• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମହାପୁରୁଷ ମହମ୍ମଦ ଙ୍କ ଜନ୍ମଦିନ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
September 6, 2025
in ଓଡ଼ିଶା, ଜଗତସିଂହପୁର, ହୋମ୍
0
ମହାପୁରୁଷ ମହମ୍ମଦ ଙ୍କ ଜନ୍ମଦିନ ପାଳିତ
Share on FacebookShare on TwitterWhatsapp

ଜଗତସିଂହପୁର (ଓଡ଼ିଶା ତାଜା ନ୍ୟୁଜ୍) ନି:ପ୍ର :-  ଶୁକ୍ରବାର ବିରିଡି ବ୍ଲକର ସମସ୍ତ ମୁସଲମାନ ବସ୍ତିରେ ମହମ୍ମଦ ଙ୍କର 1500ତମ ଜନ୍ମଦିନ ପାଳନ ହୋଇଯାଇଛି l ଏହି ଅବସରରେ ମୁସଲମାନ ଭାଇମାନେ ନିଜ ନିଜ ବସ୍ତିରୁ ଏକ ଶୋଭାଯାତ୍ରା ଆରମ୍ଭ କରି ଦୁନିଆର ଶାନ୍ତି ଓ ମୈତ୍ରୀ ର ପ୍ରତୀକ ମହମ୍ମଦ ଙ୍କ ବାଣୀ ପ୍ରଚାର କରିଥିଲେ l ମହମ୍ମଦ ହେଉଛନ୍ତି ମୁସଲମାନଂକର ଶେଷ ଵା ଆଖରୀ ନବୀ ଯାହାଙ୍କ ଉପରେ ପବିତ୍ର କୁରାନ ନାଜିଲ ହୋଇଥିଲା  l

ଯାହାକୁ ସାରା ପୃଥିବୀରେ ମାନିଆସୁଛନ୍ତି ଓ କୋରାନରେ ଲେଖାଥିବା ବାଣୀକୁ ପାଳନ କରି ଆସୁଛନ୍ତି ବୋଲି ଆୟୁବ ସାହା କହିଛନ୍ତି l ଏହି ଜନ୍ମ ଦିନ ଅବସରରେ ସବୁ ମୁସଲମାନ ବସ୍ତିରେ ବୃଦ୍ଧ ଯୁବକ ଓ ପିଲାମାନେ ମହମ୍ମଦ ଙ୍କ ଝଣ୍ଡା ଧରି ଗାଁ କୁ ଗାଁ ବୁଲି ମହମ୍ମଦ ଦେଇଥିବା ବାଣୀକୁ ପ୍ରଚାର କରିଥିଲେ l

ଶେଷରେ ଆଲ୍ଲା ଓ ରଶିଲଙ୍କ ନିକଟରେ ଦେଶରେ ଅଖଣ୍ଡତା ଓ ଭାଇଚାରା ରଖ୍ୟା ନିମନ୍ତେ ପ୍ରାର୍ଥନା କରିଥିଲେ ମହମ୍ମଦ ଙ୍କ ଜନ୍ମଦିନ ଖୁସିରେ ପରସ୍ପରକୁ ମିଠାଇ ଖୁଆଇ ଥିଲେ l ଏହି ଅବସରରେ ଜଗତସିଂହପୁର ଜିଲ୍ଲା ସଂଖ୍ୟାଲଘୁ ସେଲ୍ଲର ସଭାପତି ମୀର ଆଜମୀର ଅଲ୍ଲୀ ସମସ୍ତ ମୁସଲମାନ ଭାଇ ମାନଙ୍କୁ ସୂବେଛା ଜଣାଇଛନ୍ତି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

June 17, 2026
ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

June 17, 2026
ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 17, 2026
ଭାଗିରଥୀ ହାଇସ୍କୁଲ ପକ୍ଷରୁ ସଚେତନତା ନେଇ ସାଇକେଲ ରାଲି ଗ୍ରାମ ପରିକ୍ରମା କଲା

ଭାଗିରଥୀ ହାଇସ୍କୁଲ ପକ୍ଷରୁ ସଚେତନତା ନେଇ ସାଇକେଲ ରାଲି ଗ୍ରାମ ପରିକ୍ରମା କଲା

June 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

June 17, 2026
ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

June 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version