• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଏ.ଜି ମିଶନ୍ ବିଦ୍ୟାଳୟରେ ଗୁରୁଦିବସ ଉପଲକ୍ଷେ ରକ୍ତ ଦାନ ଶିବିର ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
September 7, 2025
in ଓଡ଼ିଶା, ଖୋର୍ଦ୍ଧା, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଏ.ଜି ମିଶନ୍ ବିଦ୍ୟାଳୟରେ ଗୁରୁଦିବସ ଉପଲକ୍ଷେ ରକ୍ତ ଦାନ ଶିବିର ଅନୁଷ୍ଠିତ
Share on FacebookShare on TwitterWhatsapp

ଚାନ୍ଦପୁର (ଓଡ଼ିଶା ତାଜା ନ୍ୟୁଜ୍) ନି:ପ୍ର :-  ଭାରତର ଦ୍ବିତୀୟ ରାଷ୍ଟ୍ରପତି ସାର ସର୍ବପଲ୍ଲୀ ରାଧାକ୍ରୀଷ୍ଠାନ୍‌ଙ୍କ ଜନ୍ମଦିବସ ଅବସରରେ ପବିତ୍ର ଗୁରୁଦିବସ ଉପଲକ୍ଷେ ଏ.ଜି. ମିଶନ୍ ବିଦ୍ୟାଳୟ,ଚାନ୍ଦପୁର ଶିକ୍ଷକମାନଙ୍କର ଉତ୍ସବକୁ ଆଡମ୍ବର ସହିତ ପାଳନ କରିଥିବାବେଳେ ଆଜିର ଏହି ମହନୀୟ ଦିବସ ଉପଲକ୍ଷେ (ରକ୍ତଦାନ ମହତ ଦାନ) ଏହି ବଳିଷ୍ଠ ସତ୍ୟକୁ ପାଳନ କରି ଏକ ରକ୍ତଦାନ ଶିବିର ଆୟୋଜିତ କରିଥିଲା ।

ଏହି କାର୍ଯ୍ୟକ୍ରମରେ ମହିଳା ଏବଂ ପୁରୁଷ ମୋଟ ୨୭ଜଣ ରକ୍ତଦାନ କରି ଏହି ମହତ କାର୍ଯ୍ୟକୁ ସଫଳ କରିଥିଲେ । ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ପାଇଁ ଇଂରାଜୀ ଭାଷାର ସୁନ୍ଦର ଉଚ୍ଚାରଣ ବୃଦ୍ଧି ନିମନ୍ତେ ବିଦ୍ୟାଳୟ ପରିସରରେ (ଇଂରାଜୀ ଲ୍ୟାବ୍‌) ଉଦ୍‌ଘାଟନ କରାଯାଇଛି । ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର ଶିକ୍ଷକ ଜିତେନ୍ ନାୟକ, ଶିକ୍ଷୟିତ୍ରୀ ରାଖୀ ନାୟକ, ସ୍ମିତା ପଟ୍ଟନାୟକ ପରିଚାଳନା କରିଥିଲେ ।

ଏତଦ୍ୱାରା ଜଣାଉଅଛି କି ଆଜିର ଏହି ମହନୀୟ କାର୍ଯ୍ୟକ୍ରମକୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଏମ୍. ମାର୍ଟିନ୍ ସୂଚାରୁ ଭାବରେ ପର୍ଯ୍ୟବେକ୍ଷଣ କରିଥିଲେ । ବିଦ୍ୟାଳୟର ଚେୟାରମ୍ୟାନ ବିନୁ ଗାବ୍ରିଏଲ, ମ୍ୟାନେଜର ସାଇନି ବିନୁ ସହଯୋଗ ସ୍ୱାଗତଯୋଗ୍ୟ । ବିଶେଷ ଭାବରେ ରକ୍ତଦାନ ଶିବିରକୁ ସମ୍ବାଦ ସାହିତ୍ୟ ଘର (ଟାଙ୍ଗି) ସହଯୋଗର ହାତ ବଢାଇ ସାସ୍ଥ୍ୟରକ୍ଷାର ଅନୁଷ୍ଠାନ (TRUE CARE) କୁ ସଂଶ୍ଳିଷ୍ଟ କରିଥିଲେ ।

ଏ.ଜି. ମିଶନରେ ରକ୍ତଦାନ ଶିବିରର ଆୟୋଜକମାନେ ଚାନ୍ଦପୁରର ଟ୍ରୁ କେୟାର ଡାଇଗ୍ନୋଷ୍ଟିକ୍ ପ୍ରତି ସେମାନଙ୍କର ଉଦାର ପ୍ରାୟୋଜକତା ପାଇଁ ହୃଦୟର ସହିତ କୃତଜ୍ଞତା ଜ୍ଞାପନ କରୁଛନ୍ତି । ସେମାନଙ୍କର ସମର୍ଥନ ଅନେକଙ୍କ ଜୀବନରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିବାର ଆଶା କରାଯାଉଛି, ଏବଂ ଏହି ମହତ କାର୍ଯ୍ୟରେ ସେମାନଙ୍କର ଅବଦାନକୁ ଅତ୍ୟନ୍ତ ପ୍ରଶଂସା କରାଯାଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମୋ ମାଟି ଭାପୁର ଅନୁଷ୍ଠାନ ପକ୍ଷରୁ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୋ ମାଟି ଭାପୁର ଅନୁଷ୍ଠାନ ପକ୍ଷରୁ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’ କାର୍ଯ୍ୟକ୍ରମ ଅନୁଷ୍ଠିତ

September 7, 2026
ଆଇଆଇଟି ଭୁବନେଶ୍ୱରର ଅଧ୍ୟାପକ ଡକ୍ଟର ଶ୍ରୀକାନ୍ତ ଗୋଲାପୁଡିଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୬

ଆଇଆଇଟି ଭୁବନେଶ୍ୱରର ଅଧ୍ୟାପକ ଡକ୍ଟର ଶ୍ରୀକାନ୍ତ ଗୋଲାପୁଡିଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୬

September 7, 2026
ସରେଇକେଲା ବୁଢ଼ୀ ମାଁ ମନ୍ଦିର ସମ୍ମୁଖରେ ସଡ଼କ ଦୁର୍ଘଟଣାର ସିରିଜ୍ ଥମିବାର ନାଁ ନେଉନାହିଁ

ପାହାଡ଼ ଉପରୁ ଗଳିତ ଝୁଲନ୍ତା ମୃତଦେହ ଠାବ

September 7, 2026
ଚିତ୍ରାଙ୍କନ, ଓଡ଼ିଆ ହସ୍ତାକ୍ଷର ଓ ଭାଷାଜ୍ଞାନ ପ୍ରବନ୍ଧ ପ୍ରତିଯୋଗିତା

ଚିତ୍ରାଙ୍କନ, ଓଡ଼ିଆ ହସ୍ତାକ୍ଷର ଓ ଭାଷାଜ୍ଞାନ ପ୍ରବନ୍ଧ ପ୍ରତିଯୋଗିତା

September 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମୋ ମାଟି ଭାପୁର ଅନୁଷ୍ଠାନ ପକ୍ଷରୁ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୋ ମାଟି ଭାପୁର ଅନୁଷ୍ଠାନ ପକ୍ଷରୁ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’ କାର୍ଯ୍ୟକ୍ରମ ଅନୁଷ୍ଠିତ

September 7, 2026
ଆଇଆଇଟି ଭୁବନେଶ୍ୱରର ଅଧ୍ୟାପକ ଡକ୍ଟର ଶ୍ରୀକାନ୍ତ ଗୋଲାପୁଡିଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୬

ଆଇଆଇଟି ଭୁବନେଶ୍ୱରର ଅଧ୍ୟାପକ ଡକ୍ଟର ଶ୍ରୀକାନ୍ତ ଗୋଲାପୁଡିଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୬

September 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version