ଓଡ଼ିଶା ତାଜା ନ୍ୟୁଜ (୧୧ ସେପ୍ଟେମ୍ବର ଶୁକ୍ରବାର) ଭୁବନେଶ୍ୱର :- ଭୁବନେଶ୍ବର,ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ କରୋନା ପଜିଟିଭ । ଏ ନେଇ ନିଜେ ମନ୍ତ୍ରୀ ଟୁକୁନି ସାହୁ ଶୁକ୍ରବାର ଟ୍ବିଟ କରି ସୂଚନା ଦେଇଛନ୍ତି । ସେ ଆକ୍ରାନ୍ତ ହେବା ପରେ ଘରୋଇ ସଂଗରୋଧରେ ଅଛନ୍ତି । ତାଙ୍କ ସଂସ୍ପର୍ଶରେ ଆଶିଥିବା ଲୋକଙ୍କୁ ଟେଷ୍ଟ କରାଇ ନେବାକୁ ସେ ପରାମର୍ଶ ଦେଇଛନ୍ତି ।














