• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ନୂଆପାଟଣାଠାରେ “ସାଇଟ୍ରସ୍” ର ନୂତନ ଶୋ ରୁମ୍ ଖୋଲିଲା

Proprietor Abhimanyu Maharana by Proprietor Abhimanyu Maharana
September 15, 2025
in Uncategorized
0
ନୂଆପାଟଣାଠାରେ “ସାଇଟ୍ରସ୍” ର ନୂତନ ଶୋ ରୁମ୍ ଖୋଲିଲା
Share on FacebookShare on TwitterWhatsapp

ନୂଆପାଟଣା (ଓଡ଼ିଶା ତାଜା ନ୍ୟୁଜ୍) ନି : ପ୍ର :- ଓଡିଶାର ପ୍ରିୟ ପୁରୁଷ ବ୍ରାଣ୍ଡ୍ “ସାଇଟ୍ରସ୍” କ୍ଲଥିଂ ଷ୍ଟୋର୍ ଏହାର ନୂତନ ଷ୍ଟୋର୍ ନୂଆପାଟଣାଠାରେ ଶୁଭ ଉଦ୍‌ଘାଟନ କରିବା ସହ ଏହାର ସଫଳତାର କାହାଣୀ ଜାରି ରଖିଛି। ଚଳିତ ବର୍ଷ ଫେବୃୟାରୀ ମାସରେ ଭୁବନେଶ୍ଵର, ପୁରୀ ଓ ଅନୁଗୁଳଠାରେ ମାତ୍ର ୪୮ଘଣ୍ଟା ବ୍ୟବଧାନରେ “ସାଇଟ୍ରସ୍” ର ତିନୋଟି ନୂତନ ଷ୍ଟୋର୍ ଆରମ୍ଭ କରାଯାଇ ରେକର୍ଡ ସୃଷ୍ଟି ହୋଇଥିଲା ଏବଂ ଗ୍ରାହକମାନଙ୍କଠାରୁ ଜବରଦସ୍ତ ପ୍ରତିକ୍ରିୟା ମିଳିଥିଲା ।

ଷ୍ଟୋର୍‌କୁ ଆହୁରି ବିସ୍ତାର କରିବାର ପ୍ରତିଶୃତିକୁ ପୂରଣ କରି ସାଇଟ୍ରସ୍ ନୂଆପାଟଣାଠାରେ (୬୦୦ ବର୍ଗଫୁଟ)ର ଏକ ନୂତନ ଆଉଟ୍‌ଲେଟ୍‌ ଖୋଲିଛି । ଏହି ଉଦ୍‌ଘାଟନୀ ଉତ୍ସବରେ ବିଶିଷ୍ଟ ଅଭିନେତା ସବ୍ୟସାଚୀ ମିଶ୍ର ମୁଖ୍ୟ ଅତିଥି ରୂପେ ଯୋଗଦେଇ ଏହି ଷ୍ଟୋର୍‌ର ଉଦ୍‌ଘାଟନ କରିଥିଲେ । ସାଇଟ୍ରସ୍ କ୍ଲଥର ପରିଚାଳନା ନିର୍ଦ୍ଦେଶକ ହିତେଶ ଜୈନ୍ ଏବଂ ସାଇଟ୍ରସ୍ କ୍ଲଥର ସିଏମ୍‌ଓ ତଥା ରିଟେଲ୍‌ ମୁଖ୍ୟ ସୟମ୍‌ ସିଂଘବିଙ୍କ ସମେତ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏଥିରେ ଯୋଗଦେଇଥିଲେ ।

ଏଥିରେ ଫ୍ରାଞ୍ଚାଇଜ୍ ଡିଷ୍ଟ୍ରିବ୍ୟୁଟର ଶ୍ୟାମ ସୁନ୍ଦର ସନ୍ଥାଲିଆ, ଫ୍ରାଞ୍ଚାଇଜ୍ ଡିଷ୍ଟ୍ରିବ୍ୟୁଟର ଉମେଶ ଅଗ୍ରୱାଲ ଏବଂ ସାଇଟ୍ରସ୍‌ର ଫ୍ରାଞ୍ଚାଇଜ୍ ମାଲିକ ଜିତେନ୍ଦ୍ର କରନ୍ ମଧ୍ୟ ଉପସ୍ଥିତ ଥିଲେ । ଏହି ଅବସରରେ ସାଇଟ୍ରସ୍ ଏହାର ଫେଷ୍ଟିଭ ଅଫର ମଧ୍ଯ ଘୋଷଣା କରିଥିଲା । ଯେଉଁ ଗ୍ରାହକକମାନେ ୪,୯୯୯ କିମ୍ବା ତା ଠାରୁ ଅଧିକ ମୂଲ୍ୟର ପୋଷାକ କିଣିବେ ସେମାନେ ଏକ ଆକର୍ଷଣୀୟ ଲକି ଡ୍ର ପାଇଁ ଯୋଗ୍ୟ ବିବେଚିତ ହେବେ । ପ୍ରତ୍ୟେକ ଷ୍ଟୋର୍‌ରେ ଜଣେ ଭାଗ୍ୟବାନ ଗ୍ରାହକଙ୍କୁ ୩୨ ଇଞ୍ଚର ଏଲ୍‌ଇଡି ଟିଭି ପ୍ରଦାନ କରା‌ଯିବ ଏବଂ ପାଞ୍ଚଟି ସାଇଟ୍ରସ୍ ଷ୍ଟୋର୍‌ରେ ଜଣେ ମହା ପୁରସ୍କାର ବିଜେତାଙ୍କୁ ଏକ ରୟାଲ ଏନ୍‌ଫିଲ୍ମ ହଣ୍ଟର ମୋଟର ସାଇକେଲ ମିଳିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version