• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବଡପଣ୍ଡୁସରରେ ସ୍ୱତନ୍ତ୍ର ଚିକିତ୍ସା ଶିବିର

Proprietor Abhimanyu Maharana by Proprietor Abhimanyu Maharana
September 29, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ବଡପଣ୍ଡୁସରରେ ସ୍ୱତନ୍ତ୍ର ଚିକିତ୍ସା ଶିବିର
Share on FacebookShare on TwitterWhatsapp

ନୟାଗଡ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ନୟାଗଡ ବ୍ଲକ ଅଧିନସ୍ଥ ବଡପଣ୍ଡୁସର ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ପରିସରରେ ସୁସ୍ଥ ନାରୀ – ସଶକ୍ତ ପରିବାର ଅଭିଯାନ କାର୍ଯ୍ୟକ୍ରମ ଅଧୀନରେ ଏକ ସ୍ୱତନ୍ତ୍ର ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ ନୟାଗଡ ବିଧାୟକ ଡକ୍ଟର ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସ୍ଥାନୀୟ ଜନସାଧାରଣଙ୍କୁ ଏହି ଚିକିତ୍ସା ଶିବିରର ଲାଭ ଉଠାଇବାକୁ ପରାମର୍ଶ ପ୍ରଦାନ କରିଥିଲେ । ସମସ୍ତ ଡାକ୍ତର ଓ ସ୍ଵାସ୍ଥ୍ୟ ବିଭାଗ କର୍ମଚାରୀମାନେ ଉତ୍ସର୍ଗିକୃତଭାବେ ସ୍ଵାସ୍ଥ୍ୟସେବା ଯୋଗାଇ ଦେଉଥିବାରୁ ପ୍ରସଂଶା କରିଥିଲେ ।

ଏହି ଅବସରରେ ରାଷ୍ଟ୍ରୀୟ ବାଲ ସ୍ଵାସ୍ଥ୍ୟ କାର୍ଯ୍ୟକ୍ରମରେ ନିଯୋଜିତ ଡାକ୍ତର ସ୍ଵର୍ଣ୍ଣଲତା ପରିଡା ସାନପଣ୍ଡୁସର ଗ୍ରାମର ଜଣେ ଯକ୍ଷ୍ମାରୋଗୀଙ୍କୁ ପୋଷ୍ୟ ଭାବେ ଗ୍ରହଣକରି ଚିକିତ୍ସା ଚାଲିଥିବା ପର୍ଯ୍ୟନ୍ତ ସୁଷମ ଖାଦ୍ୟ କୀଟ ପ୍ରଦାନ ପାଇଁ ସମ୍ମତି ପ୍ରଦାନ କରାଯାଇଥିଲା । ଏହି ଅଭିଯାନ ମାଧ୍ୟମରେ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା ଉପଲବ୍ଧ ମାତୃତ୍ଵ ସେବା ସହିତ ମହିଳାମାନଙ୍କର ସ୍ୱାସ୍ଥ୍ୟ ପରୀକ୍ଷା, ଅଣସଂକ୍ରାମକ ରୋଗର ଚିହ୍ନଟ, ଟୀକାକରଣ, ଯକ୍ଷ୍ମା ଓ କର୍କଟ ପରୀକ୍ଷା, ସିକିଲ ସେଲ ଓ ଥାଲାସେମିଆ ପରୀକ୍ଷା ସହିତ ସ୍ୱାସ୍ଥ୍ୟ ସଚେତନତା କରାଯାଉଛି ବୋଲି ସୂଚନା ପ୍ରଦାନ କରାଯାଇଥିଲା ।

ଏଥିସହିତ ବିଦ୍ୟାଳୟମାନଙ୍କରେ ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ ୟୁନିଟ୍ ମାଧ୍ୟମରେ ଛାତ୍ରଛାତ୍ରୀମାନଙ୍କର ସ୍ଵାସ୍ଥ୍ୟ ପରୀକ୍ଷା କରାଯିବ । ସମସ୍ତ ସ୍ୱାସ୍ଥ୍ୟ କେନ୍ଦ୍ରରେ ବିଶେଷ ସେବା ପ୍ରଦାନ ପାଇଁ ବ୍ୟବସ୍ଥା ହୋଇଛି ବୋଲି ଆଲୋଚନା କରାଯାଇଥିଲା । ଏହି ଅଭିଯାନ ସମୟରେ ଲାଭାର୍ଥୀମାନେ ନିଜର ଆଧାର କାର୍ଡ କିମ୍ବା ଆଭା ନମ୍ବର ସହିତ ଯେକୌଣସି ସ୍ଵାସ୍ଥ୍ୟ କେନ୍ଦ୍ରମାନଙ୍କରେ ପହଁଚିଲେ

ସୂଚାରୁରୂପେ ସେମାନଙ୍କର ପଞ୍ଜୀକରଣ ସହିତ ସ୍ଵାସ୍ଥ୍ୟ ପରୀକ୍ଷା ଓ ଚିକିତ୍ସା ପାଇଁ ପରାମର୍ଶ ଦିଆଯାଇପାରିବ ବୋଲି ମୁଖ୍ୟ ଜିଲ୍ଲା ଚିକିତ୍ସା ଏବଂ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସୁଶାନ୍ତ କୁମାର ଦାସ କହିଥିଲେ । ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧୀକ୍ଷକ ଡାକ୍ତର ଜ୍ଞାନଜ୍ୟୋତି ଦାସ, ବିଶେଷଜ୍ଞ ଡାକ୍ତର ପୀତବାସ ତ୍ରିପାଠୀ, ଡାକ୍ତର ପ୍ରଶାନ୍ତ ନାୟକ, ଡାକ୍ତର ସବିତା ବରାଡ଼, ବ୍ଲକ କାର୍ଯ୍ୟକ୍ରମ ପରିଚାଳିକା ନିବେଦିତା ପ୍ରଧାନ, ବରିଷ୍ଠ ଚିକିତ୍ସା ତଦାରଖକାରୀ ଦୀପକ ଦଳବେହେରା ଓ ସ୍ୱାସ୍ଥ୍ୟ ବିଭାଗର ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ସୁରେନ୍ଦ୍ର ପ୍ରଧାନ ପ୍ରମୁଖ ଯୋଗଦେଇ ଶିବିର ପରିଚାଳନାରେ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

May 3, 2026
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

May 3, 2026
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version