• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିରିଡି ପଞ୍ଚାୟତ ସମିତି ର ସାଧାରଣ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
September 13, 2025
in ଓଡ଼ିଶା, ଜଗତସିଂହପୁର, ହୋମ୍
0
ବିରିଡି ପଞ୍ଚାୟତ ସମିତି ର ସାଧାରଣ ବୈଠକ
Share on FacebookShare on TwitterWhatsapp

ଜଗତସିଂହପୁର  (ଓଡ଼ିଶା ତାଜା ନ୍ୟୁଜ୍) ନି :ପ୍ର  :- ବିରିଡି ପଞ୍ଚାୟତ ସମିତିର ନବମ ସାଧାରଣ ବୈଠକ ବୁଧବାର ସମିତି ସଭା ଗୃହରେ ଅନୁଷ୍ଠିତ ହୋଇଯାଇଛି l ବ୍ଲକ ଅଧ୍ୟକ୍ଷା ମମତା ପାତ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଧାୟକ ଡ଼ଃ ରମାକାନ୍ତ ଭୋଇ, ଉପାଧ୍ୟକ୍ଷା ପିନାକୀ ପ୍ରିୟ ଦର୍ଶିନୀ, ଜିଲ୍ଲାପରିଷଦ ସଭ୍ୟ ଚନ୍ଦ୍ରଶେଖର ଦାଶ, ସଭ୍ୟା ଦୀପ୍ତି ମୟୀ ରାୟ, ବିଡ଼ିଓ ଆୟୁଷି ପତି, ଏବିଡ଼ିଓ ବିନୋଦ କୁମାର ସାମଲ ପ୍ରମୁଖ ଉପସ୍ଥିତ ଥିଲେ l

ବିଶେଷ କରି ବୈଠକରେ ଗ୍ରାମୀଣ ଆବାସ ଯୋଜନା, ସମାଜ ମଙ୍ଗଳ, ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ, ମହିଳା ଶିଶୁଵିକାଶ, ସ୍ୱାସ୍ଥ୍ୟ, ବିଦ୍ୟୁତ, ଓଡିଶା ଜୀବିକା ମିଶନ, ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା, ପରିମଳ ପାନୀୟଜଳ ଯୋଗାଣ, ଓ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରାଯାଇଥିଲା l ଅନ୍ତଦ୍ବୟ ଗୃହ ଯୋଜନା ପାଇବାରେ କିଛି ହିତାଧିକାରୀ ବଞ୍ଚିତ ହୋଇଥିବା ଗୃହରେ ପ୍ରସନ୍ନ ଉଠିଥିଲା ତେବେ ବିଡ଼ିଓ ପତି କହିଲେ ଯଦି ଏଭଳି ଘଟଣା ଆମ ନଜରକୁ ଆସେ ପଦକ୍ଷେପ ନିଆଯିବ l

ଖାଦ୍ୟ ଯୋଗାଣ ବିଭାଗ ଉପରେ ବଡଖଣ୍ଡେଇତା ସମିତି ସଭ୍ୟ ରଞ୍ଜନ ବେହେରା ଅଭିଯୋଗ କଲେ ଯେ ଡିଲର ମାନେ ଖାଉଟି ଦ୍ରବ୍ୟ ଓଜନ ଠିକ ଦେଉ ନାହାନ୍ତି ଯୋଗାଣ ନିରୀକ୍ଷକ ସୁନୀଲ ସେଠୀ କହିଲେ ସ୍ଵନ୍ତ୍ର ଭାବରେ ଅଭିଯୋଗ ହେଲେ ପଦକ୍ଷେପ ନିଆଯିବ l ମହିଳା ଶିଶୁ ବିକାଶ ଯୋଜନା ରେ କଣ କଣ ଦୁଵିଧା ମିଳୁଛି ସେସମ୍ପର୍କରେ ସୁପର ଭାଇଜର ପ୍ରତିମା ସ୍ୱାଇଁ ସମସ୍ତଙ୍କୁ ଅବଗତ କରାଇଥିଲେ l ସ୍ୱାସ୍ଥ୍ୟ ବିଭାଗ ଉପରେ ଭାବ ଗ୍ରାହୀ ଗୋଛାୟତ ସମସ୍ତ ସୂଚନା ପ୍ରଦାନ କରିଥିଲେ l

ବିଦ୍ୟୁତ ବିଭାଗ ଉପରେ ବାସନ୍ଦରl ସମିତି ସଭ୍ୟ ସ୍ନେହାଶିଷ ଜେନା କହିଲେ ତାଙ୍କ ପଞ୍ଚାୟତ ରେ ବହୁ ଜାଗାରେ ବିଦ୍ୟୁତ ତାର ଓହଳି ରହି ବିପଦ ସୃଷ୍ଟି କରୁଛି ବିଭାଗ ମରାମତି କରୁନାହିଁ ସେହିପରି ପୁରଣ ସରପଞ୍ଚ ଯୁଧିଷ୍ଠିର ବେହେରା କହିଲେ ବାଇଶି ମୌଜାରେ ଦିନକୁ ଚାରି ଘଣ୍ଟା ଲାଇନ କଟୁଛି ଏ କଥାକୁ ବିଧାୟକ ଡ଼ଃ ଭୋଇ ଗୁରୁତର ସହନେବାକୁ ବିଦ୍ୟୁତ ବିଭାଗ ସହକାରୀ ଯନ୍ତ୍ରୀ ପୁଲିନ କୁମାର ମଲ୍ଲ ଙ୍କୁ କହିଥିଲେ l ଓଡିଶା ଜୀବିକା ମିଶନ ରେ କଣ କଣ ଯୋଜନା ରହିଛି ବିପିଏମ ରୁଦ୍ର ନାରାୟଣ ନନ୍ଦ ଗୃହରେ ସୂଚନା ଦେଇଥିଲେ ଶେଷରେ ଶ୍ରୀ ନନ୍ଦ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

June 17, 2026
ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

June 17, 2026
ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 17, 2026
ଭାଗିରଥୀ ହାଇସ୍କୁଲ ପକ୍ଷରୁ ସଚେତନତା ନେଇ ସାଇକେଲ ରାଲି ଗ୍ରାମ ପରିକ୍ରମା କଲା

ଭାଗିରଥୀ ହାଇସ୍କୁଲ ପକ୍ଷରୁ ସଚେତନତା ନେଇ ସାଇକେଲ ରାଲି ଗ୍ରାମ ପରିକ୍ରମା କଲା

June 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

June 17, 2026
ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

June 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version