ଚଳିତ ବର୍ଷ ଗଣେଶ ପୂଜାରେ ୨୫ରୁ ୩୦ ଲକ୍ଷ ଟଙ୍କାର ବଜେଟ୍ ରଖାଯାଇଛି । ୭ ଦିନ ଧରି ପୂଜାକୁ ଜାକଜମକରେ ପାଳ ପାଳନ କରାଯିବ । ସୋମବାର ୧୦,୦୦୦ ଶ୍ରଦ୍ଧାଳୁଙ୍କ ପାଇଁ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଛି । କମିଟିର ସମ୍ପାଦକ ସଂଗ୍ରାମ ମାର୍ଥାଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ସଙ୍ଗୀତ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି ।
ଏହି କାର୍ଯ୍ୟକ୍ରମରେ ସୁନାମଧନ୍ୟ କଣ୍ଠ ଶିଳ୍ପୀ ହ୍ୟୁମାନ ସାଗର, କୁଲଦୀପ ପଟ୍ଟନାୟକ, ଅନ୍ତରା ଚକ୍ରବର୍ତ୍ତୀ, ରୁକୁ ସେନା, ସୁଜ୍ଞାନି ମହାପାତ୍ର, ବର୍ଣ୍ଣାଳୀ ହୋତା, ଦେବେଶ ପତି ପ୍ରମୁଖ ସଙ୍ଗୀତ ମହାକୁମ୍ଭରେ ଯୋଗ ଦେବେ ବୋଲି ସୂଚନା ଦିଆଯାଇଛି ।

© 2023 Odisha Taza News.