ଖୋର୍ଦ୍ଧା-ଜଟଣୀ (ଓଡ଼ିଶା ତାଜା ନ୍ୟୁଜ୍) ନି :ପ୍ର :- ପୂର୍ବତଟ ରେଳପଥ ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳରେ ରାଜଭାଷା ସପ୍ତାହ ଉତ୍ସାହଭରା ପରିବେଶରେ ଆୟୋଜନ କରାଯାଇଅଛି। ଏହି କାର୍ଯ୍ୟକ୍ରମରେ ମଣ୍ଡଳ ରେଳବାଇ ପ୍ରବନ୍ଧକ ଶ୍ରୀ ଆଲୋକ ତ୍ରିପାଠୀ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ସରଳ ଭାବଗତ ସଂଯୋଗ ସୁନିଶ୍ଚିତ କରିବା ଓ ଭାଷାଗତ ତାର’ତମ୍ୟକୁ ଦୂର କରିବା ପାଇଁ ସରକାରୀ କାର୍ଯ୍ୟରେ ହିନ୍ଦୀର ପ୍ରଚାର-ପ୍ରସାରର ଗୁରୁତ୍ୱକୁ ଉଲ୍ଲେଖ କରିଥିଲେ। ଶ୍ରୀ ତ୍ରିପାଠୀ କହିଛନ୍ତି ଯେ,














