No Result
View All Result
ରାଜସୁନାଖଳା (ଓଡ଼ିଶା ତାଜା ନ୍ୟୁଜ୍) ନି : ପ୍ର :- ରାଜସୁନାଖଳା ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣୀ ମଣ୍ଡପ ସଭାଗୃହରେ ରାଜ୍ ୟୁଥ୍ ଫାଉଣ୍ଡେସନ, ରାଜସୁନାଖଳା ପକ୍ଷରୁ ରାଜ୍ୟ ସ୍ତରୀୟ ବୁଦ୍ଧିଜୀବୀ ସମ୍ମିଳନୀ ଓ ପ୍ରତିଭା ସମ୍ମାନ-୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି l
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ନୟାଗଡ ଜିଲ୍ଲା ପରିଷଦର ସଭାପତି ଶ୍ରୀ ଦେବାଶିଷ ପଟ୍ଟନାୟକ, ଉଦଘାଟକ ଭାବେ ଫ୍ରେଣ୍ଡସ କ୍ଳବ ମୁଖ୍ୟ ତଥା ପ୍ରତିଷ୍ଠାତା ଶ୍ରୀ ପୂର୍ଣ୍ଣ ଚନ୍ଦ୍ର ନାୟକ, ମୁଖ୍ୟ ବକ୍ତା ଭାବେ ସିପିଆଇଏମ ନେତା ଶ୍ରୀ ସୁରେଶ କୁମାର ସ୍ୱାଇଁ,
ସମ୍ମାନୀତ ବକ୍ତା ଭାବେ ରାଜସୁନାଖଳା ଜୋନ୍ ଜିଲ୍ଲା ପରିଷଦ ଶ୍ରୀମତୀ ଭୁବନେଶ୍ୱରୀ ସାହୁ, ସମ୍ମାନିତ ଅତିଥି ଭାବେ ଯୁବନେତା ତଥା ସମାଜସେବୀ ଶ୍ରୀ ବାସୁଦେବ ସାହୁ, ଗାୟତ୍ରୀ ଫାଉଣ୍ଡେସନର ଅଧ୍ୟକ୍ଷ ଶ୍ରୀ ପ୍ରଫୁଲ୍ଲ କୁମାର ନାୟକ,
ପୂର୍ବତନ ରାଜସୁନାଖଳା ଫାଣ୍ଡି ଅଧିକାରୀ ଶ୍ରୀ ଭୀମସେନ ମଲ୍ଲିକ, ମହାବୀର ବରିଷ୍ଠ ନାଗରିକ ମହାସଂଘର କାର୍ଯ୍ୟକାରୀ ସଭାପତି ଶ୍ରୀ ଶିଶିର କୁମାର ସାହୁ,
ବରିଷ୍ଟ ଆଇନଜୀବି ଲୋତକବିନ୍ଦୁ ପଟ୍ଟନାୟକ ଓ ରାଜ୍ ୟୁଥ୍ ଫାଉଣ୍ଡେସନ ସାଂସ୍କୃତିକ ସମ୍ପାଦକ ଶ୍ରୀ ସୁଶାନ୍ତ କୁମାର ନାୟକ, ସହ ସମ୍ପାଦକ ଶ୍ରୀ ଦିଲ୍ଲୀପ ସାହୁ ପ୍ରମୁଖ ଯୋଗ ଦେଇଥିଲେ l

No Result
View All Result