• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସମ୍ବଲପୁର ପୌର ନିଗମ ନିର୍ବାଚନ ପାଇଁ ପଥ ପରିଷ୍କାର – ସଂରକ୍ଷଣ ବିଜ୍ଞପ୍ତି ରଦ୍ଦ

Proprietor Abhimanyu Maharana by Proprietor Abhimanyu Maharana
September 4, 2025
in ଓଡ଼ିଶା, ରାଜନୀତି, ସମ୍ବଲପୁର, ହୋମ୍
0
ସମ୍ବଲପୁର ପୌର ନିଗମ ନିର୍ବାଚନ ପାଇଁ ପଥ ପରିଷ୍କାର – ସଂରକ୍ଷଣ ବିଜ୍ଞପ୍ତି ରଦ୍ଦ
Share on FacebookShare on TwitterWhatsapp

କଟକ (ଓଡ଼ିଶା ତାଜା ନ୍ୟୁଜ୍) ସମ୍ବଲପୁର ନି:ପ୍ର :- ସମ୍ବଲପୁର ପୌର ନିଗମ ନିର୍ବାଚନ ପାଇଁ ବାଟ ଫିଟିଛି । ୨୦୧୫ରୁ ହାଇକୋର୍ଟରେ ବିଚାରାଧୀନ ଏ ସଂପର୍କିତ ମାମଲାର ଶୁଣାଣିରେ ଆଜି ପୂର୍ଣ୍ଣଚ୍ଛେଦ ପଡ଼ିଛି । ସଂରକ୍ଷଣ ନିୟମ ଉଲ୍ଲଂଘନ କରି ନବ ଗଠିତ ସମ୍ବଲପୁର ପୌର ନିଗମ ୱାର୍ଡ ସଂରକ୍ଷଣ ବିଜ୍ଞପ୍ତି ପ୍ରକାଶ କରାଯାଇଥିବା ଅଭିଯୋଗକୁ ହାଇକୋର୍ଟ ଗୁରୁତ୍ୱର ସହିତ ଗ୍ରହଣ କରିଛନ୍ତି । ୱାର୍ଡ ସଂରକ୍ଷଣ ସଂପର୍କିତ ବିଜ୍ଞପ୍ତିକୁ ହାଇକୋର୍ଟ ରଦ୍ଦ କରିଛନ୍ତି । ସଂରକ୍ଷଣ ୫୦ ପ୍ରତିଶତ ଭିତରେ ସୀମିତ ରଖି ତଥା ସଂରକ୍ଷଣ ନିୟମାବଳୀ ପାଳନ କରି ସମ୍ବଲପୁର ପୌର ନିଗମର ୱାର୍ଡ ସଂରକ୍ଷଣ ନେଇ ସାନି ବିଜ୍ଞପ୍ତି ୬ ସପ୍ତାହ ଭିତରେ ପ୍ରକାଶ କରିବା ପାଇଁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।ଏଥି ସହିତ ଅଜୟ କୁମାର ମହାନ୍ତିଙ୍କ ତରଫରୁ ଦାୟର ଆବେଦନର ଶୁଣାଣିରେ ହାଇକୋର୍ଟ ଅନ୍ତ ଘଟାଇଛନ୍ତି । ଜଷ୍ଟିସ ଆର.କେ.ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ଏ ସଂପର୍କିତ ମାମଲର ଶଣାଣି କରି ଏପରି ରାୟ ପ୍ରଦାନ କରିଛନ୍ତି ।ଉଲ୍ଲେଖଯୋଗ୍ୟ ଯେ ନବଗଠିତ ସମ୍ବଲପୁର ପୌର ନିଗମ ପାଇଁ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ୱାର୍ଡ ସଂରକ୍ଷଣ ନେଇ ବିଜ୍ଞପ୍ତି ଜାରି କରିଥିଲେ । ୫୦ ପ୍ରତିଶତରୁ ଅଧିକ ୱାର୍ଡ ସଂରକ୍ଷିତ ବର୍ଗଙ୍କ ପାଇଁ ରଖାଯାଇ ପ୍ରକାଶିତ ବିଜ୍ଞପ୍ତି କରାଯାଇଥିଲା ଅଭିଯୋଗ ହୋଇଥିଲା । ସଂରକ୍ଷଣ ନିୟମ ଅନୁସାରେ ୫୦ ପ୍ରତିଶତରୁ ଅଧିକ ସଂରକ୍ଷଣ ପ୍ରଦାନ କରାଯାଇ ପାରିବ ନାହିଁ ।

ଏପରି କରାଯିବା ସୁପ୍ରିମକୋର୍ଟଙ୍କ ରାୟର ଉଲ୍ଲଂଘନ ବୋଲି ଦର୍ଶାଇ ହାଇକୋର୍ଟରେ ଶ୍ରୀ ମହାନ୍ତି ମାମଲା ଦାୟର କରିଥିଲେ । ୨୦୧୫, ଏପ୍ରିଲ ୨ରେ ହାଇକୋର୍ଟ ମାମଲାର ପ୍ରାରମ୍ଭିକ ଶୁଣାଣି କରି ଏପରି ଏହି ପ୍ରସଂଗରେ ଅନ୍ତରୀଣ ଅଙ୍କୁଶ ଜାରି କରିଥିଲେ । ଏହି ମାମଲା ବିଚାରାଧୀନ ଥିବା ବେଳେ ହାଇକୋର୍ଟଙ୍କ ଅନ୍ତରୀଣ ନିର୍ଦ୍ଦେଶ ପାଇଁ ସମ୍ବଲପୁର ପୌର ନିଗମ ନିର୍ବାଚନ ହୋଇ ପାରୁ ନଥିଲା । ମାମଲାରେ ସମ୍ବଲପୁର ପୌରାଞ୍ଚଳର ପ୍ରକାଶ କୁମାର ଶତପଥୀ ଇଣ୍ଟରଭେନର ଭାବେ ପକ୍ଷଭୁକ୍ତ ହୋଇଥିଲେ ।

ଆଜି ମାମଲାର ଚୂଡାନ୍ତ ପର୍ଯ୍ୟାୟ ଶୁଣାଣି ହୋଇଥିଲା । ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ୨୦୧୩, ସେପ୍େଟମ୍ବର ୧୫ରେ ସମ୍ବଲପୁର ପୌର ନିଗମ ଗଠନ ନେଇ ବିଜ୍ଞପ୍ତି ପ୍ରକାଶ କରିଥିଲା । ହୀରାକୁଦ ଏନଏସି, ବୁର୍ଲା ଏନଏସି ଓ ୧୨ଟି ଗ୍ରାମପଞ୍ଚାୟତକୁ ନେଇ ଗଠିତ ହୋଇଥିଲା ସମ୍ବଲପୁର ମହାନଗର ନିଗମ । ଆଶା ଥିଲା ଜନପ୍ରତିନିଧି ଆସିବେ ଆଉ ଲୋକଙ୍କ ସମସ୍ୟାର ସମାଧାନ ହେବ । ସମ୍ବଲପୁର ପୌରାଞ୍ଚଳର ବାସିନ୍ଦା ମୌଳିକ ସୁବିଧା ପାଇବେ । କିନ୍ତୁ ପୌର ନିଗମର ନବ ଗଠିତ ୱାର୍ଡ ଗୁଡ଼ିକକୁ ନେଇ ପ୍ରକାଶିତ ସଂରକ୍ଷଣ ବିଜ୍ଞପ୍ତିକୁ ନେଇ ବିବାଦ ଦେଖା ଦେଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version