• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜାତୀୟ ମେଡିଏସନ୍‌ କର୍ମଶାଳା ନେଇ ଆଇନ ମନ୍ତ୍ରୀଙ୍କ ସମୀକ୍ଷା

Proprietor Abhimanyu Maharana by Proprietor Abhimanyu Maharana
September 22, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଜାତୀୟ ମେଡିଏସନ୍‌ କର୍ମଶାଳା ନେଇ ଆଇନ ମନ୍ତ୍ରୀଙ୍କ ସମୀକ୍ଷା
Share on FacebookShare on TwitterWhatsapp

-ଗଠନ ହେବ କଣ୍ଟ୍ରୋଲ ରୁମ୍‌

-ବିଚାରପତି ଓ ଭିଆଇପିଙ୍କ ପ୍ରୋଟୋକଲ୍‌ ଉପରେ ଗୁରୁତ୍ୱ

-ସବୁ ବିଭାଗ ସମନ୍ୱୟରେ କର୍ମଶାଳାକୁ ସଫଳ କରିବାକୁ ପରାମର୍ଶ

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଅନେକ ବଡ଼ ବଡ଼ ଇଭେଣ୍ଟର ସଫଳ ପରିଚାଳନା କରିବାରେ ଓଡ଼ିଶା ଖୁବ୍‌ ଆଗରେ । ରାଜ୍ୟରେ କାର୍ଯ୍ୟରତ ଦକ୍ଷ ଅଧିକାରୀଙ୍କ ନିକଟରେ ଏଥି ନେଇ ଅନେକ ଅଭିଜ୍ଞତା ରହିଛି । ତେଣୁ ନିଜର ଅଭିଜ୍ଞତାକୁ ଆଧାର କରି ଆସନ୍ତା ସେପେଫମ୍ବର ୨୮ରେ ହେବାକୁ ଥିବା ଜାତୀୟ ମେଡ଼ିଏସନ୍‌ କର୍ମଶାଳାକୁ ସଫଳ କରିବା ପାଇଁ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମତବ୍ୟକ୍ତ କରିଛନ୍ତି ।

ରାଜ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୂଜା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ପୁଲିସ ଡିଜି ଶ୍ରୀ ୱାଇ. ବି. ଖୁରାନିଆ, ଆଇନ ସଚିବ ଶ୍ରୀ ମାନସ ରଞ୍ଜନ ବାରିକ୍‌, ଭୁବନେଶ୍ୱର-କଟକ ପୁଲିସ କମିଶନର ଶ୍ରୀ ଦେବଦତ୍ତ ସିଂଙ୍କ ଉପସ୍ଥିତିରେ ଅନୁଷ୍ଠିତ ସମୀକ୍ଷା ବୈଠକରେ କର୍ମଶାଳାରେ ଯୋଗଦେବାକୁ ଥିବା ବିଚାରପତି, ଭିଭିଆଇପି ଓ ଅତିଥିମାନଙ୍କ ବିବରଣୀ, କର୍ମଶାଳାରେ ଆଲୋଚନା ହେବାକୁ ଥିବା ବିଷୟ,

ଉପବେଶନ ସ୍ଥଳ, ଅତିଥିମାନଙ୍କ ଯିବାଆସିବା ଓ ରହଣି ସହ ପୁରୀ, କୋଣାର୍କ ଓ ଲିଙ୍ଗରାଜ ଭଳି ପର୍ଯ୍ୟଟନ କ୍ଷେତ୍ର ଭ୍ରମଣ ନେଇ ଆଲୋଚନା ହୋଇଥିଲା । କର୍ମଶାଳା ସମୟରେ ଟ୍ରାଫିକ୍‌ ପରିଚାଳନା ଓ ସୁରକ୍ଷା ନେଇ ମଧ୍ୟ ଆଲୋଚନା ହୋଇଥିଲା । ପ୍ରଥମ ଥର ପାଇଁ ଓଡ଼ିଶାରେ ହେବାକୁ ଥିବା ଏହି କର୍ମଶାଳାରେ ସର୍ବୋଚ୍ଚ ନ୍ୟାୟାଳୟର ପ୍ରଧାନ ବିଚାରପତି ବି. ଆର୍‌. ଗାଭାଇଙ୍କ ସମେତ ଅନ୍ୟ ବିଚାରପତି ଏବଂ ବିଭିନ୍ନ ରାଜ୍ୟର ବିଚାରପତି,

ଆଇନ ମନ୍ତ୍ରୀ ଏବଂ ଆଡ୍‌ଭୋକେଟ୍‌ ଜେନେରାଲମାନେ ଯୋଗ ଦେଉଥିବାରୁ ଓଡ଼ିଶାରୁ ସମସ୍ତେ ଯେପରି ସୁଖଦ ଅନୁଭୂତି ନେଇ ପ୍ରତ୍ୟାବର୍ତ୍ତନ କରିବେ ସେଥି ନେଇ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ବୈଠକରେ ଗୁରୁତ୍ୱାରୋପ କରିଥିଲେ । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବାଣିଜ୍ୟ ଓ ପରିବହନ ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ସୁରଞ୍ଜିତା ଜେନା, ଆଇନ ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀ ଶିବ ପ୍ରସାଦ ମହାପାତ୍ରଙ୍କ ସମେତ ବିଭିନ୍ନ ସଂପୃକ୍ତ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାମ୍ବାଦିକ ଭବନରେ ମେଗା ରକ୍ତଦାନ ଶିବିର, ୯୩ ୟୁନିଟ୍ ସଂଗୃହିତ

ସାମ୍ବାଦିକ ଭବନରେ ମେଗା ରକ୍ତଦାନ ଶିବିର, ୯୩ ୟୁନିଟ୍ ସଂଗୃହିତ

August 6, 2026
ରାଜ୍ୟ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଏକ ଚାରି ଦଫା ସମ୍ବଳିତ ଦାବୀ ପତ୍ର

ରାଜ୍ୟ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଏକ ଚାରି ଦଫା ସମ୍ବଳିତ ଦାବୀ ପତ୍ର

August 6, 2026
ଏ.ବି.ପି.ଏମ୍.ଜେ.ଏ.ୱାଇ – ଜି.ଜେ. ଏ.ୱାଇରେ ଓଡ଼ିଶାବାସୀଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ କ୍ୟାନସର ଚିକିତ୍ସା ଅଭିଯାନ ଅଧିନରେ ଅଧିକ 91 ଟି ପ୍ୟାକେଜ ସାମିଲ

ଏ.ବି.ପି.ଏମ୍.ଜେ.ଏ.ୱାଇ – ଜି.ଜେ. ଏ.ୱାଇରେ ଓଡ଼ିଶାବାସୀଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ କ୍ୟାନସର ଚିକିତ୍ସା ଅଭିଯାନ ଅଧିନରେ ଅଧିକ 91 ଟି ପ୍ୟାକେଜ ସାମିଲ

August 5, 2026
ଡାକ୍ତର ଙ୍କ ଲୋଗ ଲଗାଇ ଗଞ୍ଜେଇ ଚାଲାଣ, ୩୨ କେଜି ଗଞ୍ଜେଇ ଜବତ ୬ ଗିରଫ

ଡାକ୍ତର ଙ୍କ ଲୋଗ ଲଗାଇ ଗଞ୍ଜେଇ ଚାଲାଣ, ୩୨ କେଜି ଗଞ୍ଜେଇ ଜବତ ୬ ଗିରଫ

August 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାମ୍ବାଦିକ ଭବନରେ ମେଗା ରକ୍ତଦାନ ଶିବିର, ୯୩ ୟୁନିଟ୍ ସଂଗୃହିତ

ସାମ୍ବାଦିକ ଭବନରେ ମେଗା ରକ୍ତଦାନ ଶିବିର, ୯୩ ୟୁନିଟ୍ ସଂଗୃହିତ

August 6, 2026
ରାଜ୍ୟ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଏକ ଚାରି ଦଫା ସମ୍ବଳିତ ଦାବୀ ପତ୍ର

ରାଜ୍ୟ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଏକ ଚାରି ଦଫା ସମ୍ବଳିତ ଦାବୀ ପତ୍ର

August 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version