ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ମହାନତା ଦେଖାଇଲେ ଓଡ଼ିଶା ଡ୍ରାଇଭର ମହାସଂଘ। ମୃତ ଡ୍ରାଇଭରଙ୍କ ପରିବାରକୁ ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ଆର୍ଥିକ ସହାୟତା ସହିତ ଆଗମୀ ଦିନରେ ସରକାରୀ ଜନ କଲ୍ୟାଣ ଯୋଜନା ପକ୍ଷରୁ ସହାୟତା ଯୋଗାଇ ଦେବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ଏଭଳି ମାନବିକତା ପରିଚୟ ସୃଷ୍ଟି କରି ପାରିଛନ୍ତି କନ୍ଧମାଳ ଜିଲ୍ଲାର ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ଓଡିଶା ଡ୍ରାଇଭର ମହାସଂଘ।















