• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଡାବର ଚୱନପ୍ରାଶ ପକ୍ଷରୁ ଜୟଦେବ ବିହାରସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ସ୍ୱତନ୍ତ୍ର ଅଧିବେଶନ ଆୟୋଜିତ

Proprietor Abhimanyu Maharana by Proprietor Abhimanyu Maharana
September 3, 2025
in ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ମହାନଗର, ହୋମ୍
0
ଡାବର ଚୱନପ୍ରାଶ ପକ୍ଷରୁ ଜୟଦେବ ବିହାରସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ସ୍ୱତନ୍ତ୍ର ଅଧିବେଶନ ଆୟୋଜିତ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) ନି:ପ୍ର :- ମୌସୁମୀ ଋତୁ ସମୟରେ ରୋଗ ପ୍ରତିରୋଧକ ଶକ୍ତିର ମହତ୍ୱ ସମ୍ପର୍କରେ ସଚେତନା ବୃଦ୍ଧି କରିବା ପାଇଁ ଡାବର ଚୱନପ୍ରାଶ ପକ୍ଷରୁ ଭୁବନେଶ୍ୱରର ଜୟଦେବ ବିହାରସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରଛାତ୍ରୀଙ୍କ ସହିତ ଏକ ସ୍ୱତନ୍ତ୍ର ଅଧିବେଶନର ଆୟୋଜନ କରାଯାଇଛି । ଡାବର ଚୱନପ୍ରାଶର ମୁଖ୍ୟ ଉପାଦାନ ହେଉଛି ଅଁଳା (ଇଣ୍ଡିଆନ ଗୁସ୍‌ବେରୀ) ଯାହା ଏହାର ରୋଗ ପ୍ରତିରୋଧକ ଶକ୍ତି ନିର୍ମାଣକାରୀ ଗୁଣ ପାଇଁ ସୁପରିଚିତ ଅଟେ ।ଅନ୍ୟ ସାମଗ୍ରୀଗୁଡିକ ମଧ୍ୟରେ ଗୁଡୁଚି, ପିପ୍ପଳୀ, କଂଟାକାରି, କାକଡାସିଙ୍ଗୀ, ଭୁମ୍ୟାମାଲାକି, ବାସାକା, ପୁଷ୍କରମୂଳ, ପ୍ରିସ୍‌ନିପାରନି, ଶାଲପାରନି ଇତ୍ୟାଦି, ଯାହା  ସାଧାରଣ ସଂକ୍ରମଣ ଓ ଶ୍ୱାସନଳୀର ଆଲର୍ଜିକୁ ଦୂର କରିବାରେ ସାହାଯ୍ୟ କରିଥାଏ । ଏହି ସାମଗ୍ରୀଗୁଡିକର ଏକ ମିଶ୍ରଣ ଚୱନପ୍ରାଶକୁ ମୌସୁମୀ ଋତୁରେ ଉତମ ସ୍ୱାସ୍ଥ୍ୟ ପାଇଁ ରୋଗ ପ୍ରତିରୋଧକ ଶକ୍ତି ପ୍ରଦାନ କରିବା ଲାଗି ଜଡିବୁଟିଗୁଡିକର ଏକ ଉପଯୁକ୍ତ ମିଶ୍ରଣ କରିଥାଏ ।

ଏସମ୍ପର୍କରେ ଡକ୍ଟର ପ୍ରସନଜିତ କହିଛନ୍ତି, “ଚୱନପ୍ରାଶ ଏକ ସୁପରିଚିତ ଆୟୁର୍ବେଦିକ ପଦ୍ଧତି ଅଟେ, ଯାହାକୁ ଅନେକ ଦଶନ୍ଧି ହେବ ରୋଗ ପ୍ରତିରୋଧକ ଶକ୍ତି ବଢାଇବା ଓ ସଂକ୍ରମଣ ବିରୋଧରେ  ପ୍ରତିରୋଧ ପ୍ରଦାନ କରିବା ପାଇଁ ବ୍ୟବହାର କରାଯାଇଆସୁଛି । ଏକ ପ୍ରାଚୀନ ପଦ୍ଧତି ଉପରେ ଆଧାରିତ ଡାବର ଚୱନପ୍ରାଶ ହେଉଛି ଏକ ଆୟୁର୍ବେଦିକ ସପ୍ଲିମେଂଟ, ଯାହାକୁ ବିଭିନ୍ନ ହର୍ବ ଓ ମିନେରାଲ ସହିତ ପ୍ରସ୍ତୁତ କରାଯାଇଛି । ଡାବର ଚୱନପ୍ରାଶ ଏହାର ଇମ୍ୟୁନୋମଡ୍ୟୁଲେଟୋରୀ ପ୍ରଭାବ ମାଧ୍ୟମରେ ବିଭିନ୍ନ ପ୍ରକାରର ରୋଗକୁ ପ୍ରତିରୋଧ କରିବାରେ ସାହାଯ୍ୟ କରିଥାଏ ।

ଡାବର ପକ୍ଷରୁ  ବିଭିନ୍ନ କ୍ଲିନିକାଲ ଓ ପ୍ରିକ୍ଲିନିକାଲ ଷ୍ଟଡିର ପରିଚାଳନା କରାଯାଇଛି ଯାହା ରୋଗ ପ୍ରତିରୋଧକ ଶକ୍ତି, ଋତୁକାଳିନ ପ୍ରଭାବ, ଶ୍ୱାସନଳୀରେ ଆଲର୍ଜି ଓ ସଂକ୍ରମଣ ଆଦି ଉପରେ ଚୱନପ୍ରାଶର ଉପକାରୀ ପ୍ରଭାବକୁ ନିଶ୍ଚିତ କରିଛି । ଡାବର ଚୱନପ୍ରାଶ ଜୀବାଣୁ ବିରୋଧରେ ଲଢିବାରେ ସାହାଯ୍ୟ କରୁଥିବା  ଡେଂଟ୍ରିକ ସେଲ, ଏନକେ ସେଲ ଓ ମାକ୍ରୋଫେଜଗୁଡିକୁ ସକ୍ରିୟ କରିବାରେ ସହଯୋଗ କରିଥାଏ ।”

ଏହି ଅବସରରେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ଶ୍ରୀ ପୂର୍ଣ୍ଣଚନ୍ଦ୍ର ଓଝା କହିଛନ୍ତି, “ଚୱନପ୍ରାଶ  ତ୍ରିଦୋଷ ‘ବାତ, ପିତ ଓ କଫ’କୁ ସନ୍ତୁଳିତ ରଖିବାରେ ସାହାଯ୍ୟ କରିଥାଏ, ଯାହା ପ୍ରାଚୀନ ଆୟୁର୍ବେଦିକ ଶାସ୍ତ୍ରରେ ମଧ୍ୟ ଉଲ୍ଲେଖ ରହିଛି । ତେଣୁ ଏହାକୁ ଦୈନନ୍ଦିନ ଆହାରରେ ସାମିଲ କରିବା ଆବଶ୍ୟକ । ” ଏସମ୍ପର୍କରେ ଡାବର ଇଣ୍ଡିଆ ଲିମିଟେଡର ହେଲ୍‌ଥ ସପ୍ଲିମେଂଟ୍‌ସ ବିଭାଗର ମାର୍କେଟିଂ ହେଡ ଅମିତ ଗର୍ଗ କହିଛନ୍ତି, “ଆୟୁର୍ବେଦର ସମୃଦ୍ଧ ଐତିହ୍ୟ ଓ ପ୍ରକୃତିର ଗଭୀର ଜ୍ଞାନ ସହିତ ଡାବର ସବୁବେଳେ ପ୍ରମାଣିତ ଆୟୁର୍ବେଦ ପୁସ୍ତକ/ଗ୍ରନ୍ଥ ମାଧ୍ୟମରେ ସମସ୍ତଙ୍କ ପାଇଁ ସୁରକ୍ଷିତ, ମୂଲ୍ୟ ସାପେକ୍ଷ ଓ ପ୍ରଭାବୀ ସ୍ୱାସ୍ଥ୍ୟ ଯତ୍ନ ଉପରେ ଗୁରୁତ୍ୱ ଦେଇଆସୁଛି ।

ଆମର ଉତ୍ପାଦ ମାଧ୍ୟମରେ ଆମେ ବର୍ତମାନ ଭାରତରେ ବିଭିନ୍ନ ପ୍ରକାରର ରୋଗଗୁଡିକର ମୁକାବିଲା କରିବା ପାଇଁ ପ୍ରୟାସ କରୁଛୁ । ଭାରତରେ  ଲୋକମାନେ ହର୍ବାଲ ଓ ବଟାନିକାଲ ଏକ୍ସଟ୍ରାକ୍ଟକୁ ସେଗୁଡିକର ପ୍ରାକୃତିକ ଉପାଦାନ କାରଣରୁ ଔଷଧ ରୂପେ ବ୍ୟବହାର କରିବାକୁ ପସନ୍ଦ କରିଥାନ୍ତି । ଡାବର ଚୱନପ୍ରାଶ ହେଉଛି ଏକ ଫର୍ମୁଲେଶନ ଯାହାକୁ ଆୟୁର୍ବେଦର ପ୍ରାଚୀନ ଭାରତୀୟ ଜ୍ଞାନ ଓ ଆଧୁନିକ ବିଜ୍ଞାନ ସହିତ ପ୍ରସ୍ତୁତ କରାଯାଇଛି । ଏହି ଉତ୍ପାଦ ନିଜକୁ ଦୈନନ୍ଦିନ ସଂକ୍ରମଣରୁ ସୁରକ୍ଷିତ ରଖିବା ପାଇଁ ଏକ ଉପଯୁକ୍ତ ମାଧ୍ୟମ ଅଟେ ।”

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

June 16, 2026
ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

June 16, 2026
ପ୍ରଗତି ମହିଳା ସଙ୍ଗଠନ ଆନୁକୂଲ୍ୟରେ ରଜ ଉତ୍ସବ ପାଳନ

ପ୍ରଗତି ମହିଳା ସଙ୍ଗଠନ ଆନୁକୂଲ୍ୟରେ ରଜ ଉତ୍ସବ ପାଳନ

June 16, 2026
ଗଜପତି ଜିଲ୍ଲା ରାୟଗଡ ଅଞ୍ଚଳରେ ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଦ୍ୟୁତ କାର୍ଯାଳୟ ସମ୍ମୁଖରେ ବିକ୍ଷୋଭ ଓ ଘେରାଉ

ଗଜପତି ଜିଲ୍ଲା ରାୟଗଡ ଅଞ୍ଚଳରେ ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଦ୍ୟୁତ କାର୍ଯାଳୟ ସମ୍ମୁଖରେ ବିକ୍ଷୋଭ ଓ ଘେରାଉ

June 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

June 16, 2026
ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

June 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version