• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କ୍ରାଇମ ଓ କ୍ରିମିନାଲ ଙ୍କ ଉପରେ କଡା ନଜର ରହିବ – ନୂଆ ଏସ. ପି

Proprietor Abhimanyu Maharana by Proprietor Abhimanyu Maharana
August 26, 2025
in ଓଡ଼ିଶା, ପୁରୀ, ହୋମ୍
0
କ୍ରାଇମ ଓ କ୍ରିମିନାଲ ଙ୍କ ଉପରେ କଡା ନଜର ରହିବ – ନୂଆ ଏସ. ପି
Share on FacebookShare on TwitterWhatsapp

ପୁରୀ  (ଓଡ଼ିଶା ତାଜା ନ୍ୟୁଜ୍) କଟକ :- ବିଧିବଦ୍ଧ ଭାବେ ପୁରୀ ଏସ ପି ପ୍ରତୀକ ସିଂ ଦାଇତ୍ୱ ଗ୍ରହଣ ସହ କାର୍ଯ୍ୟ ଆରମ୍ଭ କରିଛନ୍ତି | ପୁରୀ ଏକ ଐତିହାସିକ ସହର | ରାଜ୍ୟ ଓ ରାଜ୍ୟ ବାହାରୁ ବିଭିନ୍ନ ସ୍ଥାନରୁ ପର୍ଯ୍ୟଟକ, ତୀର୍ଥଯାତ୍ରୀ ପୁରୀ କୁ ଆସୁଛନ୍ତି | ସେମାନଙ୍କ ସୁରକ୍ଷା ପୋଲିସ ର କର୍ତ୍ତବ୍ୟ | ଶ୍ରୀମନ୍ଦିର ଓ ଭକ୍ତମାନଙ୍କ ସୁରକ୍ଷା କୁ ପ୍ରାଥମିକତା ଦିଆଯିବ | ଶ୍ରୀମନ୍ଦିର ରେ ଶାନ୍ତି ଶୃଙ୍ଖଳା ପାଇଁ ସେବାୟତ ଙ୍କ ସହଯୋଗ ଲୋଡ଼ାଯିବ |

ଶ୍ରୀମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ ମିଳିମିଶି କାମ କରିବେ | ପୁରୀକୁ ବିଭିନ୍ନ ସ୍ଥାନ ରୁ ଅସାମାଜିକ ଲୋକ ଆସୁଛନ୍ତି, ସେମାନଙ୍କ ପ୍ରତି କଡା ନଜର ରଖାଯିବ | ଜିଲ୍ଲାର କ୍ରାଇମ, କ୍ରିମିନାଲ, ନିଶା ବେପାର ଓ ସମୁଦ୍ରକୂଳ ଉପରେ ତୀକ୍ଷ୍ଣ ନଜର ପୋଲିସ ରଖିବ | ଗତକାଲି ଶ୍ରୀମନ୍ଦିର ରେ ମହାପ୍ରଭୁ ଙ୍କୁ ଶ୍ରୀ ସିଂ ଦର୍ଶନ କରିଥିଲେ |

ଆଜି ଆନୁଷ୍ଠାନିକ ଭାବେ ପୂର୍ବତନ ଏସ ପି ପିନାକ ମିଶ୍ର ଙ୍କ ଠାରୁ ଦାଇତ୍ବ ଗ୍ରହଣ କରିଥିଲେ | ଦାଇତ୍ୱ ଗ୍ରହଣ ପରେ ବୈଠକ ହଲରେ ସାମ୍ବାଦିକମାନଙ୍କ ସହ ପରିଚିତ ହେବା ସହ ମତାମତ ଗ୍ରହଣ କରିଥିଲେ | ପରେ ଜିଲ୍ଲାରେ ଥିବା ସବୁ ଥାନାର ଅଧିକାରୀମାନେ ନୂଆ ଏସ ପି ଙ୍କୁ ଫୁଲତୋଡ଼ା ଦେଇ ସ୍ୱାଗତ କରିଥିଲେ | ଜିଲ୍ଲା ର ଆଇନ ଶୃଙ୍ଖଳା, ବିଭିନ୍ନ ଥାନା ଅଞ୍ଚଳରେ ଅପରାଧ ଓ ଅପରାଧୀ ହ୍ରାସ କରିବା ସମ୍ପର୍କରେ ଆଲୋଚନା କରିଥିଲେ |

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

May 3, 2026
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

May 3, 2026
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version