• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସନାତନ ହିନ୍ଦୁ ଧର୍ମ ଓ ନାରୀ ପ୍ରତି ଅପମାନ

Proprietor Abhimanyu Maharana by Proprietor Abhimanyu Maharana
October 4, 2025
in ଓଡ଼ିଶା, ବଲାଙ୍ଗିର, ହୋମ୍
0
ସନାତନ ହିନ୍ଦୁ ଧର୍ମ ଓ ନାରୀ ପ୍ରତି ଅପମାନ
Share on FacebookShare on TwitterWhatsapp

ବଲାଙ୍ଗୀର (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଆମେ କୋଶଲରାଏଜ ମୁକ୍ତି ମୋର୍ଚ୍ଚା ବେଲପଡ଼ା ଓ ବେଲପଡ଼ା ବଜରଙ୍ଗ ଦଳ ତରଫ ରୁ ‎( ସନାତନ ହିନ୍ଦୁ ଧର୍ମ ଓ ନାରୀ ପ୍ରତି ଅପମାନ ଜନକ ଅସଭ୍ୟ ଭାଷା ଓ ହିନ୍ଦୁ ଧର୍ମ କୁ ଆକ୍ଷେପ ଅପମାନ କରିଥିବା ବ୍ୟକ୍ତି ,)ଭକ୍ତ ଛତ୍ରିଆ ନାମକ ଜଣେ ବ୍ୟକ୍ତି ଜିଲ୍ଲା ବଲାଙ୍ଗୀର ବ୍ଲକ ପୁଇଁତଲା ଗ୍ରାମ ବାହାଲପଦର୍ ସେ ଗତ ତା ୨୯/୦୯/୨୦୨୫ ତାରିଖରେ facebook ଓ ବିଭିନ୍ନ ସୋସିଆଲ ମିଡ଼ିଆ ରେ ଗୋଟେ ପୋଷ୍ଟ କରି ଥିଲା

ସେହି ପୋଷ୍ଟ ରେ ( ଆଜିର ଦେହଜୀବୀ ଙ୍କ ଯୁଇଟିଆ ପିନ୍ଧା ) ବୋଲି ଗୋଟେ ମା ଭଉଣୀ ଓ ଆମ ସନାତନ ହିନ୍ଦୁ ଧର୍ମ କୁ ପର୍ବ କୁ ଆକ୍ଷେପ ଅପମାନ କରି ଥିଲା ଆମ ପଶ୍ଚିମ ଓଡ଼ିଶା ର ମହାନ୍ ପର୍ବ ଭାଇଯୁତିଆ ଯାହା କି ଦୁର୍ଗା ସମସ୍ତ ମା ଭଉଣୀ ଙ୍କ ଆସ୍ତା ଓ ବିଶ୍ୱାସ ରହି ଥାଏ ଓ ସେ ଏହି ଶବ୍ଦ କୁ ନେଇ ଆମେ ବଜରଙ୍ଗ ଦଳ ଦୃଢ଼ ନିନ୍ଦା କରୁଛୁ ଓ କୋଶଲ କମିଟି ସେ ବ୍ୟକ୍ତି ସମସ୍ତ ହିନ୍ଦୁ ଧର୍ମ ର ପର୍ବ ପର୍ବାଣୀରେ ଆକ୍ଷେପ କରି ସବୁ ବେଳେ ଖରାପ ଖରାପ ପୋଷ୍ଟ ମଧ୍ୟ କରିଥାଏ ଯାହା କି ତାର ଫେସବୁକ୍ ରେ ମଧ୍ୟ ଅଛି

‎ତେଣୁ କରି ଆମେ ଆଜି ଥାନା ର ଦ୍ବାରସ୍ଥ ହେଇଛୁ ପୋଲିସ ପ୍ରଶାସନ କୁ ଅନୁରୋଧ କରୁଛୁ ଯେ ଏହି ବିଷୟ କୁ ଗମ୍ଭୀର ଭାବରେ ନେଇ ଦୋଷୀ ଙ୍କୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆ ଜାଉ ! ‎ଜନାର୍ଦ୍ଦନ ସିଂ,ଜିତୁ ନାଏକ,ଯୁଗଲ ମେହେର,ସିପୁନ ଖମାରୀ, ପିଣ୍ଟୁ ବୁଡେକ,ଚନ୍ଦନ ବୁଡେକ,ସରୋଜ ନାଏକ, ଦୁଳଭ ବାଗ,ସମ୍ଭୁ ବାଗ, ନରସିଂହ ବାଗ,ସୁରେଶ ଦାଙ୍ଗ,ରାଜେଶ ବୁଡେକ, ବେଲପଡ଼ା ଗାଁ ବାସି ଉପସ୍ଥିତ ଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version