• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦିବ୍ୟାଙ୍ଗ ଭାଇ ଭଉଣୀଙ୍କୁ ଅତ୍ୟାଧୁନିକ ଚିକିତ୍ସା ସୁବିଧା ଯୋଗାଇ ଦେବା ଲକ୍ଷ୍ୟ – ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର ବାଲିବନ୍ଧାରେ ଅତ୍ୟାଧୁନିକ ପୁନର୍ବାସ କେନ୍ଦ୍ରର ଉଦଘାଟିତ

Proprietor Abhimanyu Maharana by Proprietor Abhimanyu Maharana
August 28, 2025
in ଓଡ଼ିଶା, ସମ୍ବଲପୁର, ହୋମ୍
0
ଦିବ୍ୟାଙ୍ଗ ଭାଇ ଭଉଣୀଙ୍କୁ ଅତ୍ୟାଧୁନିକ ଚିକିତ୍ସା ସୁବିଧା ଯୋଗାଇ ଦେବା ଲକ୍ଷ୍ୟ – ଧର୍ମେନ୍ଦ୍ର ପ୍ରଧାନ
Share on FacebookShare on TwitterWhatsapp

୨୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ‘ଅତ୍ୟାଧୁନିକ ପୁନର୍ବାସ କେନ୍ଦ୍ର’ ଭିନ୍ନକ୍ଷମମାନଙ୍କ ପାଇଁ କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ଆବଶ୍ୟକତାକୁ ପୂରଣ କରିବ

ପ୍ରତିମାସରେ ବ୍ଲକ ସ୍ତରରେ ଭିନ୍ନକ୍ଷମମାନଙ୍କୁ ଉପକରଣ ବଣ୍ଟାଯିବା ସହ ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କୁ ପାଠପଢାର ବ୍ୟବସ୍ଥା କରାଯାଉ

ଅତ୍ୟାଧୁନିକ ଉପକରଣର ବ୍ୟବହାର କରିବା ପାଇଁ ଡାକ୍ତରମାନଙ୍କୁ ପ୍ରଶିକ୍ଷଣ ଦେବା ଉପରେ ପଦକ୍ଷେପ ନେବାକୁ ଜିଲ୍ଲା ପ୍ରଶାସନକୁ ଦେଲେ ପରାମର୍ଶ

ସାମାଜିକ ସୁରକ୍ଷା ଅନ୍ତର୍ଗତ ପେନସନ ଓ ଦିବ୍ୟାଙ୍ଗଜନମାନଙ୍କୁ ବିଭିନ୍ନ ସହାୟକ ଉପକରଣ ବିତରସମ୍ବଲପୁର (ଓଡ଼ିଶା ତାଜା ନ୍ୟୁଜ୍) :- ସମ୍ବଲପୁର ସମେତ ଆଖପାଖ ଅଞ୍ଚଳର ଦିବ୍ୟାଙ୍ଗଜନଙ୍କୁ ଅତ୍ୟାଧୁନିକ ଚିକିତ୍ସା ସୁବିଧା ଯୋଗାଇ ଦେବା ଲକ୍ଷ୍ୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ପବିତ୍ର ନୂଆଁଖାଇ ଅବସରରେ ସମ୍ବଲପୁର ବାଲିବନ୍ଧାରେ ପ୍ରାୟ ୨୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ‘ଅତ୍ୟାଧୁନିକ ପୁନର୍ବାସ କେନ୍ଦ୍ର’ (ଏଆରସି) ଉଦଘାଟନ କରିଛନ୍ତି ।

ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓ ସମ୍ବଲପୁର ଜିଲ୍ଲା ପ୍ରଶାସନର ଉଦ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ନୂଆଁଖାଇ ଅବସରରେ ଉଦଘାଟିତ ‘ଅତ୍ୟାଧୁନିକ ପୁନର୍ବାସ କେନ୍ଦ୍ର’ ସମ୍ବଲପୁର ସମେତ ଆଖପାଖ ଅଞ୍ଚଳର ଅର୍ଥସୋସ୍ ତଥା ଭିନ୍ନକ୍ଷମମାନଙ୍କ ପାଇଁ କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ଆବଶ୍ୟକତାକୁ ପୂରଣ କରିବ । ଏହି କେନ୍ଦ୍ର ପ୍ରତିଷ୍ଠା କରିଥିବାରୁ ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ଓ ଜିଲ୍ଲା ପ୍ରଶାସନକୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ।  

ଏହି ଅବସରରେ ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ଅନ୍ତର୍ଗତ ପେନସନ ଓ ଦିବ୍ୟାଙ୍ଗଜନମାନଙ୍କୁ ବିଭିନ୍ନ ସହାୟକ ଉପକରଣ ବିତରଣ କରିବା ସହ  ଜିଲ୍ଲା ପ୍ରଶାସନକୁ ଅନେକ ଉପାଦେୟ ପରାମର୍ଶ ଦେଇଥିଲେ ଶିକ୍ଷା ମନ୍ତ୍ରୀ । ସେ କହିଥଲେ ଏହି ପୁନର୍ବାସ କେନ୍ଦ୍ରରେ ଅନେକ ଅତ୍ୟାଧୁନିକ ମେସିନ ବା ଉଚ୍ଚକୋଟୀର ଉପକରଣ ଅଛି । ଏହି ମେସିନର ପରିଚାଳନା ପାଇଁ ଡାକ୍ତରମାନଙ୍କୁ ପ୍ରଶିକ୍ଷଣ ମିଳିବା ଦରକାର । ଏହା ଉପରେ ଏକ କର୍ମଶାଳା ଆୟୋଜନ ହେବା ଦରକାର ।

ସେ ଆହୁରି କହିଥିଲେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ ଡବଲ ଇଞ୍ଜିନ ସରକାର ଦିବ୍ୟାଙ୍ଗମାନଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ନିରନ୍ତର ପ୍ରୟାସ କରୁଛନ୍ତି । ଆଗାମୀ ଦିନରେ ସମ୍ବଲପୁରରେ ସମସ୍ତ ଦିବ୍ୟାଙ୍ଗମାନଙ୍କ ତାଲିକା ପ୍ରସ୍ତୁତ କରାଯାଉ । ପ୍ରତିମାସରେ ବ୍ଲକ ସ୍ତରରେ ଭିନ୍ନକ୍ଷମମାନଙ୍କୁ ଉପକରଣ ବଣ୍ଟାଯିବା ସହ ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କୁ ପାଠପଢାର ବ୍ୟବସ୍ଥା କରାଯାଉ। ବିଶେଷ ଭାବରେ ଦିବ୍ୟାଙ୍ଗ ଛାତ୍ର ଛାତ୍ରୀ ମାନେ କିଭଳି ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିପାରିବେ, ପାଠପଢି ଆଇଏଏସ ହୋଇପାରିବେ,

ସେ ଦିଗରେ ଯୋଜନା କରିବା ପାଇଁ ଜିଲ୍ଲା ପ୍ରଶାସନକୁ ସମାଜର ଭିନ୍ନକ୍ଷମ ପିଲାମାନଙ୍କୁ ପ୍ରଶିକ୍ଷଣ କରିବା ପାଇଁ ସେମାନଙ୍କୁ ସ୍ୱାବଲମ୍ବୀ କରିବାର ଦାୟିତ୍ୱ ନେବାକୁ ଶ୍ରୀ ପ୍ରଧାନ ପରାମର୍ଶ ଦେଇଥିଲେ ।  ଉଲ୍ଲେଖନୀୟ ଯେ ଉଦଘାଟିତ ପୁନର୍ବାସ କେନ୍ଦ୍ରରେ ଦୁଇଟି ମୁଖ୍ୟ ୟୁନିଟ୍ ରହିଛି ଯଥା – ରୋବୋଟିକ୍ ଫିଜିଓଥେରାପି ୟୁନିଟ୍ ଏବଂ ଆଡଭାନ୍ସଡ ପ୍ରୋସ୍ଥେଟିକ୍ ବା ଅର୍ଥୋଟିକ୍ ୟୁନିଟ୍ । ଏଠାରେ ପ୍ରତିଷ୍ଠା ହୋଇଥିବା କେନ୍ଦ୍ରରେ ମୋଟ ୨୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ ହୋଇଥିବାବେଳେ ଏ ମଧ୍ୟରୁ ରୋବୋଟିକ୍ ଫିଜିଓଥେରାପି ୟୁନିଟ୍ ପାଇଁ ପ୍ରାୟ ୧୯ କୋଟି ଟଙ୍କା ଏବଂ ଆଡଭାନ୍ସଡ ପ୍ରୋସ୍ଥେଟିକ୍ ବା ଅର୍ଥୋଟିକ୍ ୟୁନିଟ୍  ପାଇଁ ପ୍ରାୟ ୪.୨୭ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି ।

ଏହି କେନ୍ଦ୍ର ପ୍ରତିଷ୍ଠା ହେବା ଦ୍ୱାରା ଆମ ସମ୍ବଲପୁର ଓ ଏହାର ପଡ଼ୋଶୀ ଜିଲ୍ଲାଗୁଡ଼ିକର ଦିବ୍ୟାଙ୍ଗ ଭାଇଭଉଣୀମାନେ ବିଶେଷ ଉପକୃତ ହେବେ । ଏହି କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ଗ୍ରାମୀଣ ବିକାଶ, ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗର ମନ୍ତ୍ରୀ ରବି ନାଏକ ଏବଂ ସ୍ଥାନୀୟ ବିଧାୟକ ଜୟ ନାରାୟଣ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

March 6, 2026
ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

March 5, 2026
ପୁରୀରେ ସାଇବର ଠକେଇର ପର୍ଦାଫାଶ – ୩ ଅଭିଯୁକ୍ତ ଗିରଫ

ପୁରୀରେ ସାଇବର ଠକେଇର ପର୍ଦାଫାଶ – ୩ ଅଭିଯୁକ୍ତ ଗିରଫ

March 5, 2026
୫୪ତମ ଆଚାର୍ଯ୍ଯ ସ୍ମାରକୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଊଦଘାଟିତ

୫୪ତମ ଆଚାର୍ଯ୍ଯ ସ୍ମାରକୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଊଦଘାଟିତ

March 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

March 6, 2026
ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

March 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version