• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳ ପକ୍ଷରୁ ପୋସ୍ ଆଇନ ଅନୁପାଳନ ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
August 30, 2025
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳ ପକ୍ଷରୁ ପୋସ୍ ଆଇନ ଅନୁପାଳନ ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

ଖୋର୍ଦ୍ଧା-ଜଟଣୀ (ଓଡ଼ିଶା ତାଜା ନ୍ୟୁଜ୍) :- ପୋସ୍ ଆଇନ (କର୍ମସ୍ଥଳୀରେ ମହିଳାମାନଙ୍କ ଯୌନ ଉତ୍ପୀଡ଼ନ, ଏହାର ନିବାରଣ, ନିଷେଧ ଏବଂ ପ୍ରତିକାର) ଆଇନ,୨୦୧୩ ର ଅନୁପାଳନ ପ୍ରତି, ପ୍ରତିବଦ୍ଧତା ଏବଂ ଯେ’କୌଣସି ପ୍ରକାରର ଯୌନ ଉତ୍ପୀଡ଼ନରୁ ମୁକ୍ତ ଏକ ସୁରକ୍ଷିତ କାର୍ଯ୍ୟ ପରିବେଶକୁ ପ୍ରୋତ୍ସାହିତ କରିବା ପାଇଁ ପୂର୍ବତଟ ରେଳପଥ ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳ ପକ୍ଷରୁ ପଲାସା ଷ୍ଟେସନ ଠାରେ ଏକ ସମ୍ବେଦନ ଶୀଳତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।

ଏହି କାର୍ଯ୍ୟକ୍ରମରେ କାର୍ଯ୍ୟସ୍ଥଳରେ ହେଉଥିବା ଉତ୍ପୀଡ଼ନର ସମାଧାନ ଉପରେ କେନ୍ଦ୍ରିତ ଏକ ସୂଚନା ପ୍ରଦ ଏବଂ ଆକର୍ଷଣୀୟ କର୍ମଶାଳା ଅନୁଷ୍ଠିତ ହୋଇଥିବା ବେଳେ କର୍ମକ୍ଷେତ୍ରରେ ଯେ’କୌଣସି ପ୍ରକାରର ଉତ୍ପୀଡ଼ନ ପ୍ରତି ରେଳ ମଣ୍ଡଳର ଶୂନ୍ୟ-ସହିଷ୍ଣୁତା ନୀତିକୁ ସୁଦୃଢ଼ କରିବା ସମ୍ବନ୍ଧରେ ସଚେତନତା କରାଯାଇଥିଲା ।

ଏହି ଅଧିବେଶନରେ ଖୋର୍ଦ୍ଧାରୋଡ଼ ରେଳମଣ୍ଡଳର ସହାୟକ କାର୍ମିକ ଅଧିକାରୀ ତଥା ବିଶାଖା ଆଭ୍ୟନ୍ତରୀଣ କମିଟିର କାର୍ଯ୍ୟନିର୍ବାହୀ ସଦସ୍ୟ ଓ ଖୋର୍ଦ୍ଧାରୋଡ୍ ରେଳ ମଣ୍ଡଳର ସି-ବକ୍ସର ନୋଡାଲ ଅଧିକାରୀ ଶ୍ରୀମତୀ ତପସ୍ୱିନୀ ମହାନନ୍ଦିଆ ଏକ ବିସ୍ତୃତ ଏବଂ ଅନ୍ତର୍ଦୃଷ୍ଟିପୂର୍ଣ୍ଣ ଆଲୋଚନା କରିଥିଲେ, ଯାହା ମହିଳା କର୍ମଚାରୀଙ୍କ ପାଇଁ ଏକ ସୁରକ୍ଷିତ ଏବଂ ସହାୟକ ପରିବେଶ ସୃଷ୍ଟି କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲା ।

ସେ ପୋଷ୍ ଆଇନର ପ୍ରମୁଖ ବ୍ୟବସ୍ଥା ଗୁଡ଼ିକ ବିଷୟରେ ବିସ୍ତୃତ ଭାବରେ ବର୍ଣ୍ଣନା କରିଥିଲେ, ଯେଉଁଥିରେ ଅନ୍ତର୍ଭୁକ୍ତ ଥିଲା ଆଭ୍ୟନ୍ତରୀଣ ଅଭିଯୋଗ କମିଟି(ଆଇସିସି)ଏବଂ ବିଶାଖା ଆଭ୍ୟନ୍ତରୀଣ କମିଟି ଏବଂ ଏହାର ଭୂମିକା, ଯୌନ ନିର୍ଯାତନା ଘଟଣାକୁ ନିଷିଦ୍ଧ କରିବା ଏବଂ ଏହାର ପ୍ରତିକାର କରିବାରେ ନିଯୁକ୍ତି ଦାତାଙ୍କ ଦାୟିତ୍ୱ କର୍ମଚାରୀ ମାନଙ୍କ ପାଇଁ ଉପଲବ୍ଧ ଆଇନଗତ ଢାଞ୍ଚା ଏବଂ ପ୍ରତିକାର ବ୍ୟବସ୍ଥା ।

ଏହି କାର୍ଯ୍ୟକ୍ରମରେ ପଲାସାରେ ନିୟୋଜିତ ଆଗ ଧାଡିର କର୍ମଚାରୀ ମାନଙ୍କ ସହ ଅନ୍ୟ କର୍ମଚାରୀଙ୍କ ସକ୍ରିୟ ଅଂଶଗ୍ରହଣ ଦେଖିବାକୁ ମିଳିଥିଲା ଯାହା ଏକ ମର୍ଯ୍ୟାଦାପୂର୍ଣ୍ଣ ଏବଂ ନିର୍ଯାତନା ମୁକ୍ତ କର୍ମକ୍ଷେତ୍ର ସୁନିଶ୍ଚିତ କରିବା ପାଇଁ ସାମୂହିକ ପ୍ରତିବଦ୍ଧତାକୁ ପ୍ରତିଫଳିତ କରିଥିଲା ।

ଏହି ପଦକ୍ଷେପ ପୂର୍ବତଟ ରେଳପଥର କର୍ମଚାରୀଙ୍କ ଅଧିକାରକୁ ବଜାୟ ରଖିବା, ଲିଙ୍ଗଗତ ସମ୍ବେଦନଶୀଳତାକୁ ଉତ୍ସାହିତ କରିବା ସହିତ କର୍ମକ୍ଷେତ୍ର ସୁରକ୍ଷା ଏବଂ ସମାନତା ସୁନିଶ୍ଚିତ କରିବାରେ ଉଦାହରଣ ଦେଇ ନେତୃତ୍ୱ ନେବା ପାଇଁ ବ୍ୟାପକ ପ୍ରୟାସରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଚିହ୍ନିତ କରିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 4, 2026
ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

October 4, 2026
ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

October 4, 2026
ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

October 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 4, 2026
ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

October 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version