ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ସୁକନ୍ୟା ସମୃଦ୍ଧି ଯୋଜନା ନେଇ ଏକ ସଚେତନତା କାର୍ଯ୍ୟକ୍ରମ କରିଛନ୍ତି ସାଂସଦ ଇଂ ବଳଭଦ୍ର ମାଝୀ। ଆଜି ପୂର୍ବାହ୍ନରେ ମାଲକାନଗିରି ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ମୁଖ୍ୟ ଶାଖା ଠାରେ ମୁଖ୍ୟ ଅତିଥି ଭାବେ ସାଂସଦ ଇଂ ମାଝୀ ଯୋଗ ଦେଇ ୧୦ ବର୍ଷରୁ କମ୍ ବାଳିକା ମାନଙ୍କର ସୁକନ୍ୟା ସମୃଦ୍ଧି ଯୋଜନା ରେ ଏକାଉଣ୍ଟ୍ ଖୋଲିବା ପାଇଁ ପଦକ୍ଷେପ ନେଇଛନ୍ତି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ, ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣିଗ୍ରାହୀ, ଏସବିଆଇ ମୁଖ୍ୟ ପରିଚାଳକ ବିନୋଦ କୁମାର ବିଷୋୟୀ,















