• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୁତି ସ୍ବତନ୍ତ୍ର ବିଦ୍ୟାଳୟରେ ଆନ୍ତର୍ଜାତିକ ସାଂକେତିକ ଭାଷା ଦିବସ ପାଳନ

Proprietor Abhimanyu Maharana by Proprietor Abhimanyu Maharana
September 25, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଶ୍ରୁତି ସ୍ବତନ୍ତ୍ର ବିଦ୍ୟାଳୟରେ ଆନ୍ତର୍ଜାତିକ ସାଂକେତିକ ଭାଷା ଦିବସ ପାଳନ
Share on FacebookShare on TwitterWhatsapp

ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :-  ସହିଦ୍ ଯୁବ ସଂଘ୍,ନୟାଗଡ଼ ଦ୍ବାରା ପରିଚାଳିତ ଶ୍ରୁତି ଶ୍ରବଣ ଓ ବାକ ବାଧିତ ଶିଶୁ ମାନଙ୍କ ପାଇଁ ସ୍ବତନ୍ତ୍ର ବିଦ୍ୟାଳୟ ରେ ଆନ୍ତର୍ଜାତିକ ସାଂକେତିକ ଭାଷା ଦିବସ ପାଳନ ହୋଇଯାଇଅଛି l ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଶ୍ରୁତି ର ଅଧ୍ୟକ୍ଷା ଜୟଶ୍ରୀ ନାୟକ ଅଧକ୍ଷତା କରି ଆନ୍ତର୍ଜାତିକ ସାଂକେତିକ ଭାଷା ଦିବସ ର ମହତ୍ତ୍ଵ ଓ ଚଳିତ ବର୍ଷ ର ବିଷୟବସ୍ତୁ” ସାଂକେତିକ ଭାଷା ଅଧିକାର ବ୍ୟତୀତ ମାନବାଧିକାର ନିରର୍ଥକ ” ଉପରେ ଆଲୋକ ପାତ କରିଥିଲେ l

କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରି ବାକ ଚିକିତ୍ସକ ସ୍ଵର୍ଣ୍ଣ ପରୀ ପ୍ରିୟଦର୍ଶିନୀ ସମସ୍ତ ବାକ ଓ ଶ୍ରବଣ ବାଧିତ୍ ଛାତ୍ର ଛାତ୍ରୀ ମାନଙ୍କୁ ସାଂକେତିକ ଭାଷା ରେ ଆଜିର କାର୍ଯ୍ୟକ୍ରମକୁ ଉପସ୍ଥାପନା କରିଥିଲେ l ସ୍ବତନ୍ତ୍ର ଶିକ୍ଷକ ଆନନ୍ଦ କୁମାର ଚୌଧୁରୀ, ଜିତେନ୍ଦ୍ର ସେନାପତି, ମିଥୁନ ମଲ୍ଲିକ, ଶିକ୍ଷୟିତ୍ରୀ ଲତା ସାହୁ ଆଜିର ଦିବସ ର ତାତ୍ପର୍ଯ୍ୟ ଓ ସାଂକେତିକ ଭାଷା ସମସ୍ତଙ୍କ ର ଭାଷା ହେବା ଉଚିତ୍ ବୋଲି ଅଭିହିତ କରିଥିଲେ l

ଏହି ଭାଷା ର ପ୍ରଚଳନ ସ ରକାରୀ ଓ ଘରୋଇ କ୍ଷେତ୍ରରେ ପ୍ରଚାର ପ୍ରସାର ହେଲେ ସମସ୍ତ ବାକ ଓ ଶ୍ରବଣ ବାଧିତ ବ୍ୟକ୍ତି ମାନଙ୍କ ର ଅଧିକାର ସୁରକ୍ଷିତ ହୋଇପାରିବ ବୋଲି ମତ ବ୍ୟକ୍ତ କରିଥିଲେ l କାର୍ଯ୍ୟ କ୍ରମକୁ ମମତା ସାହୁ ଓ ସନ୍ଦୀପ ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ l ବିଦ୍ୟାଳୟର ୪୦ଜଣ ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

May 3, 2026
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

May 3, 2026
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version