ନୂଆଗାଁ (ଓଡ଼ିଶା ତାଜା ନ୍ୟୁଜ୍) :- ନୟାଗଡ ଜିଲ୍ଲା ଓଡ଼ଗାଁ ବ୍ଲକ୍ ଅନ୍ତର୍ଗତ ବୁଢାବୁଢ଼ିଆଣି ନିକଟସ୍ଥ ପ୍ରକୃତିର ବରଦାନ ବରକନ୍ୟା ଝରଣାଠାରେ ନୟାଗଡ଼ ଜିଲା ଲେଖକ ପରିଷଦ ଓ ନୟାଗଡ଼ ଦର୍ପଣ ପରିବାରର ମିଳିତ ଆନୁକୂଲ୍ୟରେ ବର୍ଷା କାଳୀନ ସାହିତ୍ୟ ଆସର ‘ମେଘ ମହ୍ଲାର’ ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ଜିଲ୍ଲାର ପ୍ରାୟ ଶତାଧିକ ପ୍ରତିଭାଧାରୀ ସାହିତ୍ୟର ସୃଜନଶୀଳ ସ୍ରଷ୍ଟାମାନେ ଯୋଗଦେଇଥିଲେ।














