୍ ପରୀକ୍ଷାରେ ଗଜପତି ଜିଲ୍ଲା ମୋହନା ବ୍ଳକ ଅଡବା ପଞ୍ଚାୟତ ଡୁମିଗୁଡ଼ା ଗାଁର ଗରିବ ଆଦିବାସୀ ପୁଅ ନିର ମଲ୍ଲିକ ୪୧୫ ମାର୍କ ରଖ୍ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଥିଲେ । ବାପା ସୈନ୍ୟ ମଲ୍ଲିକ ଓ ମାଆ ରମ୍ଭୁଆଳୁ ମଲ୍ଲିକଙ୍କ ଦୁଇ ପୁଅ ନୀର ଓ ପୀର। ଆର୍ଥିକ ସମସ୍ୟା ଯୋଗୁଁ ପାଠ ପଢିନଥିଲେ। ଜଣେ ଗରିବ ଆଦିବାସୀ ପୁଅର ସଫଳତା ଦେଖି ବିପଦର ବନ୍ଧୁ ସଙ୍ଗଠନ ତାଙ୍କୁ ଆର୍ଥିକ ସହାୟତା ସହ ବ୍ରହ୍ମପୁର ଆର୍ଯ୍ୟଭଟ୍ଟ ଫାଉଣ୍ଡେସନରେ ନିଟ୍ ପାଇଁ କୋଟିଂ ସୁବିଧା କରାଇଥିଲେ।

ବାପା, ମାଆ ଉଭୟ ଆରପାରିକୁ ଚାଲିଯାଇଥିବା ବେଳେ ନୀରର ବଡ଼ ଭାଇ ପୀର ଦାଦନ ଖଟି ରୋଜଗାର କରିବା ସହ ଭାଇ ନୀରକୁ ପାଠ ପଢାଉଥିଲେ. ବଡ଼ ଭାଇ ଦୁଃଖ କଷ୍ଟରେ ନୀର ପାଠ ପଢିବା ସହ ବିପଦର ବନ୍ଧୁ ସଂଗଠନ ଓ ଆଯ୍ୟଭଟ୍ଟ ଫାଉଣ୍ଡେସନ ସହାୟତାରେ ନିଟ ପରୀକ୍ଷାରେ ସଫଳ ଭାବେ ଉତ୍ତୀର୍ଣ ହୋଇ ପୁରୀ ଶ୍ରୀଜଗନ୍ନାଥ ମେଡିକାଲ କଲେଜରେ ଏମବିବିଏସରେ ପାଠ ପଢିବା ପାଇଁ ମନୋନୀତ ହୋଇ ଆଦିବାସୀ ଯୁବକ ନୀର ନିଜ ବଡ଼ ଭାଇ ସହ ଉପରୋକ୍ତ 2 ସଂଗଠନ ନିକଟରେ କୃତଜ୍ଞତା ଜ୍ଞାପନ କରି କହିଛନ୍ତି ଏମବିବିଏସ ଡିଗ୍ରୀ ହାସଲ ପରେ ଗ୍ରାମାଞ୍ଚଳ ଲୋକଙ୍କ ସେବା ପାଇଁ ମୋ ଡାକ୍ତରୀ ଜୀବନର ସମସ୍ତ ସମୟ ବିନିଯୋଗ କରିବି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନାଟକ ଖାଣ୍ଟି ସୁନା

ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନାଟକ ଖାଣ୍ଟି ସୁନା

March 14, 2026
Empreo Announces “Empro Carnival”: A Spectacular Multi-Day Automotive Extravaganza in Bhubaneswar

Empreo Announces “Empro Carnival”: A Spectacular Multi-Day Automotive Extravaganza in Bhubaneswar

March 14, 2026
Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

ମୋବାଇଲ କ୍ରେଚେସ୍‌ ଓଡ଼ିଶାରେ ଗୁଣାତ୍ମକ ଶିଶୁ ଯତ୍ନକୁ ସମ୍ପ୍ରସାରିତ କରିବାକୁ ଏକ ବହୁ-କ୍ଷେତ୍ରୀୟ ସହଭାଗୀତା ‘ସ୍ନେହ ମଣ୍ଡଳସ୍‌’ ନିମନ୍ତେ ଆହ୍ୱାନ ଦେଉଛି

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନାଟକ ଖାଣ୍ଟି ସୁନା

ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନାଟକ ଖାଣ୍ଟି ସୁନା

March 14, 2026
Empreo Announces “Empro Carnival”: A Spectacular Multi-Day Automotive Extravaganza in Bhubaneswar

Empreo Announces “Empro Carnival”: A Spectacular Multi-Day Automotive Extravaganza in Bhubaneswar

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version