• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କନ୍ଧମାଳରେ ୩,୭୯୭ ଚାଷୀ ପଞ୍ଜୀକରଣ: ରାଜ୍ୟରେ ସର୍ବନିମ୍ନ, ଗତବର୍ଷ ତୁଳନାରେ ବୃଦ୍ଧି

Proprietor Abhimanyu Maharana by Proprietor Abhimanyu Maharana
August 27, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
କନ୍ଧମାଳରେ ୩,୭୯୭ ଚାଷୀ ପଞ୍ଜୀକରଣ: ରାଜ୍ୟରେ ସର୍ବନିମ୍ନ, ଗତବର୍ଷ ତୁଳନାରେ ବୃଦ୍ଧି
Share on FacebookShare on TwitterWhatsapp

କନ୍ଧମାଳ (ଓଡ଼ିଶା ତାଜା ନ୍ୟୁଜ୍) :-  ଖରିଫ ଧାନ ବିକ୍ରି ପାଇଁ କନ୍ଧମାଳ ଜିଲ୍ଲାରେ ରାଜ୍ୟର ସର୍ବନିମ୍ନ ଚାଷୀ ସେମାନଙ୍କ ନାମ ପଞ୍ଜୀକରଣ କରିଛନ୍ତି। ଓଡ଼ିଶାର ବରଗଡ଼ ଜିଲ୍ଲାରେ ସର୍ବାଧିକ ୧ ଲକ୍ଷ ୫୦ ହଜାର ୨୦୬ ଜଣ ଚାଷୀ ଓ କନ୍ଧମାଳରେ ସର୍ବନିମ୍ନ ୩,୭୯୭ଜଣ ଚାଷୀ ନାମ ପଞ୍ଜୀକରଣ କରିଥିବା ସୂଚନା ମିଳିଛି। ଅନଲାଇନ୍ ପଞ୍ଜୀକରଣ କମିବା ପଛରେ ଜିଲ୍ଲାରେ ଦୁର୍ବଳ ମୋବାଇଲ୍ ନେଟୱର୍କ ହିଁ ମୁଖ୍ୟ କାରଣ ବୋଲି କୁହାଯାଇଛି। ଅନ୍ୟପଟେ ଜିଲ୍ଲା କୃଷି ଓ ସମବାୟ ବିଭାଗର ସୂଚନା ଅନୁସାରେ, କନ୍ଧମାଳରେ ଧାନଚାଷ ଉପଯୋଗୀ ଜମିର ପରିମାଣ ଅତି କମ୍l ଏହା ଏକ ମାଳଭୂମି ଅଞ୍ଚଳ ହୋଇଥିବାରୁ ଏଠାରେ ଧାନଚାଷ କମ୍ ହୋଇଥାଏ ।

ତେବେ ଗତବର୍ଷ ତୁଳନାରେ ଚାଷୀଙ୍କ ପଞ୍ଜୀକରଣ ସଂଖ୍ୟା କିଛି ମାତ୍ରାରେ ବଢ଼ିଛି। ଗତବର୍ଷ ସର୍ବାଧିକ ୨୮୩୪ ଜଣ ଚାଷୀ ପଞ୍ଜୀକରଣ ନାମ ପଞ୍ଜୀକରଣ କରିଥିଲେ | ସମଗ୍ର କନ୍ଧମାଳ ଜିଲ୍ଲାରେ ମୋଟ ୨୩ଟି ସୋସାଇଟି ଜରିଆରେ ଚାଷୀ ନାମ ପଞ୍ଜୀକରଣ କରିଥିଲେ l ସୁତ୍ରା ଲ୍ୟାମ୍ପ୍ସରେ ୪୨୭ ଜଣ ଚାଷୀ ପଞ୍ଜିକୃତ ହୋଇଛନ୍ତି। ସେହିପରି ବାଲିଗୁଡ଼ା ଲ୍ୟାମ୍ପ ରେ ୧୫୧ ଜଣ, ଚକାପାଦରେ ୩୭୧ ଜଣ, ଶଙ୍କରାଖୋଲରେ ୨୭୯ ଜଣ, ବ୍ରାହ୍ମଣୀଗାଁରେ ୭୪ ଜଣ, ଘୁ.ଉଦୟଗିରିରେ ୧୬୧ ଜଣ,

ଲିଙ୍ଗାଗଡ଼ରେ ୯୧ ଜଣ, କ.ନୂଆଗାଁରେ ୯୬ ଜଣ, ଗୁଞ୍ଜିବାଡ଼ିରେ ୬୮ ଜଣ, ସାରଙ୍ଗଡ଼ରେ ୧୨୧ ଜଣ, ଖଜୁରୀପଡ଼ାରେ ୧୩୮ ଜଣ, ଦୁତିପଡ଼ାରେ ୧୧୦ ଜଣ, କୋଟଗଡ଼ରେ ୧୮୧ ଜଣ, ଗୋଛାପଡ଼ାରେ ୯୬ ଜଣ, ଫିରିଙ୍ଗିଆରେ ୧୦୯ ଜଣ, ନୂଆପଦରରେ ୫୦ ଜଣ, ଫୁଲବାଣୀରେ ୧୭୩ ଜଣ, ଇନ୍ଦ୍ରଗଡ଼ରେ ୨୭୫ ଜଣ, ରାଇକିଆରେ ୧୩୩ ଜଣ, ଗଡ଼ଗୁଡ଼ାରେ ୧୨୩ ଜଣ, ଟିକାବାଲିରେ ୨୮୬ ଜଣ, ତୁମୁଡ଼ିବନ୍ଧରେ ୨୧୩ ଜଣ ଓ ଝାବାରାଫା ଲ୍ୟାମ୍ପ୍ସରେ ୯୩ ଜଣ ଚାଷୀ ନାମ ପଞ୍ଜୀକରଣ କରିଥିବା ସୂଚନା ମିଳିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version