• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ନାବାଳିକା କୁ କାର୍‌ ଭିତରେ ବଳାତ୍କାର କରିଥିବା ଅଭିଯୋଗ : ଘଟଣା ପରେ ଅଭିଯୁକ୍ତ ଫେରାର

Proprietor Abhimanyu Maharana by Proprietor Abhimanyu Maharana
September 8, 2025
in ଅପରାଧ, ଓଡ଼ିଶା, କନ୍ଧମାଳ, ହୋମ୍
0
ନାବାଳିକା କୁ କାର୍‌ ଭିତରେ ବଳାତ୍କାର କରିଥିବା ଅଭିଯୋଗ : ଘଟଣା ପରେ ଅଭିଯୁକ୍ତ ଫେରାର
Share on FacebookShare on TwitterWhatsapp

ବାଲିଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର  :- କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ନେଇ ପରିବାର ଲୋକ ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ ପାଇ ଦାରିଙ୍ଗବାଡ଼ି ପୋଲିସ ଘଟଣାକୁ ଗୁରୁତର ନେଇ ପୋକ୍ସୋ ଆଇନରେ ଏକ ମାମଲା ରୁଜୁ କରି ତଦନ୍ତ କରୁଛି । ଘଟଣା ପରେ ଅଭିଯୁକ୍ତ ଫେରାର ରହିଥିବା ପୋଲିସ କହିଛି । ପ୍ରକାଶ ଯେ, ନାବାଳିକା ଜଣକ ଗତ ଅଗଷ୍ଟ ୩୧ରେ ନିଜ ବଡ଼ ଭଉଣୀ ଘରକୁ ବୁଲିବାକୁ ଆସିଥିଲେ ।

ତେବେ ଶୁକ୍ରବାର ସନ୍ଧ୍ୟାରେ ଭଉଣୀ ଘରଠାରୁ କିଛି ଦୂରରେ ଗଣେଶ ମୂର୍ତ୍ତି ଭସାଣି ପାଇଁ ବିରାଟ ଶୋଭାଯାତ୍ରା ହେଉଥିଲା । ତାହା ଦେଖିବା ପାଇଁ ଭଉଣୀ ସେଠାକୁ ଯାଇଥିଲେ । ଏହି ସମୟରେ ଶୋଭାଯାତ୍ରା ଓ ଭସାଣି ସରିବା ପରେ ନାବାଳିକା ଜଣକ ତାଙ୍କ ଡ୍ରେସ୍‌ ଜ୍ୟାକେଟ୍‌ ଜଣଙ୍କ ଘରେ ରଖିଥିଲେ । ସେ ପ୍ରସାଦ ଖାଇ ସେଠାକୁ ଯାଇ ନିଜ ଜ୍ୟାକେଟ୍‌ଟି ନେଇ ଆସୁଥିବା ବେଳେ ଜଣେ ବିବାହିତ ଯୁବକ କାର୍‌ରେ ଆସି ନାବାଳିକାଙ୍କୁ ଜୋର ଜବରଦସ୍ତ ଉଠାଇ ନେଇ ଦାରିଙ୍ଗବାଡ଼ି ସହର ବାହାରେ କାର୍‌ ଭିତରେ ବଳାତ୍କାର କରିଥିବା ଅଭିଯୋଗ ହୋଇଛି ।

ବଳାତ୍କାର କରିଥିବା ଯୁବକ ଜଣକ କାରର ଡୋର୍‌ ଖୋଲିବା ଦେଖି ନାବାଳିକା ଜଣକ ଚିତ୍କାର କରି ସେଠାରୁ ଖସିଯିବାକୁ ଉଦ୍ୟମ କରିଥିଲେ । ତେବେ ଅଭିଯୁକ୍ତ ଜଣକ ନାବାଳିକାଙ୍କ ଚୁଟିକୁ ଧରି ଘୋଷାଡ଼ି ଘୋଷାଡ଼ିି ପୁଣି କାର୍‌ ନିକଟକୁ ନେଇ କାହାକୁ କହିଲେ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ ବୋଲି ଅଭିଯୋଗପତ୍ରରେ ଉଲ୍ଲେଖ କରାଯାଇଛି ।

ନାବାଳିକା ଜଣକ ଗୁରୁତର ଥିବା ଅଭିଯୋଗ ପତ୍ରରେ ଉଲ୍ଲେଖ ରହିଛି । ପୋଲିସ ଏହି ମାମଲାରେ କାହାରିକୁ ଗିରଫ କରିପାରିନାହିଁ । ଅଭିଯୁକ୍ତ ଫେରାର ଥିବା କୁହାଯାଇଛି । ଘଟଣା ପରେ ଦାରିଙ୍ଗବାଡ଼ି ଅଞ୍ଚଳରେ ଏହା ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ପୋଲିସ ପାଟ୍ରୋଲିଂକୁ କଡ଼ାକଡ଼ି କରାଯିବାକୁ ଦୃଢ଼ ଦାବି ହେଉଛି । ଏଥିସହିତ ମହିଳାମାନଙ୍କ ସୁରକ୍ଷାକୁ ପୋଲିସ ଗୁରୁତ୍ୱ ଦେବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତାରେ ନୟାଗଡ ଜିଲ୍ଲାକୁ ୨ ସ୍ବର୍ଣ୍ଣ, ୩ ରୌପ୍ୟ ଏବଂ ୨ କାଂସ୍ୟ ପଦକ

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତାରେ ନୟାଗଡ ଜିଲ୍ଲାକୁ ୨ ସ୍ବର୍ଣ୍ଣ, ୩ ରୌପ୍ୟ ଏବଂ ୨ କାଂସ୍ୟ ପଦକ

April 28, 2026
ପୁରୀ ଜିଲ୍ଲା ଧାନ ସଂଗ୍ରହ ମକିଟି ବୈଠକ

ପୁରୀ ଜିଲ୍ଲା ଧାନ ସଂଗ୍ରହ ମକିଟି ବୈଠକ

April 28, 2026
Junior & Senior Artistic Gymnastics National Championships 2026–27

Junior & Senior Artistic Gymnastics National Championships 2026–27

April 28, 2026
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତାରେ ନୟାଗଡ ଜିଲ୍ଲାକୁ ୨ ସ୍ବର୍ଣ୍ଣ, ୩ ରୌପ୍ୟ ଏବଂ ୨ କାଂସ୍ୟ ପଦକ

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତାରେ ନୟାଗଡ ଜିଲ୍ଲାକୁ ୨ ସ୍ବର୍ଣ୍ଣ, ୩ ରୌପ୍ୟ ଏବଂ ୨ କାଂସ୍ୟ ପଦକ

April 28, 2026
ପୁରୀ ଜିଲ୍ଲା ଧାନ ସଂଗ୍ରହ ମକିଟି ବୈଠକ

ପୁରୀ ଜିଲ୍ଲା ଧାନ ସଂଗ୍ରହ ମକିଟି ବୈଠକ

April 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version