• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କର୍ଣ୍ଣାଟକ ଗସ୍ତରେ ବାଚସ୍ପତି ସୁରମା ପାଢ଼ୀ

Proprietor Abhimanyu Maharana by Proprietor Abhimanyu Maharana
September 13, 2025
in ଓଡ଼ିଶା, ଖୋର୍ଦ୍ଧା, ଦେଶ, ମହାନଗର, ହୋମ୍
0
କର୍ଣ୍ଣାଟକ ଗସ୍ତରେ ବାଚସ୍ପତି ସୁରମା ପାଢ଼ୀ
Share on FacebookShare on TwitterWhatsapp

ଯୋଗଦେଲେ ଏକାଦଶ ରାଜ୍ୟ ଗୋଷ୍ଠୀ ସଂସଦୀୟ ସଂଘ ଭାରତୀୟ ଆଞ୍ଚଳିକ ସମ୍ମିଳନୀରେ ବିତର୍କ ଓ ଆଲୋଚନା ହେଉଛି ଆମ ଗଣତାନ୍ତ୍ରିକ ବ୍ୟବସ୍ଥାର ମୂଳମନ୍ତ୍ର : ବାଚସ୍ପତି

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) ନି :ପ୍ର  :- କର୍ଣ୍ଣାଟକର ବେଙ୍ଗାଲୁରୁଠାରେ ଆୟୋଜିତ ଏକାଦଶ ରାଜ୍ୟ ଗୋଷ୍ଠୀ ସଂସଦୀୟ ସଂଘ ଭାରତୀୟ ଆଞ୍ଚଳିକ ସମ୍ମିଳନୀରେ ଯୋଗଦେଇ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ‘ବିଧାନସଭା ଗୃହରେ ବିତର୍କ ଓ ଆଲୋଚନା: ଜନସାଧାରଣଙ୍କ ଆସ୍ଥା ଓ ବିଶ୍ୱାସଭାଜନରେ ସହାୟକ’ ଶୀର୍ଷକ ଆଲୋଚନାରେ ନିଜର ବକ୍ତବ୍ୟ ଉପସ୍ଥାପନ କରିଛନ୍ତି । ବାଚସ୍ପତି ଶ୍ରୀମତୀ ପାଢ଼ୀ କହିଛନ୍ତି ଯେ ବିଧାନସଭା ହେଉଛି ଗଣତନ୍ତ୍ରର କେନ୍ଦ୍ର, ପବିତ୍ର ସ୍ଥାନ, ଯେଉଁଠାରେ ଜନସାଧାରଣଙ୍କ ଆଶା, ଆକାଂକ୍ଷା ଓ ସମସ୍ୟାର ସମାଧାନ ଓ ଏହାର ନିରାକରଣ ସମ୍ଭବ ହୋଇଥାଏ ।

ବିତର୍କ ମାଧ୍ୟମରେ ସହମତି ପ୍ରକାଶ ପାଏ, ସଂଶୋଧନ ହୁଏ ଓ ଏଠାରେ ସାଧାରଣ ଲୋକଙ୍କର ସ୍ୱର ପ୍ରତିଫଳିତ ହୁଏ । ସଂସଦୀୟ ପରମ୍ପରାରେ ବିତର୍କ ଓ ଆଲୋଚନା ଖୁବ୍‌ ଗୁରୁତ୍ୱପୂର୍ଣ୍ଣ । ଏହା ହେଉଛି ଗଣତନ୍ତ୍ରର ଜୀବନରେଖା । ଜନପ୍ରତିନିଧିମାନଙ୍କର ଉତ୍ତରଦାୟିତ୍ୱବୋଧ ଏଥିରେ ପ୍ରତିଫଳିତ ହୋଇଥାଏ । ବାଚସ୍ପତି ଶ୍ରୀମତୀ ପାଢ଼ୀ ପୁଣି କହିଛନ୍ତି ଯେ ଗତ ଦୁଇ ଦଶନ୍ଧି ମଧ୍ୟରେ ଓଡ଼ିଶା ବିଧାନସଭାରେ ବିଭିନ୍ନ ବିଷୟରେ ଦୀର୍ଘ ସମୟ ଧରି ବିତର୍କ ହୋଇଛି । ୨୦୦୩ ମସିହାରେ ଓଡ଼ିଶା ସହରାଞ୍ଚଳ ପୋଲିସ ବିଲ୍‌ ଉପରେ ୬ ଘଣ୍ଟା ଧରି ଆଲୋଚନା ହୋଇଥିବାବେଳେ ଏହି ନିକଟରେ ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ ୨୦୨୪ ଉପରେ ରାତିସାରା ବିତର୍କ ଜାରି ରହିଥିଲା ।

ଏହି ବିତର୍କଗୁଡ଼ିକ ଆମର ଭାବପ୍ରବଣତା ସହିତ ବିଷୟର ଗମ୍ଭିରତା ଏବଂ ନିଷ୍ପତ୍ତିରେ ପହଞ୍ଚିବା ପୂର୍ବରୁ ଧୈର୍ଯ୍ୟର ସହ ଚିନ୍ତନର ପ୍ରତିଶ୍ରୁତିବଦ୍ଧତାକୁ ପ୍ରମାଣିତ କରିଥାଏ । ଓଡ଼ିଶା ଚଳିତ ବିଧାନସଭାରେ ୬୨ଟି ବୈଠକ ଦିବସ ପରିଚାଳନା କରିବାର ରେକର୍ଡ ମଧ୍ୟ ସ୍ଥାପନ କରିଛି, ଯାହାକି ଜାତୀୟ ହାରଠାରୁ ବହୁତ ଅଧିକ । ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ଆୟୋଜିତ ଏହି ତିନିଦିନିଆ ସମ୍ମିଳନୀରେ ଲୋକସଭାର ବାଚସ୍ପତି ଶ୍ର ଓମ୍‌ ବିର୍ଲା, ରାଜ୍ୟସଭାର ଉପାଧ୍ୟକ୍ଷ ଶ୍ରୀ ହରିବଂଶ, କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଶ୍ରୀ ସିଦ୍ଧରମେୟା, ବାଚସ୍ପତି ଶ୍ରୀ ୟୁ. ଟି, ଖାଦେର ଫରିଦ୍‌, ବିଭିନ୍ନ ରାଜ୍ୟର ବାଚସ୍ପତି ଓ ଉପବାଚସ୍ପତି ଯୋଗଦେଇଛନ୍ତି ।

ଲୋକସଭା ବାଚସ୍ପତି ଶ୍ରୀ ବିର୍ଲା ସମ୍ମିଳନୀ ଅବସରରେ ଅନୁଷ୍ଠିତ ବିଭିନ୍ନ ଅଧିବେଶନରେ ଅଧ୍ୟକ୍ଷତା କରିବା ପାଇଁ ୫ଟି ରାଜ୍ୟର ବାଚସ୍ପତିଙ୍କୁ ମନୋନୀତ କରିଥିବାବେଳେ ସେଥି ମଧ୍ୟରେ ଓଡ଼ିଶାର ବାଚସ୍ପତି ଶ୍ରୀମତୀ ପାଢ଼ୀ ସ୍ଥାନୀତ ହେବା ଓଡ଼ିଶା ପାଇଁ ଗୌରବର ବିଷୟ । ସମ୍ମିଳନୀରେ ଅଂଶଗ୍ରହଣ କରି ଉପବାଚସ୍ପତି ଶ୍ରୀ ଭବାନୀଶଙ୍କର ଭୋଇ କହିଛନ୍ତି ଯେ ବିଧାନସଭା ଭିତରେ ଅର୍ଥପୂର୍ଣ୍ଣ ବିତର୍କ ଏବଂ ଆଲୋଚନା ମାଧ୍ୟମରେ ଗଣତନ୍ତ୍ର ଶକ୍ତିଶାଳୀ ହୁଏ । ଆମର ଗୃହ ହେଉଛି ଗଣତନ୍ତ୍ରର ମନ୍ଦିର । ବିଧାନସଭାର ପ୍ରକୃତ ଶକ୍ତି ବିଚାରବିମର୍ଶର ଗୁଣବତ୍ତା ଏବଂ ମର୍ଯ୍ୟାଦା ଉପରେ ପର୍ଯ୍ୟବେଶିତ ।

ଆମେ ସବୁବେଳେ ଏହା ଉପରେ ଗୁରୁତ୍ୱ ଦେବା ଉଚିତ ଯେ ଆମର ଅଧିକାର ଲୋକଙ୍କଠାରୁ ଆସିଥାଏ, ସେମାନଙ୍କର ବିଶ୍ୱାସ ସର୍ବଦା ଆମର ବିତର୍କକୁ ମାର୍ଗଦର୍ଶନ କରିବା ଉଚିତ । ଏଠାରେ ସୂଚନାଯୋଗ୍ୟ ଯେ ଗତମାସ ୨୯ ଓ ୩୦ ତାରିଖରେ ଭୁବନେଶ୍ୱରଠାରେ ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷ ଏବଂ ସଦସ୍ୟମାନଙ୍କର ଦୁଇଦିନିଆ ଜାତୀୟ ସମ୍ମିଳନୀ ସଫଳତାର ସହିତ ଆୟୋଜିତ ହୋଇଥିଲା ।

ଲୋକସଭାର ବାଚସ୍ପତି, ରାଜ୍ୟସଭାର ଉପାଧ୍ୟକ୍ଷ ଓ ସମସ୍ତ ରାଜ୍ୟର ବାଚସ୍ପତିମାନେ ଏହି ଆୟୋଜନର ସଫଳତା ନେଇ ସନ୍ତୋଷ ପ୍ରକାଶ କରିଥିଲେ । ଏହି ସମ୍ମିଳନୀ ଅବସରରେ ଅତିଥିମାନଙ୍କୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ, କୋଣାର୍କ, ଜନଜାତି ସଂଗ୍ରହାଳୟ ଆଦି ବୁଲାଇ ଦେଖାଇବାର ବ୍ୟବସ୍ଥା କରାଯାଇଥିଲା । ଓଡ଼ିଶାର ଆତିଥ୍ୟତାକୁ ସମସ୍ତେ ଭୂୟସୀ ପ୍ରଶଂସା କରିଛନ୍ତି । ଏହି ସମ୍ମିଳନୀରେ ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ ମଧ୍ୟ ଯୋଗଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version