• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଅପରେସନ ପ୍ରହାର ର ସଫଳତା : ୫ ଟି ଦେଶୀବନ୍ଧୁକ ଓ ସାମଗ୍ରୀ ସହ ୧୨୭ କେଜି ଗଞ୍ଜେଇ ଜବତ – ଦୁଇ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
September 8, 2025
in ଅପରାଧ, ଓଡ଼ିଶା, କନ୍ଧମାଳ, ହୋମ୍
0
ଅପରେସନ ପ୍ରହାର ର ସଫଳତା : ୫ ଟି ଦେଶୀବନ୍ଧୁକ ଓ ସାମଗ୍ରୀ ସହ ୧୨୭ କେଜି ଗଞ୍ଜେଇ ଜବତ – ଦୁଇ ଗିରଫ
Share on FacebookShare on TwitterWhatsapp

ବାଲିଗୁଡା  (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର  :- କନ୍ଧମାଳ ପୁଲିସ ପକ୍ଷରୁ ଆରମ୍ଭ ହୋଇଥିବା “ଅପରେସନ ପ୍ରହାର “ ଅଭିଯାନ ରେ ବାଲିଗୁଡା ପୁଲିସ କୁ ମିଳିଛି ଏକ ସଫଳତା । ଏ ନେଇ ସୋମବାର ବାଲିଗୁଡା ଏସଡିପିଓ ରମେନ୍ଦ୍ର ପ୍ରସାଦ ଓ ଥାନା ଅଧିକାରୀ ସମ୍ବିତ ସ୍ଵାଇଁ ଏକ ସାମ୍ବାଦିକ ସମ୍ବିଳନୀ କରି ସଫଳତା ର ତଥ୍ୟ ରଖିଛନ୍ତି । ବାଲିଗୁଡା ପୁଲିସ ପକ୍ଷରୁ ଏସଆଇ ଭୋଳାନାଥ ପଣ୍ଡା ଓ ଏସଆଇ ସଞ୍ଜୟ କୁମାର ସ୍ଵାଇଁ ଭିନ୍ନ ଭିନ୍ନ ସ୍ଥାନରେ ପାଟ୍ରୋଲିଂ କରିବା ସମୟରେ ଦୁଇ ଜଣ କୁ ଗିରଫ କରିଥିବା ବେଳେ ସେମାନଙ୍କ ଠାରୁ ୫ ଟି ଦେଶୀବନ୍ଧୁକ ଓ ୪ ଟି କାଠ ସାମଗ୍ରୀ ସହ ୧୨୭ କେଜି ଗଞ୍ଜେଇ ଜବତ କରିଛନ୍ତି ।

ଏ ନେଇ ଦୁଇଟି ପୃଥକ ପୃଥକ ମାମଲାରେ କୋର୍ଟ ଚାଲାଣ କରାଯାଇଛି । ସୂଚନା ମୁତବକ ସେପ୍ଟେମ୍ବର ୭ ତାରିଖ ଦିନ ପୂର୍ବ ସୂଚନା ଅନୁଯାୟୀ ଏସଆଇ ଭୋଳାନାଥ ପଣ୍ଡା ପାଟ୍ରୋଲିଂ କରି ଯାଞ୍ଚ କରୁଥିବା ବେଳେ ତିଲୋରି ପଞ୍ଚାୟତ ର ଟକିମହା ଗ୍ରାମର ବଳିଆ ପ୍ରଧାନ ଙ୍କ ଠାରୁ ଦୁଇଟି ଦେଶୀ ହାତ ତିଆରି ବନ୍ଧୁକ ଜବତ କରିଥିଲେ । ତାଙ୍କ ଠାରୁ କୌଣସି ଲିଇସେନ୍ଶ ତାଙ୍କ ନିକଟରେ ରହିନଥିବା ଜାଣି ଥିଲେ । ଏ ନେଇ ୨୭୪ /୨୫ ରେ ଏକ ମାମଲା ରୁଜୁ କରିଥିଲେ ।

ସେହିପରି ଏସଆଇ ସଞ୍ଜୟ କୁମାର ସ୍ଵାଇଁ ଗଞ୍ଜେଇ ନିରୀକ୍ଷଣ ପେଟ୍ରୋଲିଂ ସମୟ ରେ ତିଲୋରି ପଞ୍ଚାୟତ ର ଗ୍ଲୁଡ଼ା ଗ୍ରାମର ସୁଜନ ବିନ୍ଧାଣି ଏକ ନିଛାଟିଆ ସ୍ଥାନ ରେ ବନ୍ଧୁକ ଧରି ଗଞ୍ଜେଇ ପେକେଟ କୁ ଜଗି ରହିଥିଲା । ଏତିକି ବେଳେ ପୁଲିସ ମାଡି ବସିଥିଲେ । ପଚରା ଉଚରା ପରେ ତା ନିକଟରୁ ମୋଟ ୩ ଟି ଦେଶୀ ବନ୍ଧୁକ ୪ ଟି କାଠ ବଟଷ୍ଟକ ସହ ୧୨୭ କେଜି ଗଞ୍ଜେଇ ଯାହାର ଆନୁମାନିକ ମୂଲ୍ୟ ୬ ରୁ ୭ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି ।

ଏ ଦୁହେଁ ନିଜ ଗାଁ ରେ ଦୀର୍ଘ ଦିନ ହେବ ଏଭଳି ଦେଶୀ ବନ୍ଧୁକ ତିଆରି କରି ଗଞ୍ଜେଇ ମାଫିଆ ସମେତ ବିଭିନ୍ନ ଅପରାଧିକ ମାମଲା ରେ ବ୍ୟବହାର କରୁଥିଲେ । ଗୋଟିଏ ଗୋଟିଏ ଦେଶୀ ବନ୍ଧୁକର ମୂଲ୍ୟ ୩୦ ରୁ ୪୦ହଜାର ଟଙ୍କାରେ ବିକ୍ରି କରୁଥିଲେ। ଦୁଇ ଜଣକୁ ପୁଲିସ ଗିରଫ କରି ଅଧିକ ତଦନ୍ତ କରାଯାଉଥିବା ଏଥିରେ ସମ୍ପୃକ୍ତ ଥିବା ଅନ୍ୟ ମାନଙ୍କୁ ମଧ୍ୟ ପୁଲିସ ଖୋଜୁ ଥିବା ବିଷୟ ଏସଡିପିଓ ରମେନ୍ଦ୍ର ପ୍ରସାଦ ପ୍ରକାଶ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Junior & Senior Artistic Gymnastics National Championships 2026–27

Junior & Senior Artistic Gymnastics National Championships 2026–27

April 28, 2026
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026
ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

April 28, 2026
ଜାତିଗତ ଜନ ଗଣନାର ୧୨ ନମ୍ବର କଲମରେ ପଚାରା ଯାଉଥିବା ପ୍ରଶ୍ନରେ ଓବିସି ସାମିଲ କରିବା ଦାବି ନେଇ ରାଜଧାନୀ ରେ ବିକ୍ଷୋଭ ଓ ଧାରଣା

ଜାତିଗତ ଜନ ଗଣନାର ୧୨ ନମ୍ବର କଲମରେ ପଚାରା ଯାଉଥିବା ପ୍ରଶ୍ନରେ ଓବିସି ସାମିଲ କରିବା ଦାବି ନେଇ ରାଜଧାନୀ ରେ ବିକ୍ଷୋଭ ଓ ଧାରଣା

April 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Junior & Senior Artistic Gymnastics National Championships 2026–27

Junior & Senior Artistic Gymnastics National Championships 2026–27

April 28, 2026
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version