• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର ରେ ନିଖିଳ ଭାରତ ସ୍ବାୟତ୍ତ ଶାସନ ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
September 1, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ରଣପୁର ରେ ନିଖିଳ ଭାରତ ସ୍ବାୟତ୍ତ ଶାସନ ଦିବସ ପାଳିତ
Share on FacebookShare on TwitterWhatsapp

ରଣପୁର ଏନ୍ଏସି କୁ ସ୍ୱଚ୍ଛ ଓ ସୁନ୍ଦର କରି ଗଢି ତୋଳିବା ନିମନ୍ତେ ସଧାରଣ ଜନତା ଙ୍କ ସହୋଯୋଗ ନିତ୍ୟାନ୍ତ ଆବଶ୍ୟକ

ରଣପୁର ଏନ୍ ଏ ସି (ଓଡ଼ିଶା ତାଜା ନ୍ୟୁଜ୍) ନି: ପ୍ର :- ଅଗଷ୍ଟ ୩୧ ତାରିଖ ଅବସରରେ ରଣପୁର ଏନ୍ ଏ ସି ରେ ନିଖିଳ ଭାରତ ସ୍ବାୟତ୍ତ ଶାସନ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ସକାଳୁ ସକାଳୁ ସାମୁହିକ ହରିଧ୍ବନି କରାଯାଇଥିବା ବେଳେ ଜାତୀୟ ପତାକା ଉତ୍ତୋଳନ କରି ଏନଏସି ଅଧ୍ୟକ୍ଷା ଶ୍ରୀମତୀ ରଙ୍ଗୀନ୍ ମହାନ୍ତି ଙ୍କ ଦ୍ଵାରା ସହିଦ୍ ରଘୁ, ଦିବାକର ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରାଯାଇଥିଲା ।ଉକ୍ତ କାର୍ଯ୍ୟକ୍ରମରେ ରଣପୁର ଏନ୍ଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ସାମନ୍ତ ବିଶ୍ବମ୍ବର ମହାପାତ୍ର , ଏନଏସି ଅଧ୍ୟକ୍ଷା ଶ୍ରୀମତୀ ରଙ୍ଗୀନ୍ ମହାନ୍ତି ଙ୍କ ସହିତ ଏନଏସିର ଅନ୍ୟ ଅଧିକାରୀ ବୃନ୍ଦ , ସମାଜସେବୀ ସ୍ଵରାଜ ମହାନ୍ତି ଏବଂ କିଛି କାଉନସିଲର ମାନେ ଯୋଗ ଦେଇଥିଲେ । ପରେ ପରେ ରଣପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଠାରେ ଫଳ ବଣ୍ଟନ କରାଯାଇଥିଲା ।ରଣପୁରର ଶ୍ରୀ ଜଗନ୍ନାଥ ମନ୍ଦିର ଠାରୁ ଏକ ସ୍ୱଚ୍ଛତା ରାଲି ବାହାରି ଏନ୍ଏସି କାର୍ଯ୍ୟାଳୟ ନିକଟରେ ପହଞ୍ଚିଥିଲା । ସଭାରେ ମୁଖ୍ୟ ଅତିଥି ରୂପେ ସ୍ଥାନୀୟ ବିଧାୟିକା ତଥା ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଏବଂ ଉପରୋକ୍ତ ଅଧିକାରୀ ଙ୍କ ଯୋଗଦାନରେ ସ୍ବାୟତ ଶାସନ ଦିବସ ଓ ବ୍ୟବସ୍ଥା ଉପରେ ପୁଂଖାନୁପୁଂଖ ଭାବରେ ଆଲୋଚନା କରାଯାଇଥିଲା ।ଏବଂ ପୂର୍ବାହ୍ନରେ ଏନ୍ଏସି ପରିସରରେ ଆୟୋଜିତ ସାଧାରଣ ସଭାରେ ଓଡିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ସୁଶ୍ରୀ ନୟାଗଡ ଜିଲ୍ଲାର ଝିଅ ବର୍ଣ୍ଣାଳୀ ହୋତାଙ୍କୁ ବାଚସ୍ପତିଙ୍କ ଦ୍ୱାରା ସମ୍ବର୍ଦ୍ଧନା ଦିଆଯାଇଥିଲା । ବିଭିନ୍ନ ପ୍ରତିଯୋଗିତା ଗୁଡିକରେ ସଫଳତା ହାସଲ କରି ୧୯ ଟି ମେଡାଲ୍ ପାଇଥିବା ରଣପୁର ଚାରିଅଟ୍ ପବ୍ଳିକ୍ ସ୍କୁଲ୍ ର ଛାତ୍ର ଛାତ୍ରୀଙ୍କୁ ସ୍ବାୟତଶାସନ ଦିବସ ସମାରୋହରେ ପୁରସ୍କାର ବଣ୍ଟନ କରାଯାଇଥିଲା ।‘ ମାଟି ପାଇଁ “ମା” ଟିଏ ‘ ର ସ୍ଲୋଗାନ ସହିତ ବାଚସ୍ପତିଙ୍କ କର କମଳରେ ବୃକ୍ଷ ରୋପଣ କରାଯାଇଥିଲା । ଅଧ୍ୟକ୍ଷା ଓ ପ୍ରଶାସନିକ ଅଧିକାରୀଙ୍କ ଦ୍ଵାରା ବୃକ୍ଷ ରୋପଣ କରାଯାଇ ବୃକ୍ଷ ରୋପଣ ନିମନ୍ତେ ଜନସାଧାରଣ ଙ୍କୁ ଜାଗୃତ କରାଯାଇଥିଲା । ଏନ୍ଏସି ପକ୍ଷରୁ ନିଖିଳ ଭାରତ ସ୍ବାୟତ୍ତ ଶାସନ ଦିବସ ଉପଲକ୍ଷେ ଏକ ସଚେତନ ବାର୍ତ୍ତା ଜାରି କରାଯାଇଥିଲାଯେଉଁଥିରେ ରଣପୁରର ଜନ ସାଧାରଣଙ୍କୁ ତାଙ୍କ ସହରକୁ ସ୍ୱଚ୍ଛ ସୁନ୍ଦର ଭାବରେ ଗଢି ତୋଳିବାର ସହଯୋଗ କାମନା କରିବା ସହିତ ସାଧାରଣ ଜନତା ଙ୍କୁ ସତର୍କ ଓ ସଚେତନ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ , ଜ୍ଞାନରଞ୍ଜନ ପାଢୀ , ଆଲୋକ ଶତପଥୀ , ସରୋଜ କୁମାର ମହାନ୍ତି ,ବାଉରୀ ବନ୍ଧୁ ପଣ୍ଡା , ଶିବ ପ୍ରସାଦ ଦେବ ,ଜ୍ୟୋତିରଞ୍ଜନ ପଟ୍ଟନାୟକ ,ଦେବକି ନନ୍ଦନ ସାହୁ , ସୁଶ୍ରୀ ମିଶ୍ର ,ଅନିତା ବଳିଆରସିଙ୍ଘ , ଶ୍ରଦ୍ଧାଞ୍ଜଳି ନାୟକ , କୁମାର ସୁଜିତ , ଶୁଭମ ମହାପାତ୍ର ପ୍ରମୁଖ ଏନଏସି କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ । ବର୍ଣ୍ଣାଳୀ ହୋତା ଙ୍କ କଣ୍ଠ ରୁ “ ଉଠ କଙ୍କାଳ “ ସଙ୍ଗୀତ ଗାନ କରି ସମସ୍ତ ଦର୍ଶକଙ୍କ ମନ ମୋହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
New Delhi hosts 3rd World Peace Conclave

ନୂଆଦିଲ୍ଲୀରେ ତୃତୀୟ ବିଶ୍ୱ ଶାନ୍ତି ସମ୍ମିଳନୀ ଆୟୋଜିତ

September 28, 2026
New Delhi hosts 3rd World Peace Conclave

New Delhi hosts 3rd World Peace Conclave

September 28, 2026
କବିରାଜ ଙ୍କ ଘର ନାହିଁ, ବଢ଼ିଲାନି ଭତ୍ତା : ପ୍ରତିଶ୍ରୁତିରେ ଅଟକିଛି ସରକାରୀ ସହାୟତା

କବିରାଜ ଙ୍କ ଘର ନାହିଁ, ବଢ଼ିଲାନି ଭତ୍ତା : ପ୍ରତିଶ୍ରୁତିରେ ଅଟକିଛି ସରକାରୀ ସହାୟତା

September 28, 2026
ରୋଗୀ’ ନୁହେଁ, ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ଗଞ୍ଜେଇ : ଆମ୍ବୁଲାନ୍ସ, କାର୍‌ ଓ ପିକ୍‌ଅପ୍‌ ଭ୍ୟାନ୍‌ ଜବତ, ୬ ଗିରଫ

ରୋଗୀ’ ନୁହେଁ, ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ଗଞ୍ଜେଇ : ଆମ୍ବୁଲାନ୍ସ, କାର୍‌ ଓ ପିକ୍‌ଅପ୍‌ ଭ୍ୟାନ୍‌ ଜବତ, ୬ ଗିରଫ

September 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

New Delhi hosts 3rd World Peace Conclave

ନୂଆଦିଲ୍ଲୀରେ ତୃତୀୟ ବିଶ୍ୱ ଶାନ୍ତି ସମ୍ମିଳନୀ ଆୟୋଜିତ

September 28, 2026
New Delhi hosts 3rd World Peace Conclave

New Delhi hosts 3rd World Peace Conclave

September 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version