• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

‘ଆମ ଶାସନ’ ହେଉଛି ‘୫-ଟି ଓ ମୋ ସରକାର’ ବ୍ୟବସ୍ଥାର କପି ପେଷ୍ଟ : ବିଜେଡି

Proprietor Abhimanyu Maharana by Proprietor Abhimanyu Maharana
August 27, 2025
in Uncategorized
0
‘ଆମ ଶାସନ’ ହେଉଛି ‘୫-ଟି ଓ ମୋ ସରକାର’ ବ୍ୟବସ୍ଥାର କପି ପେଷ୍ଟ : ବିଜେଡି
Share on FacebookShare on TwitterWhatsapp

ପୂର୍ବରୁ ସମାଲୋଚନା କରୁଥିବା ଯୋଜନାର କେବଳ ନାମ ପରିବର୍ତ୍ତନ କରି ଲାଗୁ କରୁଛନ୍ତି ରାଜ୍ୟ ସରକାର, ଆମ ଶାସନକୁ ମିଶାଇ ୨୫ ଯୋଜନାର ନାମ ପରିବର୍ତ୍ତନ କରି ଲାଗୁ ହୋଇଛି  l

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :-  ରାଜ୍ୟ ସରକାରଙ୍କ ଦ୍ୱାରା ଆଜି ଆରମ୍ଭ କରାଯାଇଥିବା “ଆମ ଶାସନ’ ବ୍ୟବସ୍ଥା, ପୂର୍ବ ସରକାରଙ୍କ ଦ୍ୱାରା ୨୦୧୯ ମସିହାରୁ କାର୍ଯ୍ୟକାରୀ ହୋଇ ଆସୁଥିବା ‘୫-ଟି ଓ ମୋ ସରକାର’ ବ୍ୟବସ୍ଥାର କପି ପେଷ୍ଟ ବୋଲି ବିଜେଡି କହିଛି । ବିରୋଧୀ ଦଳର ଦାୟିତ୍ୱ ନିର୍ବାହ କରିବା ସମୟରେ ବିଜେପି ଏହି ବ୍ୟବସ୍ଥାକୁ ସମାଲୋଚନା କରିଆସୁଥିବା ବେଳେ, ସରକାରକୁ ଆସିବାର ୧୪ ମାସ ପରେ ସମାନ ବ୍ୟବସ୍ଥାକୁ, କେବଳ ନାମ ପରିବର୍ତ୍ତନ କରି ଲାଗୁ କରିଛି ବୋଲି ବିଜେଡି କହିଛି । କ୍ଷମତାକୁ ଆସିବାର ୧୪ ମାସ ପରେ ‘୫-ଟି ଓ ମୋ ସରକାର’ ବ୍ୟବସ୍ଥାର ଉପାଦେୟତାକୁ ବିଜେପି ସରକାର ସ୍ୱୀକାର କରିଛନ୍ତି ।ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ, ପୂର୍ବତନ ମନ୍ତ୍ରୀ ତଥା ଦଳର ଉପସଭାପତି ଶ୍ରୀ ଅତନୁ ସବ୍ୟସାଚୀ ନାୟକ କହିଥିଲେ, ପୂର୍ବ ସରକାରଙ୍କ ଦ୍ୱାରା ପ୍ରଣୟନ କରାଯାଇଥିବା ଅନେକ ଲୋକପ୍ରିୟ ଯୋଜନାକୁ କେବଳ ନାମ ପରିବର୍ତ୍ତନ କରି ଓ ପୂର୍ବ ସରକାରଙ୍କ ଦ୍ୱାରା ସମ୍ପୂର୍ଣ୍ଣ ହୋଇଥିବା ସରକାରୀ ଭବନ ଗୁଡିକର ରଙ୍ଗ ପରିବର୍ତ୍ତନ କରିବା ପ୍ରାଥମିକତା ହୋଇଛି । ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରଣୟନ କରାଯାଇଥିବା ବିଭିନ୍ନ ଯୋଜନା ଗୁଡିକ ଭିତରୁ ୨୪ଟି ଯୋଜନାର ନାମ ପୂର୍ବରୁ ହୋଇସାରିଥିଲା ଓ ଆଜି ଆରମ୍ଭ ହୋଇଥିବା ‘ଆମ ଶାସନ’ ବ୍ୟବସ୍ଥା ପରେ ଏହି ସଂଖ୍ୟା ୨୫କୁ ଛୁଇଁଲା ।

ଶ୍ରୀ ନାୟକ କହିଥିଲେ, ନବୀନ ପଟ୍ଟନାୟକଙ୍କ ଦ୍ୱାରା ୨୦୧୯ ମସିହା ଗାନ୍ଧୀ ଜୟନ୍ତୀ ଦିନ ଆରମ୍ଭ ହୋଇଥିବା ‘୫-ଟି – ମୋ ସରକାର’ ବ୍ୟବସ୍ଥା ଜାତୀୟ ସ୍ତରରେ ବହୁ ପ୍ରଶଂସିତ ହୋଇଥଲା । କେନ୍ଦ୍ର ସରକାରଙ୍କ ସଂସ୍ଥା ନୀତି ଆୟୋଗ ଏହାକୁ ପ୍ରଶଂସା କରିଥିବା ବେଳେ ତକ୍ରାଳୀନ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜିତେନ୍ଦ୍ର ସିଂ ଏହାକୁ ପ୍ରଶଂସା କରିବା ସହିତ, ଏହି ବ୍ୟବସ୍ଥାକୁ ଅନ୍ୟ ରାଜ୍ୟ ମାନେ ମଧ୍ୟ ଲାଗୁ କରିବା ଦରକାର ବୋଲି କହିଥିଲେ । କେନ୍ଦ୍ର ସରକାରଙ୍କ ସୁଶାସନ ଇଣ୍ଡେକ୍ସ ଓ ପ୍ରଧାନମନ୍ତ୍ରୀଙ୍କ ଅଫିସ ମଧ୍ୟ ଓଡ଼ିଶାର ଏହି ବ୍ୟବସ୍ଥାକୁ ପ୍ରଶଂସା କରିଥିଲେ । କିନ୍ତୁ, ରାଜ୍ୟର ବିଜେପି ନେତା ମାନେ ଏହାକୁ ରାଜନୀତି କରି ସମାଲୋଚନା କରି ଆସୁଥିଲେ ।

ବର୍ତ୍ତମାନ କେବଳ ନାମ ପରିବର୍ତ୍ତନ କରି ସମାନ ବ୍ୟବସ୍ଥାକୁ ଲାଗୁ କରାଯାଇଛି । କେବଳ ନାମ ପରିବର୍ତ୍ତନ କରି ଏହାକୁ ଲାଗୁ କରିବା, ଖଡା ବଡି ଥୋଡ ନା ଥୋଡ଼ ବଡି ଖଡ଼ା ସଦୃଶ୍ୟ ହୋଇଛି । ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇଥିବା ବେଳେ ଗୋଟିଏ ପରେ ଗୋଟିଏ ଅଘଟଣ ଘଟି ଚାଲିଛି, କିନ୍ତୁ ସରକାରଙ୍କ ନା ଅଛି ଫିଡ୍ବ୍ୟାକ ବ୍ୟବସ୍ଥା ନା ଅଛି ଉତ୍ତରଦାୟୀତ୍ୱ । ନାମ ବଦଳେଇ ବିଭିନ୍ନ ଯୋଜନାକୁ ରାଜ୍ୟ ସରକାର ଲାଗୁ କରିଥିଲେ ହେଁ, ଫିଡ୍ବ୍ୟାକ ବ୍ୟବସ୍ଥାର ଅନୁପସ୍ଥିତ କାରଣରୁ ଏହି ଯୋଜନା ଗୁଡିକ ଅନ୍ତସାର ଶୁନ୍ୟ ହୋଇଯାଇଛି । ଜନସାଧାରଣ ଏହାର ସୁଫଳ ପାଇପାରୁ ନାହାନ୍ତି । ରାଜ୍ୟ ସରକାରଙ୍କ କାର୍ଯ୍ୟ କେବଳ କପି ପେଷ୍ଟରେ ସୀମିତ ହୋଇ ରହିଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version