• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୂଆପଡ଼ା ଉପନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
October 9, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ନୂଆପଡ଼ା ଉପନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ
Share on FacebookShare on TwitterWhatsapp

ମୁକ୍ତ, ଅବାଧ ଓ ନିରପେକ୍ଷ ନିର୍ବାଚନ ପରିଚାଳନା ଉପରେ ଗୁରୁତ୍ୱ

 ଗଣମାଧ୍ୟମରେ ମନଇଚ୍ଛା ବିଜ୍ଞାପନ ଛାପି ପାରିବେନି ରାଜନୈତିକ ଦଳ ଓ ପ୍ରାର୍ଥୀ

 ପ୍ରାର୍ଥୀଙ୍କ ଅପରାଧିକ ବିବରଣୀର ଘୋଷଣାନାମା ଜରୁରୀ

 ତାରକା ପ୍ରଚାରକଙ୍କ ତାଲିକା ଦାଖଲ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ନଭେମ୍ବର ୧୧ ତାରିଖରେ ହେବାକୁ ଥିବା ନୂଆପଡ଼ା ଉପନିର୍ବାଚନ ପରିପ୍ରେକ୍ଷୀରେ ସବୁ ରାଜନୈତିକ ଦଳର ପ୍ରତିନିଧିମାନଙ୍କୁ ନେଇ ଏକ ବୈଠକ ଆଜି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଆର୍‌. ଏସ୍‌. ଗୋପାଳନ ବୈଠକରେ ଅଧ୍ୟକ୍ଷତା କରି କହିଲେ ଯେ ଚଳିତ ଉପନିର୍ବାଚନକୁ ମୁକ୍ତ,

ଅବାଧ ଓ ନିରପେକ୍ଷ କରିବା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସବୁ ପ୍ରକାର ବନ୍ଦୋବସ୍ତ କରାଯାଇଛି । ଏଣୁ ନିର୍ବାଚନକୁ ସଫଳ କରିବା ପାଇଁ ଭାରତ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଜାରି ସମସ୍ତ ମାର୍ଗଦର୍ଶିକାର କଡ଼ାକଡ଼ି ଅନୁପାଳନ କରିବା ନିମନ୍ତେ ମୁଖ୍ୟ ନିର୍ବାଚନ ଅଧିକାରୀ ସମସ୍ତ ରାଜନୈତିକ ଦଳର ପ୍ରତିନିଧିଙ୍କୁ ପରାମର୍ଶ ଦେଇଥିଲେ ।

ଚଳିତ ବର୍ଷ ଭାରତ ନିର୍ବାଚନ ଆୟୋଗଙ୍କ ମାର୍ଗଦର୍ଶିକା ଅନୁଯାୟୀ ପ୍ରତି ବୁଥ୍‌ରେ ଭୋଟର ସଂଖ୍ୟା ୧୨୦୦ ମଧ୍ୟରେ ସୀମିତ କରାଯାଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରକାଶ କରିଛନ୍ତି । ଚଳିତ ଉପନିର୍ବାଚନରେ ୧,୨୪,୧୦୮ ଜଣ ପୁରୁଷ ଭୋଟର ରହିଥିବାବେଳେ ୧,୨୯,୪୯୫ ଜଣ ମହିଳା, ୨୧ ଜଣ ତୃତୀୟ ଲିଙ୍ଗ ଭୋଟରଙ୍କ ସହ ମୋଟ ୨,୫୩,୬୨୪ ଜଣ ଭୋଟର ଚୂଡ଼ାନ୍ତ ଭୋଟର ତାଲିକାରେ ସ୍ଥାନ ପାଇଛନ୍ତି ।

ଚୂଡ଼ାନ୍ତ ଭୋଟର ତାଲିକାରେ ୯,୪୨୯ ଜଣ ଯୁବ ଭୋଟର ରହିଥିବାବେଳେ ୩୯୮୮ ଜଣ ଦିବ୍ୟାଙ୍ଗ ଭୋଟର ଏବଂ ୧୭୮୬ ଜଣ ବରିଷ୍ଠ ନାଗରିକ (୮୫ ବର୍ଷରୁ ଊଦ୍ଧ୍ୱର୍) ରହିଛନ୍ତି । ଚଳିତ ଉପନିର୍ବାଚନ ପାଇଁ ୫୬ଟି ନୂତନ ବୁଥ୍‌ ପ୍ରତିଷ୍ଠା ହୋଇଛି । ଉପନିର୍ବାଚନ ତାରିଖ ଘୋଷଣା ସହ ଆଦର୍ଶ ଆଚରଣବିଧି ଲାଗୁ ହୋଇଥିବାରୁ ବୈଦୁ୍ୟତିକ, ମୁଦ୍ରଣ ଓ ସାମାଜିକ ଗଣମାଧ୍ୟମ ଏବଂ େୱବ୍‌ମିଡ଼ିଆ ସମେତ ସିନେମାହଲ୍‌, ରେଡ଼ିଓ, ପୋଷ୍ଟର ଓ ହୋଡ଼ିଂ ଆଦି ଜରିଆରେ ବିଜ୍ଞାପନ ଜାରି ପୂର୍ବରୁ ଆୟୋଗଙ୍କ ଅନୁମତି ଜରୁରୀ ।

ଏଥି ସହିତ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରୁଥିବା ପ୍ରାର୍ଥୀଙ୍କ ଅପରାଧିକ ସମ୍ପୃକ୍ତି ନେଇ ଘୋଷଣାନାମା ମୁଦି୍ରତ ଗଣମାଧ୍ୟମରେ ପ୍ରକାଶ କରିବା ସହ ଆୟୋଗଙ୍କୁ ଏ ବାବଦରେ ଅବଗତ କରାଇବା ବାଧ୍ୟତାମୂଳକ କରାଯାଇଛି । ଦଳ ଓ ପ୍ରାର୍ଥୀଙ୍କ ଖର୍ଚ୍ଚର ବିବରଣୀ, ତାରକା ପ୍ରଚାରକଙ୍କ ତାଲିକା ଏବଂ ଆଦର୍ଶ ଆଚରଣ ବିଧିର ସଠିକ୍‌ ଅନୁପାଳନ ନେଇ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା ।

ଏହି ବୈଠକରେ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିଙ୍କ ସମେତ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ସୁଶାନ୍ତ କୁମାର ମିଶ୍ର, ଅତିରିକ୍ତ ଶାସନ ସଚିବ ଶ୍ରୀ ପ୍ରମୋଦ କୁମାର ସାହୁ ଓ ଶ୍ରୀ ରାମଚନ୍ଦ୍ର କିସ୍କୁ, ଯୁଗ୍ମ ଶାସନ ସଚିବ ଶ୍ରୀ ଗୋପୀନାଥ କୁଅଁର, ଉପମୁଖ୍ୟ ନିର୍ବାଚନ ଅଧିକାରୀ ଡ. ଲକ୍ଷ୍ମୀ ପ୍ରସାଦ ସାହୁ ଓ ଅନାମିକା ସିଂହ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

April 25, 2026
ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

Odisha to Host 2026–27 Junior & Senior Artistic Gymnastics National Championships

April 25, 2026
ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

April 24, 2026
XIM University, Bhubaneswar celebrates its 10th Undergraduate Convocation with elegance and pride!

XIM University, Bhubaneswar celebrates its 10th Undergraduate Convocation with elegance and pride!

April 24, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

April 25, 2026
ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

Odisha to Host 2026–27 Junior & Senior Artistic Gymnastics National Championships

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version