• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

୨ ଶହ ଗ୍ରାମ ବ୍ରାଉନସୁଗାର ଜବତ ୨ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
September 30, 2025
in ଅପରାଧ, ଓଡ଼ିଶା, ପୁରୀ, ହୋମ୍
0
୨ ଶହ ଗ୍ରାମ ବ୍ରାଉନସୁଗାର ଜବତ ୨ ଗିରଫ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ପୁରୀ ସଦରଥାନା ଅଧୀନ ନୀଳଚକ୍ର ନଗରରୁ ପୋଲିସ ୨ ଶହ ଗ୍ରାମ ବ୍ରାଉନସୁଗାର ଜବତ କରିଛି । ଏ ସମ୍ପର୍କରେ ପୁରୀ ସଦରଥାନାରେ ୫୭୮/୨୫ ରେ ମାମଲା ରୁଜୁ କରି ଅଭିଯୁକ୍ତ ନୀଳଚକ୍ର ନଗରର ସୁକାନ୍ତି ପଣ୍ଡା (୬୦) ଓ ବାଲେଶ୍ଵର ଜିଲ୍ଲା ଜଳେଶ୍ଵର ର ମହମ୍ମଦ ଶାଜଦ ଓରଫ ରାଜା ( ୩୦) ବର୍ଷକୁ ପୋଲିସ ଶନିବାର ଗିରଫ କରି କୋର୍ଟ ଚାଲାଣ କରିଛି ।

ତାଙ୍କ ଠାରୁ ୨ଶହ ଗ୍ରାମ ବ୍ରାଉନସୁଗାର, ଗୋଟିଏ ବାଇକ, ଦୁଇଟି ଓପୋ ମୋବାଇଲ ଫୋନ ଓ ନଗଦ ୫ ହଜାର ୨ ଶହ ଟଙ୍କା ପୋଲିସ ଜବତ କରିଛି । ଏହାର ଆନୁମାନିକ ମୂଲ୍ଯ ୨୨ ଲକ୍ଷ ଟଙ୍କା ହେବ । ବିଶେଷ ସୁତ୍ରରୁ ଖବର ପାଇ ପୋଲିସ ଏହି ଚଢାଉ କରିଥିଲା । ଏ ସମ୍ପର୍କରେ ଶନିବାର ସଂଧ୍ଯାରେ ଏସପି ପ୍ରତୀକ ସିଂଙ୍କ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଅପରେସନ ଚକ୍ର ଜିଲ୍ଲା ସାରା ବୁଲୁଛି ।

ନିଶା କାରବାର ରୋକିବା ପାଇଁ ଜିଲ୍ଲାର ସମସ୍ତ ଥାନା ଗୁଡିକୁ ନିର୍ଦ୍ଦେଶ ଦିଆଯାଇଛି । ପୁରୀ ଜିଲ୍ଲାର ଅପରାଧ ରୋକିବା ଓ ନିଶା କାରବାର ବନ୍ଦ କରିବା ପାଇଁ କଡା ପଦକ୍ଷେପ ନିଆଯାଉଛି । ନିଶା ଆସୁଛି କେଉଁଠୁ, ଆଣୁଛି କିଏ, ରଖୁଛି କିଏ ଓ ବିକ୍ରି କରୁଛି କିଏ ପୋଲିସ ତୀକ୍ଷ୍ଣ ନଜର ରଖିଛି । ମହିଳା ଜଣକ ବହୁ ଦିନ ଧରି ଏହି ବେପାର କରୁଥିଲେ । ଆଗକୁ ଏହି ଚଢାଉ ଯୋରଦାର କରାଯିବ ବୋଲି ଏସପି ଶ୍ରୀ ସିଂ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Junior & Senior Artistic Gymnastics National Championships 2026–27

Junior & Senior Artistic Gymnastics National Championships 2026–27

April 28, 2026
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026
ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

April 28, 2026
ଜାତିଗତ ଜନ ଗଣନାର ୧୨ ନମ୍ବର କଲମରେ ପଚାରା ଯାଉଥିବା ପ୍ରଶ୍ନରେ ଓବିସି ସାମିଲ କରିବା ଦାବି ନେଇ ରାଜଧାନୀ ରେ ବିକ୍ଷୋଭ ଓ ଧାରଣା

ଜାତିଗତ ଜନ ଗଣନାର ୧୨ ନମ୍ବର କଲମରେ ପଚାରା ଯାଉଥିବା ପ୍ରଶ୍ନରେ ଓବିସି ସାମିଲ କରିବା ଦାବି ନେଇ ରାଜଧାନୀ ରେ ବିକ୍ଷୋଭ ଓ ଧାରଣା

April 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Junior & Senior Artistic Gymnastics National Championships 2026–27

Junior & Senior Artistic Gymnastics National Championships 2026–27

April 28, 2026
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version