ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଚଳିତ ବର୍ଷ ର କାର୍ତ୍ତିକ ବ୍ରତ ବା ରାଈଦାମୋଦର ବ୍ରତ ଅକ୍ଟୋବର ୭ ତାରିଖ ଠାରୁ ଆରମ୍ଭ ହେବ।ଏହି ବ୍ରତ ନଭେମ୍ବର ୫ ତାରିଖ ପର୍ଯ୍ୟନ୍ତ ଜାରି ରହିବ।ଗତକାଲି ସଂଧ୍ୟା ଠାରୁ ଅନଲାଇନ ମାଧ୍ୟମରେ ଆବେଦନ କରି ଯୋଗ୍ଯ ବିବେଚିତ ହୋଇଥିବା ହବିଷ୍ୟାଳୀ ମା ମାନେ ନିର୍ଦ୍ଧାରିତ କେନ୍ଦ୍ର ମାନଙ୍କ ରେ ପଞ୍ଜିକରଣ କରାଇ ନିଜ ନିଜ ରୁମକୁ ଯାଇଥିଲେ ।















