• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସ୍ୱଚ୍ଛତା ‌ହଁ ସେବା ମହାତ୍ମା ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ

Proprietor Abhimanyu Maharana by Proprietor Abhimanyu Maharana
October 2, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ସ୍ୱଚ୍ଛତା ‌ହଁ ସେବା ମହାତ୍ମା ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ
Share on FacebookShare on TwitterWhatsapp

ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ନୟାଗଡ଼ ଜିଲ୍ଲା ପ୍ରଶାସନ ଓ ପୌର ପରିଷଦ ର ମିଳିତ ସହଯୋଗ ରେ ଆୟୋଯିତ ଜିଲ୍ଲା ସ୍ତରୀୟ ଗାନ୍ଧୀ ଜୟନ୍ତୀ ଓ ଲାଲ ବା ହା ଦୂର shastree ଙ୍କ ଜୟନ୍ତୀ ସହିତ ସ୍ଵଚ୍ଛ ତା ଉତ୍ସବ ର ଆଜି udjapani ସମାରୋହ ଅନୁଷ୍ଠିତ ହୋଇଯାଇଛି. ପ୍ରାତଃ ୪.୩୦ ମିନିଟ ସମୟରେ ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ ତରଫରୁ ରାମଧୁନ ସଙ୍ଗୀତ ପରିବେଷଣ କରାଯାଇ ନୟାଗଡ଼ ସହର ପରିକ୍ରମା କରିଥିଲା ।

ସକାଳ ୮.୫୦ ମିନିଟ ସମୟରେ ତ୍ରିନାଥ ଛକରେ‌ ଅବସ୍ଥାପିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରାଯାଇଥିଲା । ସକାଳ ୯.୦୦ ଘଣ୍ଟା ସମୟରେ ପ୍ରାଣୀ ସାମନ୍ତ ଅଡିଟୋରିୟମରେ ଏକ ବୈଠକ ଅନୁଷ୍ଠିତ ସୋଇଥିଲା । ଏଥିରେ ଜିଲ୍ଲାପାଳ ମୁଖ୍ୟ ଅତିଥି ଥିବା ବେଳେ ଜିଲ୍ଲା ପରିଷଦ ଅଧ୍ୟକ୍ଷ, ଇ. ଦେବାଶିଷ ପଟ୍ଟନାୟକ,  ଅଧ୍ୟକ୍ଷା, ମୁନିସପାଲିଟି ନୟାଗଡ଼ ନିରୁପମା ଖଟେଇ ,ଏବଂଊପାଧ୍ୟକ୍ଷ

,ମୁନିସିପାଲିଟି ନୟାଗଡ଼ ଗୁରୁପ୍ରସାଦ ଜେନା, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଜ୍ୟୋତ୍ସ୍ନା ମୟୀ ଆଚାର୍ଯ୍ୟ , ସହିତ Councilor ମାନେ ଯୋଗ ଦେଇଥିଲେ. ବୈଠକ ର ପ୍ରାରମ୍ଭରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ପରିବେଷଣ କରାଯାଇ ଥିଲା । ପରେ ପରେ ମହାତ୍ମାଗାନ୍ଧୀ ଏବଂ ଲାଲ ବାହାଦୁର ଶାସ୍ତ୍ରୀ ଙ୍କ ଫଟୋ ରେ ଅତିଥି ମାନେ ଷ୍ପସୁମନ‌ ଅର୍ପଣ କରିଥିଲେ ।

ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ଏବଂ ଉତ୍ତରିୟ ପ୍ରଦାନ କରାଯାଇ ସମ୍ଵର୍ଦ୍ଧନା କରାଯାଇଥିଲା । ବିଭିନ୍ନ୍ କ୍ଷେତ୍ର ରେ କୃତୀ ଛାତ୍ର ଛାତ୍ରୀ, ବ୍ୟକ୍ତି ବିଶେଷ ଙ୍କୁ ମାନ ପତ୍ର ସହିତ ପୁରସ୍କାର ପ୍ରଦାନ କରାଗଲା . ସଫେଇ mitra ଙ୍କ ସହିତ ସମୁଦାୟ 228 ଜଣ ଙ୍କୁ ଜିଲ୍ଲାପାଳ ପୁରସ୍କୃତ କରିଥିଲେ. ଏହି କାର୍ଯ୍ୟକ୍ରମରେ ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ ସଂଯୋଜନା କରିଥିଲେ କାର୍ଯ୍ୟ ନିର୍ବାହୀ ଅଧିକାରୀ ନୟାଗଡ଼, ସ୍ନେହଲତା ଆଚାର୍ଯ୍ୟ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version