• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲା ରେ ବିଶ୍ବ ପର୍ଯ୍ୟଟନ ଦିବସ-୨୦୨୫ ପାଳନ

Proprietor Abhimanyu Maharana by Proprietor Abhimanyu Maharana
October 3, 2025
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲା ରେ ବିଶ୍ବ ପର୍ଯ୍ୟଟନ ଦିବସ-୨୦୨୫ ପାଳନ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି  (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଗଜପତି ଜିଲ୍ଲାରେ ବିଶ୍ବ ପର୍ଯ୍ୟଟନ ଦିବସ ପାଳିତ ହୋଇଯାଇଛି । ଏହି ଦିବସ ଅବସରରେ ଗଜପତି ର ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନି ମାଝୀ ମୁଖ୍ୟ ଅତିଥି ରୁପେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ବଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ପରେ ଭାରପ୍ରାପ୍ତ ପର୍ଯ୍ୟଟନ ଅଧିକାରୀ ଶ୍ରୀଯୁକ୍ତ ଅରୁଣ କୁମାର ତ୍ରିପାଠୀ ଉପସ୍ଥିତ ମୁଖ୍ୟ ଅତିଥି ତଥା ଅନ୍ୟ ଅତିଥି ବୃନ୍ଦ ଓ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ର ଓ ଛାତ୍ରୀଙ୍କୁ ସ୍ବାଗତ କରିବା ସହ 

ଏହି ଦିବସ ପାଳନ କରିବାର ଉଦ୍ଦେଶ୍ୟ ଓ ଆବଶ୍ୟକତା ବିଷୟରେ ସମସ୍ତଙ୍କୁ ଅବଗତ କରାଇଥିଲେ। ତା ସହ ଜିଲ୍ଲାରେ ରହିଥିବା ବିଭିନ୍ନ ପର୍ଯ୍ୟଟନ ସ୍ଥଳୀ ଯଥା ଗଣ୍ଡାହାତୀ ଜଳ ପ୍ରପାତ, ଗୁଦୁଗୁଦା ଜଳ ପ୍ରପାତ, ମାଙ୍କଡ଼ଡିଆଁ ଜଳ ପ୍ରପାତ, ଖସଡ଼ା ଜଳପ୍ରପାତ, ଚନ୍ଦ୍ରଗିରିରେ ଥିବା ତିଦ୍ଦତ ମାନଙ୍କ ଧର୍ମସ୍ଥଳୀ, ବି.ଏନ୍. ପେଲେସ୍ ର ଭିତ୍ତିଭୁମିର ବିକାଶ ରାଜ୍ୟ ପର୍ଯ୍ୟଟନ ବିଭାଗ, ଓଡି଼ଶା ସରକାରଙ୍କ ସହାୟତାରେ ଚାଲୁ ରହିଥିବା ପ୍ରକାଶ କରିଥିଲେ ।

ମୁଖ୍ୟ ଅତିଥି ଉପସ୍ଥିତ ଛାତ୍ର/ଛାତ୍ରୀ ମାନଙ୍କୁ ବିଭିନ୍ନ ଛୁଟି ସମୟରେ ଜିଲ୍ଲାର ବିଭିନ୍ନ ପର୍ଯ୍ୟଟନ ସ୍ଥଳି କୁ ବୁଲିବାକୁ ଯାଇ ତାହାର ପ୍ରାକୃତିକ ପରିବେଶକୁ ଉପଭୋଗ କରିବା ସହ ପର୍ଯ୍ୟଟନ ସ୍ଥଳରେ ପ୍ଲାଷ୍ଟିକ, ପଲିଥିନ୍ ବ୍ୟବହାର ନକରିବା ପାଇଁ ସମସ୍ତଙ୍କୁ ଅନୁରୋଧ କରିଥିଲେ । ଆଜିର ପଦକ୍ଷେପ ଆଗାମୀ ପିଢୀ ନିମନ୍ତେ ଆଶାର କିରଣ ଆଣିଦେବା ସହ ଏକ ପ୍ଲାଷ୍ଟିକ୍ ମୁକ୍ତ ଦେଶ ପ୍ରତିଷ୍ଠା ହୋଇପାରିବ ବୋଲି ମୁଖ୍ୟ ଅତିଥି ମତବ୍ୟକ୍ତ କରିଥିଲେ l

ବିଶ୍ବ ପର୍ଯ୍ୟଟନ ଦିବସର ଏହି ବର୍ଷର ବିଷୟ ବସ୍ତୁ ହେଉଛି “ପର୍ଯ୍ୟଟନ ଓ ଏହାର ସ୍ଥାୟୀ ରୂପାନ୍ତର” ଏହି ବିଷୟବସ୍ତୁ ଉପରେ ସ୍କୁଲ ଓ କଲେଜ ଛାତ୍ର/ଛାତ୍ରୀଙ୍କ ମଧ୍ୟରେ ଏକ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ପରେ କୃତି ଛାତ୍ର/ଛାତ୍ରୀଙ୍କୁ ମୁଖ୍ୟ ଅତିଥି ପୁରସ୍କାର ପ୍ରଦାନ କରିଥିଲେ ।ଅନ୍ୟ ମାନଙ୍କ ମଧ୍ୟରେ ଶ୍ରୀଯୁକ୍ତ ବିଚିତ୍ରାନନ୍ଦ ବେବର୍ତ୍ତା, ଶ୍ରୀଯୁକ୍ତ ପ୍ରମୋଦ ପାଢୀ ଏବଂ ସୁଶ୍ରୀ ଅଞ୍ଜନା ପଟ୍ଟନାୟକ ପ୍ରମୁଖ କାର୍ଯ୍ୟକ୍ରମରେ ଉପସ୍ଥିତ ରହିଥିଲେ ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ପର୍ଯ୍ୟଟନ କାର୍ଯ୍ୟାଳୟର ସହାୟକ ଶ୍ରୀ ସୁଧିର କୁମାର ହୋତା ଏବଂ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ର ସମସ୍ତ କର୍ମକର୍ତ୍ତା ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

March 8, 2026
ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

March 8, 2026
ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

March 8, 2026
ଇରାନ ଉପରେ ଆମେରିକାର ଆକ୍ରମଣ ବିରୁଦ୍ଧରେ ସିପିଆଇର ବିକ୍ଷୋଭ

ଇରାନ ଉପରେ ଆମେରିକାର ଆକ୍ରମଣ ବିରୁଦ୍ଧରେ ସିପିଆଇର ବିକ୍ଷୋଭ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

March 8, 2026
ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version