ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ଯାଳୟ ଜାତୀୟ ସେବା ଯୋଜନା ଓ ଯୁବ ରେଡକ୍ରସ୍ ଶାଖା ଦ୍ୱାରା ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ ତମ ଜନ୍ମ ଦିବସ ଉପଲକ୍ଷେ ‘ଏକ୍ ପେଡ୍ ମା କେ ନାମ’ ୨.୦ କାର୍ଯ୍ୟକ୍ରମ ରେ ବୃକ୍ଷ ରୋପଣ କରାଯାଇଛି l

ଏଥିରେ ଅଧ୍ଯକ୍ଷ ଲକ୍ଷ୍ମଣ ପାଳ, ଯୁବ ରେଡକ୍ରସ୍ କନ୍ଧମାଳ ଜିଲ୍ଲା ସଂଯୋଜକ ଡ.ବିଭୂତି ଭୂଷଣ ଆଚାର୍ଯ୍ଯ, ଶୈକ୍ଷିକ ପରାମର୍ଶଦାତା ଡ.ସୁଶାନ୍ତ କୁମାର ଦାସ, ଅଧ୍ଯାପକ ପରିଷଦ ସଂପାଦକ ତେଜେଶ୍ୱର ନାୟକ, ଅଧ୍ଯାପକ ସରୋଜ କୁମାର ପାଠୀ,
















