• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରୀୟ ଶିଶୁ ମହୋତ୍ସବ ଉଦଘାଟିତ

Proprietor Abhimanyu Maharana by Proprietor Abhimanyu Maharana
October 14, 2025
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରୀୟ ଶିଶୁ ମହୋତ୍ସବ ଉଦଘାଟିତ
Share on FacebookShare on TwitterWhatsapp

ଶିଶୁ ହେଉଛି ଦେଶର ସମ୍ପଦ l ସମ୍ବଲପୁରୀ ନୃତ୍ୟ ଦର୍ଶକଙ୍କ ମନମୋହିଥିଲା l 

ବୋଲଗଡ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :-  ବୋଲଗଡ ଶିକ୍ଷା ବ୍ଲକ ଅନ୍ତର୍ଗତ କଳାଙ୍ଗ ସାଧନ କେନ୍ଦ୍ରସ୍ତରୀୟ ଶିଶୁ ମହୋତ୍ସବର ସଭାପତି ପ୍ରଧାନ ଶିକ୍ଷୟିତ୍ରୀ ଜ୍ୟୋତ୍ରୀମୟୀ ସାହୁଙ୍କ ସଭାପତିତ୍ୱରେ ଓ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିଭୁ ପ୍ରସାଦ ମହାପାତ୍ରଙ୍କ ଆବାହକତ୍ୱରେ ଏବଂ ଗଦାଧର ବାଞ୍ଛାନିଧି ସରକାରୀ ଉଚ୍ଚ ବିଦ୍ୟାଳୟ ଆନୁକୂଲ୍ୟରେ ସୋମବାରଦିନ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଅଛି l

ଏହି ଶିଶୁ ମହୋତ୍ସବରେ ମୁଖ୍ୟ ଅତିଥିଭାବେ ବୋଲଗଡ ଗୋଷ୍ଠି ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ସ୍ୱାଇଁ, ମୁଖ୍ୟବକ୍ତାଭାବେ ପ୍ରାକ୍ତନ ଗୋଷ୍ଠି ଶିକ୍ଷା ଅଧିକାରୀ ପୁରୋନ୍ଦର ବେହେରା ଓ ସମ୍ମାନିତ ଅତିଥିଭାବେ ସହ ଗୋଷ୍ଠି ଶିକ୍ଷା ଅଧିକାରୀ କୈଳାସ ନାଥ ସ୍ୱାଇଁ, ଅମିତା ମିଶ୍ର, ସ୍କୁଲ ପରିଚାଳନା କମିଟି ଅଧ୍ୟକ୍ଷ ଲଷ୍ମୀଧର ଲେଙ୍କା, ପ୍ରଧାନ ଶିକ୍ଷକ ଜ୍ୟୋଚିନ୍ଦ୍ର ଦାସ ପ୍ରମୁଖ ଯୋଗଦେଇ ଜଗତର ନାଥ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତିରେ ଫୁଲ,ଚନ୍ଦନ, ଧୂପ ଦୀପ ଦେଇ ଏହାକୁ ଶୁଭ ଉଦଘାଟନ କରିଥିଲେ l

ବରିଷ୍ଠ ଶିକ୍ଷୟିତ୍ରୀ ଦିପ୍ତିମୟୀ ଜେନା ସ୍ୱାଗତ ଭାଷଣ ଦେଇଥିବାବେଳେ ଆଞ୍ଚଳିକ କେନ୍ଦ୍ର ସାଧନ ସଂଯୋଜକ ବିଭୁ ପ୍ରସାଦ ମହାପାତ୍ର ଅତିଥିମାନଙ୍କର ପରିଚୟ ପ୍ରଦାନ କରିଥିଲେ l ଏହି ଶିଶୁ ମହୋତ୍ସବରେ ସମୁଦାୟ ୯ଟି ବିଦ୍ୟାଳୟର ୮୧ଜଣ ଛାତ୍ର ଛାତ୍ରୀ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ l ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଚିତ୍ରାଙ୍କନ, ବକୃତା, ନୃତ୍ୟ, ସଂଗୀତ,ପ୍ରବନ୍ଧ, ଗଳ୍ପକଥନ, ଏକକ ଅଭିନୟ, ସୃଜନ ଶୀଳ ଲିଖନ, ଶୃତ ଲିଖନ, ଝୋଟି ଚିତା ଓ ପି.ଏମ ପୋଷଣ ଇତ୍ୟାଦି ୧୭ଟି ପ୍ରତିଯୋଗିତା ମାନ ଅନୁଷ୍ଠିତ ହୋଇଥିଲା l

ଏହି ପ୍ରତିଯୋଗିତା ଗୁଡ଼ିକୁ ଶିକ୍ଷକ ସ୍ୱାଲେହୁଜ ଜୁମା, ସତ୍ୟ ପ୍ରିୟ ପଣ୍ଡା ଓ ଶିକ୍ଷୟିତ୍ରୀ ଝରଣା ରାଣୀ ବାରିକ, ବିଷ୍ଣୁ ପ୍ରିୟା ମହାପାତ୍ର, ଆରତୀ ପୃଷ୍ଟି, ଦୀପଶିଖା ସିଂହ ପ୍ରମୁଖ ସହଯୋଗ କରି ପରିଚାଳନା କରିଥିଲେ l ଶିଶୁ ହେଉଛି ଦେଶର ସମ୍ପଦ l ଶିଶୁମାନେ ଦେଶ ଓ ଜାତିର ଭବିଷ୍ୟତ ତେଣୁ ଶିଶୁ ମାନଙ୍କ ମଧ୍ୟରେ ରହିଥିବା ଅନ୍ତର୍ନିହିତ ଗୁଣାବଳୀ ଓ ପ୍ରତିଭା ବିକଶିତ କରାଇବା ପାଇଁ ରାଜ୍ୟ ସରକାଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ମାଧ୍ୟମରେ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ କରୁଅଛନ୍ତି ବୋଲି ମୁଖ୍ୟ ଅତିଥି ପ୍ରମୋଦ କୁମାର ସ୍ୱାଇଁ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ l

ଶିଶୁମାନେ ଆଦର୍ଶ ତଥା ଗୁଣାତ୍ମକ ଶିକ୍ଷାଦାନ ପାଇଲେ ସମାଜର ଉନ୍ନତି ହୋଇପାରିବ ବୋଲି ମୁଖ୍ୟବକ୍ତା ପ୍ରାକ୍ତନ ଗୋଷ୍ଠି ଶିକ୍ଷା ଅଧିକାରୀ ପୁରୋନ୍ଦର ବେହେରା ସୂଚନା ପ୍ରଦାନ କରିଥିଲେ l ବିଚାରପତିଭାବେ ପୂର୍ବତନ ପ୍ରଧାନ ଶିକ୍ଷକ ସୁବଳ ଛୁଆଳ ସିଂହ, ମନୋଜ କୁମାର ବିଶ୍ୱାଳ, ସନ୍ତୋଷ କୁମାର ଦାସ ଓ ଶିକ୍ଷୟିତ୍ରୀ ପି.ପ୍ରମିଳା ପ୍ରମୁଖ ଯୋଗଦେଇ ନୃତ୍ୟ, ଗୀତ, ସଂଗୀତ ନିର୍ଦେଶନାରେ ଛାତ୍ର ଛାତ୍ରୀମାନେ ଗୀତ ଗାଇବା ସଙ୍ଗେ ସଙ୍ଗେ ନୃତ୍ୟ ପ୍ରଦର୍ଶନ କରିଥିଲେ l କୃତୀ ପ୍ରତିଯୋଗୀମାନଙ୍କୁ ସମସ୍ତ ନିମନ୍ତ୍ରିତ ଅତିଥିମାନେ ପ୍ରମାଣ ପତ୍ର ଓ ଟ୍ରଫି ପ୍ରଦାନ କରିଥିଲେ l

ପୁରସ୍କାର ବିତରଣ କାର୍ଯ୍ୟକ୍ରମକୁ ଶିକ୍ଷୟିତ୍ରୀ ଝରଣା ରାଣୀ ବାରିକ l ୧୭ଜଣ କୃତୀ ପ୍ରତିଯୋଗୀମାନେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ପ୍ରତିଯୋଗିତାକୁ ଚୟନ ହୋଇପାରିଛନ୍ତି l ଶିକ୍ଷକ ସାମନ୍ତ କୁମାର ମାଝୀ ଓ ଦୈତାରୀ ଦିଗଲ ପ୍ରମୁଖ ସହଯୋଗ କରି ଶୃଙ୍ଖଳା ରକ୍ଷା କରିଥିଲେ l ଛାତ୍ରୀ ମାନଙ୍କ ଦ୍ୱାରା ପରିବେଷଣ କରାଯାଇଥିବା “ସମ୍ବଲପୁରୀ ନୃତ୍ୟ” ଦର୍ଶକ ମାନଙ୍କର ମନମୋହିଥିଲା l ପରିଶେଷରେ ଶିକ୍ଷକ ଯୁଦାସ କୁମାର ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

May 15, 2026
ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

May 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version