• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶୁଭାରମ୍ଭ ହେଲା ଆମ ଶାସନ ପୋର୍ଟାଲ

Proprietor Abhimanyu Maharana by Proprietor Abhimanyu Maharana
August 27, 2025
in ଓଡ଼ିଶା, ମାଲକାନଗିରି, ହୋମ୍
0
ଶୁଭାରମ୍ଭ ହେଲା ଆମ ଶାସନ ପୋର୍ଟାଲ
Share on FacebookShare on TwitterWhatsapp

ମାଲକାନଗିରି  (ଓଡ଼ିଶା ତାଜା ନ୍ୟୁଜ୍) :- ଶାସନ ବ୍ୟବସ୍ଥାରେ ସ୍ୱଚ୍ଛତା ଆଣିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ନାଗରିକମାନଙ୍କଠାରୁ ସିଧାସଳଖ ମତାମତ ସଂଗ୍ରହ ବ୍ୟବସ୍ଥା ମାଧ୍ୟମରେ ସରକାରୀ କାର୍ଯ୍ୟାଳୟଗୁଡ଼ିକରେ ବୃତ୍ତିଗତତା ଏବଂ ଆଚରଣଗତ ପରିବର୍ତ୍ତନ ଆଣିବା ପାଇଁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ କରିଛନ୍ତି । ଆଜି ଲୋକସେବା ଭବନରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଆମ ଶାସନ’ ପୋର୍ଟାଲ ର ଶୁଭାରମ୍ଭ କରିଛନ୍ତି । ରାଜ୍ୟର ସମସ୍ତ ଜିଲ୍ଲା ଆଭାସି ମାଧ୍ୟମରେ ଏହି କାର୍ଯ୍ୟକ୍ରମ ରେ ସାମିଲ ହୋଇଥିଲେ ।ଆଜି ଜିଲ୍ଲାପାଳ କାର୍ଯ୍ୟାଳୟ ସ୍ଥିତ ଓସ୍ୱାନ ହଲ ଠାରେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ,ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀନିବାସ ଆଚାରୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଗୌରୀ ନାୟକ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନିର୍ମଳ ଧରୁଆ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ,ଜିଲ୍ଲା ପରିଷଦ ଅର୍ଥ ପରିଚାଳକ ମାନସ ମିଶ୍ର, ଡିଇଜିଏମ ଶୁଭାଶିଷ ପଟ୍ଟନାୟକଙ୍କ ସମେତ ବିଭିନ୍ନ ଯୋଜନାର ହିତାଧିକାରୀ ଯୋଗ ଦେଇଥିଲେ ।

ଏହି ବ୍ୟବସ୍ଥା ଦ୍ଵାରା ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଏବଂ ବିଭାଗୀୟ ଅଧିକାରୀ ମାନେ ଟେଲିଫୋନ ମାଧ୍ୟମରେ ନାଗରିକ ମାନଙ୍କ ମତାମତ ନେବେ । ସେହିପରି କ୍ଷେତ୍ର ପରିଦର୍ଶନ ସମୟରେ ସରକାରୀ ଅଧିକାରୀ ମାନେ ମୋବାଇଲ୍ ଆପ୍ ମାଧ୍ୟମରେ ନାଗରିକ ମାନଙ୍କ ମତାମତ ନେବେ । ଏହା ଦ୍ବାରା ଏକ ବିକଶିତ ଓଡ଼ିଶା ଗଠନ ଦିଗରେ ମୁଖ୍ୟମନ୍ତ୍ରୀ ଓ ପ୍ରଶାସନ ସିଧାସଳଖ ନାଗରିକଙ୍କ ମତାମତ ଶୁଣିବେ । ପ୍ରଥମ ପର୍ଯ୍ୟାୟରେ ପଞ୍ଚାୟତିରାଜ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ମହିଳା ଓ ଶିଶୁ କଲ୍ୟାଣ,

ଜନଜାତି ଉନ୍ନୟନ, କୃଷି ଓ କୃଷକ ସଶକ୍ତିକରଣ, ଖାଦ୍ୟ ଯୋଗାଣ, ସ୍ବାସ୍ଥ୍ୟ ଓ ଗୃହ ବିଭାଗ ଅର୍ଥାତ୍ ୮ ଗୋଟି ବିଭାଗ ର ୧୩ ଟି ସେବା ଯୋଗାଇ ଦିଆଯିବ । ହିତାଧିକାରୀ ମାନେ ୱେବ ପୋର୍ଟାଲ, ହ୍ୱାଟସପ୍ ଚାର୍ଟ (୯୧-୭୪୦୦୨୨୧୯୦୩), ଚାଟବଟ୍‍, ଇମେଲ, ଟୋଲ ଫ୍ରି ଫୋନ କଲ(୧୪୪୭୧) ଇତ୍ୟାଦି ମାଧ୍ୟମରେ ସିଧାସଳଖ ନିଜର ମତାମତ ଦେଇ ପାରିବେ । ଆମ ଶାସନ ପ୍ଲାଟଫର୍ମ ଜରିଆରେ ତୃଣମୂଳ ସ୍ତରରୁ ମତାମତ ପାଇବାରେ ରାଜ୍ୟ ସରକାରଙ୍କୁ ସହାୟକ ହେବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version