• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଏମଡିଙ୍କ କିରିପସିରା ପଞ୍ଚାୟତ ଗସ୍ତ

Proprietor Abhimanyu Maharana by Proprietor Abhimanyu Maharana
October 17, 2025
in ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ମହାନଗର, ହୋମ୍
0
ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଏମଡିଙ୍କ କିରିପସିରା ପଞ୍ଚାୟତ ଗସ୍ତ
Share on FacebookShare on TwitterWhatsapp

. ମିନାକ୍ଷୀ କୋଇଲା ଖଣି ଦ୍ଵାରା କାର୍ଯ୍ୟକାରୀ ସିଏସଆର କାର୍ଯ୍ୟକ୍ରମ ପରିଦର୍ଶନ

. ମହିଳାଙ୍କ ପାଇଁ ଶୁଭାରମ୍ଭ କଲେ ହସ୍ତତନ୍ତ୍ର ତାଲିମ ଶିବିର

. ସ୍କୁଲ ଶିକ୍ଷାର୍ଥୀଙ୍କ ପାଇଁ ଡେସ୍କବେଞ୍ଚ ପ୍ରଦାନ

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଆଦିତ୍ୟ ବିର୍ଲା ଗ୍ରୁପ, ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଅଧୀନ ମିନାକ୍ଷୀ କୋଇଲା ଖଣି ଗସ୍ତ କରିଛନ୍ତି କମ୍ପାନୀ ପରିଚାଳନା ନିର୍ଦ୍ଦେଶକ ଶ୍ରୀ ସତିଶ ପାଇ। ଏହି ପରିପ୍ରେକ୍ଷୀରେ ମିନାକ୍ଷୀ ଖଣି ସାମାଜିକ ଦାୟିତ୍ଵବୋଧ ଅନ୍ତର୍ଗତ ସୁନ୍ଦରଗଡ଼ ଜିଲ୍ଲା କିରିପସିରା ପଞ୍ଚାୟତକୁ ପରିଦର୍ଶନ କରିଛନ୍ତି। ଉକ୍ତ ଅଞ୍ଚଳରେ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ପକ୍ଷରୁ କ୍ରମାଗତ ଭାବେ ବିଭିନ୍ନ ସାମାଜିକ ତଥା ମହିଳାଙ୍କ ଉନ୍ନତି ସକାଶେ କୌଶଳ ଭିତ୍ତିକ ଅର୍ଥନୈତିକ ଉନ୍ନତୀକରଣ ପାଇଁ ପର୍ଯ୍ୟାୟକ୍ରମେ ପଦକ୍ଷେପ ଗ୍ରହଣ କରାଯାଇଛି ।

ତେବେ ଏହି ଉନ୍ନତିମୂଳକ ପ୍ରକଳ୍ପ ଗୁଡ଼ିକ କାର୍ଯ୍ୟକାରୀ ତଦାରଖ ତଥା ନୂତନ ପ୍ରକଳ୍ପ ଶୁଭାରମ୍ଭ ପାଇଁ ଶ୍ରୀ ପାଇ ଉକ୍ତ ଗାଁକୁ ପରିଦର୍ଶନ କରି ଏହାକୁ ଅନୁଧ୍ୟାନ କରିଛନ୍ତି । ଏହି ଗସ୍ତ ବେଳେ ଅନ୍ୟମାନଙ୍କ ମଧ୍ୟରେ ତାଙ୍କ ପତ୍ନୀ ଭାନଭିମୋନ ପାଇ, ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଖଣି ଓ ସମ୍ବଲପୁର କ୍ଲଷ୍ଟର ବ୍ୟବସାୟ ମୁଖ୍ୟ କୈଳାଶ ପାଣ୍ଡେ, ବକ୍ସାଇଟ ଓ କୋଇଲା ଅଧ୍ୟକ୍ଷ ବିଜେସ୍ ଝା, ଓ କ୍ଲଷ୍ଟର ମାନବ ସମ୍ବଳ ମୁଖ୍ୟ କୃଷ୍ଣା ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଗସ୍ତ ବେଳେ ମିନାକ୍ଷୀ କୋଇଲା ଖଣି ସିଏସ୍ଆର ବିଭାଗ ଦ୍ଵାରା ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ଶ୍ରୀ ପାଇ ଯୋଗ ଦେଇଥିଲେ।

ସ୍ଥାନୀୟ ମହିଳାଙ୍କୁ ଆତ୍ମନିର୍ଭରଶୀଳ ପାଇଁ ଉଦ୍ଧିଷ୍ଟ ରେଶମ ହସ୍ତତନ୍ତ୍ର ପ୍ରଶିକ୍ଷଣ ଶିବିର ଉଦଘାଟନ କରିବା ସହ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ପାଠ ପଢ଼ା ପାଇଁ ଡେସ୍କବେଞ୍ଚ ପ୍ରଦାନ କରିଥିଲେ । ଏଥିସହିତ ଅଙ୍ଗନୱାଡ଼ି କେନ୍ଦ୍ରରେ ଅଧ୍ୟୟନରତ ଶିଶୁଙ୍କୁ ବ୍ୟାଗ୍ ପ୍ରଦାନ କରିଥିଲେ । ଏହାପରେ ନିକସୟ ସିଏସଆର୍ ଅଭିଯାନ ଅନ୍ତର୍ଗତ ଟିବି ରୋଗୀଙ୍କ ପରିବାର ବର୍ଗଙ୍କୁ ଖାଦ୍ୟ ପୁଡିଆ ବିତରଣ କରିଥିଲେ। ଏହି ଅବସରରେ ସୁନ୍ଦରଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀମତି କୁନ୍ତୀ ପ୍ରଧାନ, କିରିପସିରା ସରପଞ୍ଚ ରେବତୀ ଛତ୍ରିଆଙ୍କ ସମେତ ସ୍ଥାନୀୟ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଗସ୍ତ କାର୍ଯ୍ୟକ୍ରମ ମିନାକ୍ଷୀ କୋଇଲା ଖଣି ସିଏସଆର୍ ବିଭାଗ ପ୍ରତ୍ୟେକ୍ଷ ତତ୍ଵାବଧାନରେ ଆୟୋଜିତ ହୋଇଥିବାବେଳେ ୟୁନିଟ୍ ମୁଖ୍ୟ ମୁକେଶ ଝା ପ୍ରମୁଖ ସକ୍ରିୟ ଭୂମିକା ଗ୍ରହଣ କରିଥିଲେ। ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଏହାର ସାମାଜିକ ଦାୟିତ୍ୱବୋଧ କାର୍ଯ୍ୟ ଅନ୍ତର୍ଗତ ବିଭିନ୍ନ ସାମାଜିକ ଓ ଗ୍ରାମାଞ୍ଚଳ ଭିତ୍ତିଭୂମି ତଥା କୌଶଳ ଭିତ୍ତିକ ପ୍ରଶିକ୍ଷଣ ଜରିଆରେ ମହିଳାଙ୍କୁ ଆତ୍ମନିର୍ଭରଶୀଳ ପାଇଁ ସର୍ବଦା ପ୍ରଚେଷ୍ଟା ଜାରି ରଖିଛି । ଏହି କ୍ରମରେ ମିନାକ୍ଷୀ କୋଇଲା ଖଣି ପକ୍ଷରୁ ଅନୁରୂପ ସ୍ଥାନୀୟ ତଥା ପ୍ରଭାବିତ ଅଞ୍ଚଳରେ ବିଭିନ୍ନ ସିଏସ୍ଆର କାର୍ଯ୍ୟକ୍ରମ ଗୁଡ଼ିକ କାର୍ଯ୍ୟକାରୀ କରାଯାଇଅଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026
ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

May 10, 2026
ନିଖିଳ ଉତ୍କଳ ବିଶ୍ଵକର୍ମା ସମିତି ପକ୍ଷରୁ ରଥ କାରିଗରଙ୍କୁ ସମ୍ମାନ

ନିଖିଳ ଉତ୍କଳ ବିଶ୍ଵକର୍ମା ସମିତି ପକ୍ଷରୁ ରଥ କାରିଗରଙ୍କୁ ସମ୍ମାନ

May 10, 2026
ମୃତ ରାକେଶକୁ ନ୍ୟାୟ ଦାବିରେ – ୫ ଘଣ୍ଟା ରାସ୍ତାରୋକ

ମୃତ ରାକେଶକୁ ନ୍ୟାୟ ଦାବିରେ – ୫ ଘଣ୍ଟା ରାସ୍ତାରୋକ

May 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026
ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version