• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ବାଘ ଛାଲ ଜବତ ଘଟଣା : ୨ ଶିକାରୀଙ୍କୁ ବାନ୍ଧିଲା ବନ ବିଭାଗ – ୨ ବାଘ ଦାନ୍ତ ଜବତ

Proprietor Abhimanyu Maharana by Proprietor Abhimanyu Maharana
September 3, 2025
in ଅପରାଧ, ଓଡ଼ିଶା, ଗଜପତି, ହୋମ୍
0
ବାଘ ଛାଲ ଜବତ ଘଟଣା : ୨ ଶିକାରୀଙ୍କୁ ବାନ୍ଧିଲା ବନ ବିଭାଗ  – ୨ ବାଘ ଦାନ୍ତ ଜବତ
Share on FacebookShare on TwitterWhatsapp

ଆର,ଉଦୟଗିରି (ଓଡ଼ିଶା ତାଜା ନ୍ୟୁଜ୍) ନି:ପ୍ର :- ଗଜପତି ଜିଲା ମୋହନା ଗୋଛାଗୁଡାରେ ଚଢ଼ାଉ କରି ୨ ଜଣ ଶିକାରୀଙ୍କୁ ଗିରଫ କରିଛି ବନ ବିଭାଗ l ଗିରଫମାନେ ହେଲେ ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ଗୋଛାଗୁଡା ଗାଁର ଲୁଲୁ ମଲିକ, ସହଦେ ମଲିକ l ସେମାନଙ୍କ ଠାରୁ ୨ ଟି ବାଘ ଦାନ୍ତ, ଗୋଟିଏ ଧନୁ ତୀର, ୪ ଟି ଫାଶ ଜବତ କରିଛି ବନ ବିଭାଗ । ଗତ କିଛି ଦିନ ତଳେ ଗଞ୍ଜାମ ଜିଲା ଭଞ୍ଜନଗର ବନ ବିଭାଗ ବାଘ ଛାଲ ସହ ଗୋଛାଗୁଡା ଗାଁର ଚିତ୍ର ମଲିକକୁ ଗିରଫ କରିଥିଲା l ଏହି ଘଟଣାର ତଦନ୍ତ କରି ଗିରଫ ହୋଇଥିବା ଚିତ୍ରଙ୍କ ପୁଅ ସହଦେ ଓ ତାଙ୍କ ସହଯୋଗୀ ଲୁଲୁଙ୍କୁ ଗିରଫ କରାଯାଇଥିବା ପାରଳାଖେମୁଣ୍ଡି ଏସିଏଫ ସାଇନିଶ୍ରୀ ଦାସ ସୂଚନା ଦେଇଛନ୍ତି ।

ବନ ବିଭାଗ ପକ୍ଷରୁ ମିଳିଥିବା ସୂଚନା ପ୍ରକାରେ, ଅଭିଯୁକ୍ତମାନେ ଗୋଛାଗୁଡା ଗାଁ ନିକଟରୁ କଲରା ପତରିଆ ବାଘ ଶିକାର କରି ଭଞ୍ଜନଗର ଅଞ୍ଚଳରେ ଛାଲ ଓ ଦାନ୍ତ ବିକ୍ରି କରୁଥିଲେ l ତେବେ ଗତ କିଛି ଦିନ ତଳେ ବାଘ ଛାଲ ସହ ଗୋଛାଗୁଡା ଗାଁର ଚିତ୍ର ମଲିକକୁ ଗିରଫ କରିଥିଲା ଭଞ୍ଜନଗର ବନ ବିଭାଗ l ଏହି ବାଘ ଛାଲ ଜବତ ଘଟଣାର ତଦନ୍ତ କରୁଥିଲା ଭଞ୍ଜନଗର ବନ ବିଭାଗ l
ତେବେ ଗିରଫ ଚିତ୍ରଙ୍କ ସୂଚନା ଆଧାରରେ ସୋମବାର ପାରଳାଖେମୁଣ୍ଡି ଏସିଏଫ ସାଇନିଶ୍ରୀ ଦାସ, ଭଞ୍ଜନଗର ଏସିଏଫ ବିମଳ ପ୍ରଧାନ ଙ୍କ ନେତୃତ୍ୱରେ ଗୋଛାଗୁଡା ଗାଁରେ ଚଢ଼ାଉ କରିଥିଲା ବନ ବିଭାଗ l ଚଢ଼ାଉ ପରେ ଚିତ୍ର ମଲିକ ଙ୍କ ପୁଅ ସହଦେ ଙ୍କ ଘରୁ ୨ ଟି ବାଘଦlନ୍ତ, ଗୋଟିଏ ଧନୁ ତୀର ଓ ୪ ଟି ଫାଶ ଜବତ କରିଥିଲେ l ଏଥିସହ ସହଦେ ଓ ତାଙ୍କ ସହଯୋଗୀ ଲୁଲୁ ଙ୍କୁ ଗିରଫ କରାଯାଇଛି ବୋଲି ପାରଳାଖେମୁଣ୍ଡି ଏସିଏଫ କହିଛନ୍ତି l

ଗିରଫ ଅଭିଯୁକ୍ତମାନଙ୍କୁ ଭଞ୍ଜନଗର ବନ ବିଭାଗକୁ ହସ୍ତାନ୍ତର କରାଯାଇଛି l ଏହି ଚଢ଼ାଉ ରେ ପାରଳାଖେମୁଣ୍ଡି ଏସିଏଫ, ଭଞ୍ଜନଗର ଏସିଏଫ, ମୋହନା ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀ ପ୍ରସାଦ ବିଷୋୟୀ, ଚନ୍ଦ୍ରଗିରି ବନାଞ୍ଚଳ ଅଧିକାରୀ ବିନୟ ପ୍ରକାଶ ବୁରୁ,ଭୀଷ୍ମଗିରି ବନପାଳ ଦେବାଶିଷ ଶତପଥୀ, ପୋଡାମାରି ବନପାଳ ସୁନୀଲ ମଣ୍ଡଳ, ଭଞ୍ଜନଗର ବନପାଳ ଅନୁପ ବିଷୋୟୀ, ବନରଖି ଜୀବନ ତ୍ରିପାଠୀ, ସୁଶାନ୍ତ ଶେଖର ମିଶ୍ର, କ୍ଷେତ୍ରବାସୀ ମହାଙ୍କୁଡ, ବସନ୍ତ ସାହୁ ଓ ବନ୍ଧ୍ୟା ଗମାଙ୍ଗଙ୍କ ସମେତ ବନ କର୍ମଚାରୀ ସାମିଲ ଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

March 15, 2026
ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

March 14, 2026
ଦନ୍ତା ହାତୀ ହାବୁଡ଼ରେ ପଡି ୩ ଯୁବକ ଙ୍କ ମୃତ୍ୟୁ : ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ପାଇଁ ଦାବୀ

ଦନ୍ତା ହାତୀ ହାବୁଡ଼ରେ ପଡି ୩ ଯୁବକ ଙ୍କ ମୃତ୍ୟୁ : ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ପାଇଁ ଦାବୀ

March 14, 2026
ୱାର୍ଡ ମେମ୍ବରଙ୍କ ମାନବିକତା, ଦୁସ୍ଥ କବିଙ୍କୁ ସାହାଯ୍ୟ

ୱାର୍ଡ ମେମ୍ବରଙ୍କ ମାନବିକତା, ଦୁସ୍ଥ କବିଙ୍କୁ ସାହାଯ୍ୟ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

March 15, 2026
ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version