• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ଗୁରୁ ଦିବସ ପାଳନ କଲା ରୋଟାରୀ କ୍ଳବ୍, ନୟାଗଡ଼ : ଶିଷ୍ଯମାନଙ୍କ ସଫଳତା ହିଁ ଗୁରୁଙ୍କ ପରିଚୟ

Proprietor Abhimanyu Maharana by Proprietor Abhimanyu Maharana
September 7, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ଗୁରୁ ଦିବସ ପାଳନ କଲା ରୋଟାରୀ କ୍ଳବ୍, ନୟାଗଡ଼ : ଶିଷ୍ଯମାନଙ୍କ ସଫଳତା ହିଁ ଗୁରୁଙ୍କ ପରିଚୟ
Share on FacebookShare on TwitterWhatsapp

ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) ନି:ପ୍ର :-  ସ୍ଥାନୀୟ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ରୋଟାରୀ କ୍ଳବ୍ ନୟାଗଡ଼ ତରଫରୁ ଗୁରୁଦିବସ ମହାସମାରୋହରେ  ପାଳନ ହୋଇ ଯାଇଛି । ବିଦ୍ଯାଳୟର ସଂପାଦକ ସମାଜସେବୀ ଶ୍ରୀଧର ସାହୁଙ୍କ ସଂଯୋଜନାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ବେଳେ ରୋଟାରୀ କ୍ଳବ୍ ନୟାଗଡ଼ର ସଭାପତି ବସିରନ୍ ବିବି ସଭାରେ ସଭାପତିତ୍ୱ କରିଥିଲେ ।

ଏହି ଗୁରୁ ପୂଜନ ସମାରୋହରେ ମୁଖ୍ଯ ଅତିଥି ଭାବେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗଦେଇ ସଭାମଞ୍ଚରେ ସ୍ଥାପିତ ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣଙ୍କ ପ୍ରତିଛବିରେ ପୁଷ୍ପ ମାଲ୍ୟାର୍ପଣ କରି ଧୂପଦୀପ ପ୍ରଦାନ କରିଥିଲେ । ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ଏକ ନିଆରା ଢଙ୍ଗରେ ଗୁରୁ ପୂଜନ ଦେଖି ମୁଖ୍ଯ ଅତିଥି ବିମୋହିତ ହୋଇଥିଲେ ।

ଏବଂ ଶିଷ୍ଯମାନଙ୍କର ସଫଳତା ହେଉଛି ଗୁରୁଙ୍କ ପରିଚୟ ବୋଲି କହିଥିଲେ । ଛାତ୍ରଛାତ୍ରୀ ମାନେ ଗୋଟିଏ ଗୋଟିଏ ଥାଳିରେ ଧୂପ ଦୀପ ଚନ୍ଦନ ତିଳକ ନେଇ “ହେ ଗୁରୁ ତୁମେ ମଙ୍ଗଳମୟ” ସଂଗୀତ ଗାନ କରି ଗୁରୁ ପୂଜନ କରିବା ସହିତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ ।

ରୋଟାରୀ କ୍ଳବ୍ ତରଫରୁ ବିଦ୍ଯାଳୟରେ କାର୍ଯ୍ଯରତ ସମସ୍ତ ସେବାବ୍ରତୀ ଆଚାର୍ଯ୍ୟ ଆଚାର୍ଯ୍ୟା ମାନଙ୍କୁ ଅଭିନନ୍ଦନିକା ପ୍ରଦାନ ପୂର୍ବକ ସମ୍ମାନିତ କରାଯାଇଥିଲା । ଏହି ଭବ୍ଯ ଓ ଦିବ୍ଯ କାର୍ଯ୍ୟକ୍ରମରେ ରୋଟାରୀ କ୍ଳବ୍ ର ବରିଷ୍ଠ ସଦସ୍ଯ ପ୍ରକାଶ ଚନ୍ଦ୍ର ପଟ୍ଟନାୟକ,ଜି ରଶ୍ମିରାଜ,ଧୀରେନ୍ଦ୍ର କୁମାର ପଟ୍ଟନାୟକ, ମଦନମୋହନ ମହାପାତ୍ର, ସନ୍ତୋଷ କୁମାର ନାୟକ,

ବାସୁଦେବ ସାହୁ,ଆଇନଜୀବୀ ଦେବାଶିଷ ପଟ୍ଟନାୟକ,ଲକ୍ଷ୍ମୀନାରାୟଣ ରଥ, ଶ୍ରୀକୁମର ରଥ, ଅବସରପ୍ରାପ୍ତ ଇଂରାଜୀ ଶିକ୍ଷକ ରାମଚନ୍ଦ୍ର ମହାପାତ୍ର ଯୋଗଦେଇ ଉପସ୍ଥିତ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଛାତ୍ରଛାତ୍ରୀ ମାନଙ୍କୁ ଗୁରୁପୂଜାର ତାପ୍ତର୍ଯ୍ଯ ବିଷୟରେ ବର୍ଣ୍ଣନା କରିବା ସହିତ “ଶିକ୍ଷକ ମାନେ ଯୁଗ ନିର୍ମାତା ଓ ଛାତ୍ର ମାନେ ରାଷ୍ଟ୍ର ଭାଗ୍ଯ ବିଧାତା” ବୋଲି ଆଲୋଚନା କରିଥିଲେ ।

ଉପସ୍ଥିତ ସମସ୍ତ ଗୁରୁଜୀ ଗୁରୁମା ମାନେ ଛାତ୍ରଛାତ୍ରୀ ମାନଙ୍କୁ ଆଶୀର୍ବାଦ କରି ସେମାନଙ୍କର ଉଜ୍ଜ୍ବଳ ଭବିଷ୍ଯତ କାମନା କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ଯାଳୟର ସମସ୍ତ ଗୁରୁଜୀ ଗୁରୁମା ସହଯୋଗ କରିଥିଲେ । ପରିଶେଷରେ ରୋଟାରୀ କ୍ଳବ୍ ସଂପାଦକ ଅବିନାଶ ସାହୁ ଧନ୍ଯବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version