• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରବଳ ବର୍ଷା ପରେ ପୁଣି କଳିଙ୍ଗା ଘାଟିରେ ଅଘଟଣ : ପଥର ଖସିବା ପରେ ନିର୍ମାଣ କାମ ବନ୍ଦ

Proprietor Abhimanyu Maharana by Proprietor Abhimanyu Maharana
September 22, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
ପ୍ରବଳ ବର୍ଷା ପରେ ପୁଣି କଳିଙ୍ଗା ଘାଟିରେ ଅଘଟଣ : ପଥର ଖସିବା ପରେ ନିର୍ମାଣ କାମ ବନ୍ଦ
Share on FacebookShare on TwitterWhatsapp

କନ୍ଧମାଳ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- କଳିଙ୍ଗା ଘାଟିରେ ସୋମବାର ପୁଣି ଅଘଟଣ । ପ୍ରବଳ ବର୍ଷା ପରେ ପୁଣି ଖସିଲା ପଥର । ନିର୍ମାଣ କାର୍ଯ୍ଯ ଚାଲିଥିବା ବେଳେ ପଥର ଖସିଲା । ପ୍ରବଳ ବର୍ଷା ଏବଂ ପଥର ଖସିବା କାରଣରୁ ବନ୍ଦ ରହିଲା ନିର୍ମାଣ କାର୍ଯ୍ଯ । ଭୁସ୍ଖଳନ ପରେ ରାସ୍ତା କାମ ଚାଲିଥିବା ବେଳେ ପୁଣି ପାହାଡ ପାଣି ଆସି ସେସବୁ ଧୋଇ ନେଲା ।ସେପଟେ ଗତ ରାତ୍ରିରେ ମଧ୍ଯ ପଥର ଖସିଥିବା ସୂଚନା ରହିଛି । ଲଗାଣ ବର୍ଷା ଫଳରେ ପୁନରୁଦ୍ଧାର କାମ ପାଇଁ ବିଛା ଯାଇଥିବା ସାମଗ୍ରୀ ପୁଣି ଧୋଇ ଯାଇଛି । ତେବେ ବର୍ଷା ବଢିଲେ ଅଘଟଣ ଘଟୁଛି । ପୁଣି ଥରେ ଅଘଟଣ ହେବା ଫଳରେ ରାଞ୍ଚି – ବିଜୟୱାଡା କରିଡ଼ର ରାସ୍ତାରେ ଗାଡି ଚଳାଚଳ ନେଇ ପୁଣି ବିଳମ୍ବ ହେବା ସମ୍ଭାବନା ଦେଖାଦେଇଛି ।

ଗତ ୧୬ ତାରିଖ ଅପରାହ୍ନରେ ବାଦଲଫଟା ବର୍ଷା ଯୋଗୁଁ ପରେ କନ୍ଧମାଳ ଜିଲ୍ଲା କଳିଙ୍ଗା ଘାଟିର ଅନ୍ଧାରକୋଟ ନିକଟ ଏକ ଛୋଟ ଝରଣାରେ ଭୁସ୍ଖଳନ ଘଟି ପାହାଡ଼ ଶିଖରରୁ ବଡ଼ବଡ଼ ପଥର, ଗଛ, ମାଟି ରାସ୍ତାକୁ ଖସିବା ସହ ୩୦ଫୁଟ ରାସ୍ତା ସମ୍ପୂର୍ଣ୍ଣ ଧୋଇ ନେଇଯାଇ ଥିଲା। ଫଳରେ ଦକ୍ଷିଣ ଓଡ଼ିଶାରୁ ପଶ୍ଚିମ ଓଡ଼ିଶାର ବିଭିନ୍ନ ସହର ସମେତ କନ୍ଧମାଳ ଜିଲ୍ଲାକୁ ଗମନାଗମନ ବିଚ୍ଛିନ୍ନ ହୋଇଯାଇ ଥିଲା। ୧୫୭ ନମ୍ବର ଜାତୀୟ ରାଜପଥରେ ଏହିଭଳି ଭୁସ୍ଖଳନ ଦୃଶ୍ୟ ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ନିଦ ହଜେଇ ଦେଇଥିଲା ।

ବିଭାଗୀୟ ଅଧିକାରୀ ଯନ୍ତ୍ରୀଗଣ ଘଟଣାସ୍ଥଳରେ ପହଞ୍ଚି କିଭଳି ଏହି ରାସ୍ତା କମ ସମୟ ଭିତରେ ଯାତାୟତ ନିମନ୍ତେ ସୁବନ୍ଦୋବସ୍ତ କରାଯାଇପାରିବ ତାର ବ୍ୟବସ୍ଥା କରୁଥିବା ବେଳେ ଏବେ ପୁଣି ଥରେ ପଥର ଖସିଛି । କଳିଙ୍ଗା ଘାଟିରେ ଗତ ୧୬ ତାରିଖ ଦିନ ଘଟିଥିବା ଭୂସ୍ଖଳନ ସବୁଦିନ ପାଇଁ ମନେ ରହିବ । ପୂର୍ବରୁ ଏଠାରେ ଏତେ ବଡ଼ ଅଘଟଣ ଘଟି ନଥିଲା । ଜଳବାୟୁ ପରିବର୍ତ୍ତନ ଯୋଗୁଁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି ବୋଲି ବୁଦ୍ଧିଜୀବୀମାନେ ମତ ଦେଉଛନ୍ତି । କଳିଙ୍ଗା ଘାଟିରେ କାର୍ଯ୍ୟ କରୁଥିବା ଏକ ବାହାର ରାଜ୍ୟର ଏକ ଠିକା କମ୍ପାନି ଅଧିକାରୀଙ୍କ ସହ ଆଲୋଚନା କରି ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେବା ପରେ ଉକ୍ତ ରାସ୍ତା କାର୍ଯ୍ୟକୁ ଠିକା କମ୍ପାନି ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରିଥିବା ବେଳେ ବର୍ଷା ବାଧକ ସାଜିଛି ।

ଠିକା କମ୍ପାନି ବିଭିନ୍ନ ଯନ୍ତ୍ରପାତି ବ୍ୟବହାର କରି ଘାଟିର ଡାହାଣ ପାର୍ଶ୍ଵରେ ଥିବା ପାହାଡ଼ର ପାଣିର ଦିଗ ପରିବର୍ତ୍ତନ ସହ ପଥରର କିଛି ଅଂଶକୁ ବ୍ଳାଷ୍ଟିଂ କରି ଅସ୍ଥାୟୀ ରାସ୍ତା ନିର୍ମାଣରେ ଲାଗିପଡିଥିବା ଦୃଶ୍ୟ ଦେଖିବାକୁ ମିଳିଥିବା ବେଳେ ରାସ୍ତାରୁ ସମ୍ପୂର୍ଣ୍ଣ ପଥର ମାଟି ତଳକୁ ଖସେଇବା ପରେ ବାଲି ବସ୍ତା ପକେଇ, ମାଟି ପକେଇ ସମତଳ କାର୍ଯ୍ୟ ଆରମ୍ଭ ହୋଇଥିଲା। ଆଉ କିଛି ଦିନ ଭିତରେ ଅସ୍ଥାୟୀ ରାସ୍ତା କାର୍ଯ୍ୟ ଶେଷ ହେବା ନେଇ ଆଶା ଦେଖା ଦେଇଥିବା ବେଳେ ପୁଣି ଏକ ଅଘଟଣ ନିର୍ମାଣ କାମରେ ବାଧା ସୃଷ୍ଟି କରିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version