• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶରଧାବାଲି ରେ ୫୮ତମ କୁମାର ଉତ୍ସବ ଉଦ୍‌ଯାପିତ ଇରା ଙ୍କ କଣ୍ଠର ଯାଦୁରେ ମନ୍ତ୍ରମୁଗ୍ଧ ଶ୍ରୋତା

Proprietor Abhimanyu Maharana by Proprietor Abhimanyu Maharana
October 11, 2025
in ଓଡ଼ିଶା, ପୁରୀ, ହୋମ୍
0
ଶରଧାବାଲି ରେ ୫୮ତମ କୁମାର ଉତ୍ସବ ଉଦ୍‌ଯାପିତ ଇରା ଙ୍କ କଣ୍ଠର ଯାଦୁରେ ମନ୍ତ୍ରମୁଗ୍ଧ ଶ୍ରୋତା
Share on FacebookShare on TwitterWhatsapp

ପୁରୀ  (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :-  ଶ୍ରୀକ୍ଷେତ୍ରର ପୁରାତନ ଅନୁଷ୍ଠାନ କୁମାର ଉତ୍ସବ ସମିତି ପକ୍ଷରୁ ଶରଧାବାଲି ମୁକ୍ତାକାଶ ରଙ୍ଗମଞ୍ଚ ରେ ତିନିଦିନ ଧରି ଅନୁଷ୍ଠିତ ୫୮ତମ କୁମାର ଉତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି । ଏହି ଉତ୍ସବରେ ପ୍ରଦେଶ କଂଗ୍ରେସ କମିଟିର ସଭାପତି ଭକ୍ତ ଚରଣ ଦାସ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ । ଅନୁଷ୍ଠାନ ର କାର୍ଯ୍ୟକାରୀ ସଭାପତି ଇଂ ରାଜେଶ କୁମାର ମିଶ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଦୂରଦର୍ଶନର ଉଦ୍‌ଘୋଷିକା କଳ୍ପନା ମିଶ୍ର, ଗୋରୁଆଳ ସରପଞ୍ଚ ନିରଞ୍ଜନ ମିଶ୍ର, ଅନୁଷ୍ଠାନ ର ଉପସଭାପତି ଅମରେନ୍ଦ୍ର ପାଇକରାୟ,ଉପଦେଷ୍ଟା ମନୋଜ ରଥ ମଞ୍ଚାସିନ ଥିଲେ ।

ଏହି ଅବସରରେ କଣ୍ଠଶିଳ୍ପୀ ପଦ୍ମଶ୍ରୀ ଶ୍ୟାମାମଣୀ ଦେବୀ ଙ୍କୁ କୁମାର ଉତ୍ସବ ସମ୍ମାନ-୨୦୨୫ରେ ସମ୍ମାନିତ କରାଯାଇଥିଲା | ଆର୍ଥିକ ପ୍ରକଳ୍ପ ବ୍ରଜମୋହନ ଙ୍କୁ ପ୍ରତିଭା ସମ୍ମାନରେ ସମ୍ମାନିତ କରାଯାଇଥିଲା । ସୁକାନ୍ତ କୁମାର ପଣ୍ଡାଙ୍କ ସମ୍ପାଦିତ ‘ଶିଶୁ ସମାଚାର. ଲୋକାର୍ପିତ ହୋଇଥିଲା। ସାଧାରଣ ସମ୍ପାଦକ ସ୍ବାଧୀନ କୁମାର ପଣ୍ଡା ସ୍ବାଗତ ଭାଷଣ ଓ ଅତିଥୁ ପରିଚୟ ପ୍ରଦାନ କରିଥିଲେ। କୃଷ୍ଣମଣି ନୃତ୍ୟ କଳା ମନ୍ଦିର ପକ୍ଷରୁ ଗୁରୁ ମନସ୍ମିତା ଙ୍କ ନିର୍ଦ୍ଦେଶନା ରେ ଶିଳ୍ପୀମାନେ ମାହାରୀ ନୃତ୍ୟ ପରିବେଷଣ କରିଥିଲେ ।

ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ସଙ୍ଗୀତର ସୁନେଲୀ ସନ୍ଧ୍ୟାରେ ସ୍ବନାମ ଧନ୍ୟ ଗାୟିକା ଇରା ମହାନ୍ତି ଓ ସାଥୀଙ୍କ ଦ୍ଵାରା ପରିବେଷିତ ଗୀତ ଉପସ୍ଥିତ କଳାପ୍ରେମୀଙ୍କୁ ମନ୍ତ୍ରମୁଗ୍ଧ କରିଥିଲା ।ଗଛ ତଳେ ରହିଲା ପାଣି, ରାମାରେ ରାମା ଭଳି ହିଟ୍ ଗୀତ ଗାଇ ଦର୍ଶକଙ୍କୁ ମତୁ ଆଲା କରିଥିଲେ ଇରା । ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା ।କାର୍ଯ୍ୟକ୍ରମକୁ ପରିଚାଳନା ଓ ସଂଯୋଜନା କରିଥିଲେ ଭରତ ନାୟକ ଓ ଶ୍ୟାମପ୍ରକାଶ ସେନାପତି ଏବଂ ମଧୁସ୍ମିତା ମଞ୍ଚ ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କାଶୀନଗର ଥାନା ଅନ୍ତର୍ଗତ କିଡିଗାଁ ଗ୍ରାମରେ ଘଟିଥିବା ଏକ ଅତର୍କିତ ଆକ୍ରମଣ ଘଟଣାରେ ଦୋଷୀ ସାବ୍ୟସ୍ତ ହେଲେ ଅଭିଯୁକ୍ତ ୪ମାସ ଜେଲଦଣ୍ଡ ରେ ଦଣ୍ଡିତ

କାଶୀନଗର ଥାନା ଅନ୍ତର୍ଗତ କିଡିଗାଁ ଗ୍ରାମରେ ଘଟିଥିବା ଏକ ଅତର୍କିତ ଆକ୍ରମଣ ଘଟଣାରେ ଦୋଷୀ ସାବ୍ୟସ୍ତ ହେଲେ ଅଭିଯୁକ୍ତ ୪ମାସ ଜେଲଦଣ୍ଡ ରେ ଦଣ୍ଡିତ

November 15, 2026
ପଡ଼ିଆ ବ୍ଳକରେ‌ ଭତ୍ତା ବଣ୍ଟନ

ପଡ଼ିଆ ବ୍ଳକରେ‌ ଭତ୍ତା ବଣ୍ଟନ

November 15, 2026
କଣ୍ଟାବାଞ୍ଜିରେ ଓଡ଼ିଶା ଜନତା କଂଗ୍ରେସର ରଣହୁଙ୍କାର : ପୌର ନିର୍ବାଚନ ପାଇଁ ପ୍ରତି ୱାର୍ଡରେ ହେବ ୱାର୍ଡ ସଭା

ବେଲପଡ଼ାରେ କନକଙ୍କ ବଡ଼ ଘୋଷଣା : କେହି ଯୋଗ୍ୟ ଲୋକ ଭତ୍ତାରୁ ବଞ୍ଚିତ ହେବେ ନାହିଁ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କାଶୀନଗର ଥାନା ଅନ୍ତର୍ଗତ କିଡିଗାଁ ଗ୍ରାମରେ ଘଟିଥିବା ଏକ ଅତର୍କିତ ଆକ୍ରମଣ ଘଟଣାରେ ଦୋଷୀ ସାବ୍ୟସ୍ତ ହେଲେ ଅଭିଯୁକ୍ତ ୪ମାସ ଜେଲଦଣ୍ଡ ରେ ଦଣ୍ଡିତ

କାଶୀନଗର ଥାନା ଅନ୍ତର୍ଗତ କିଡିଗାଁ ଗ୍ରାମରେ ଘଟିଥିବା ଏକ ଅତର୍କିତ ଆକ୍ରମଣ ଘଟଣାରେ ଦୋଷୀ ସାବ୍ୟସ୍ତ ହେଲେ ଅଭିଯୁକ୍ତ ୪ମାସ ଜେଲଦଣ୍ଡ ରେ ଦଣ୍ଡିତ

November 15, 2026
ପଡ଼ିଆ ବ୍ଳକରେ‌ ଭତ୍ତା ବଣ୍ଟନ

ପଡ଼ିଆ ବ୍ଳକରେ‌ ଭତ୍ତା ବଣ୍ଟନ

November 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version