• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ ଜିଲ୍ଲା : ପ୍ରହସନରେ ପରିଣତ ଦିଶା ବୈଠକ,ଵିଧି ରକ୍ଷା ପାଇଁ ନାମକୁ ମାତ୍ର ବୈଠକ – ଜିଲ୍ଲାପାଳଙ୍କ ସମେତ ଜିଲ୍ଲାର ଅନେକ ବିଧାୟକ ଅନୁପସ୍ଥିତ, ନିର୍ଦ୍ଧାରିତ ସମୟର ବହୁ ବିଳମ୍ବରେ କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
October 24, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ ଜିଲ୍ଲା : ପ୍ରହସନରେ ପରିଣତ ଦିଶା ବୈଠକ,ଵିଧି ରକ୍ଷା ପାଇଁ ନାମକୁ ମାତ୍ର ବୈଠକ – ଜିଲ୍ଲାପାଳଙ୍କ ସମେତ ଜିଲ୍ଲାର ଅନେକ ବିଧାୟକ ଅନୁପସ୍ଥିତ, ନିର୍ଦ୍ଧାରିତ ସମୟର ବହୁ ବିଳମ୍ବରେ କାର୍ଯ୍ୟକ୍ରମ
Share on FacebookShare on TwitterWhatsapp

ନୟାଗଡ (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର) ନୟାଗଡ ଜିଲ୍ଲା :- ଶୁକ୍ରବାର ପୂର୍ବାହ୍ନ ୧୦. ୩୦ ମି. ରେ ନୟାଗଡ ଜିଲ୍ଲା ଦିଶା ବୈଠକ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ସୃଜନ ହଲରେ ଅନୁଷ୍ଠିତ ହେବା ପାଇଁ ସ୍ଥିରୀକୃତ ହୋଇଥିଲା | ମାତ୍ର ନିର୍ଦ୍ଧାରିତ ସମୟର ବହୁ ବିଳମ୍ବରେ ପାଖାପାଖି ଦେଢ଼ ଘଣ୍ଟା ବିଳମ୍ବରେ ଆରମ୍ଭ ହୋଇଥିଲା | ଯେଉଁଥି ପାଇଁ ଉପସ୍ଥିତଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା | ଏପରିକି ନିର୍ଦ୍ଧାରିତ ସମୟ ମଧ୍ୟରେ ନିମନ୍ତ୍ରିତ ମାନେ ସମ୍ମିଳନୀ କକ୍ଷରେ ପହଂଚି ଯାଇଥିଲେ ମଧ୍ୟ ସମ୍ମିଳନୀ କକ୍ଷ ମଧ୍ୟରେ ଜିଲ୍ଲାପରିଷଦର କୌଣସି ପଦାଧିକାରୀ ମଧ୍ୟ ଉପସ୍ଥିତ ନଥିବା ଘଟଣାକୁ ଆହୁରି ଅପମାନ ଜନକ ସ୍ଥିତିକୁ ନେଇ ଯାଇଥିଲା l

ବହୁ ବିଳମ୍ବରେ ଅଧକ୍ଷତା କରିବାକୁ ଥିବା ସାଂସଦ ପହଂଚି ଥିବାବେଳେ ତାଙ୍କ ସହିତ ଖଣ୍ଡପଡାର ବିଧାୟକ ମଧ୍ୟ ଆସିଥିଲେ ଏବଂ ଆଶ୍ଚର୍ଯ୍ୟର କଥା କୌଣସି ଜରୁରୀ କାର୍ଯ୍ୟ ଯୋଗୁ ଯଦି ଜିଲ୍ଲାପାଳ ଆସିବା ବିଳମ୍ବ ହୁଏ ତେବେ ସଭାରେ ତାଙ୍କ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳ ଉପସ୍ଥିତ ରହିବା କଥା କିନ୍ତୁ ଚର୍ଚ୍ଚାର ବିଷୟ ଏହି ଯେ ସାଂସଦ, ବିଧାୟକ ଆସିବାର ଆହୁରି ବିଳମ୍ବରେ ଅତିରିକ୍ତ ଜିଲ୍ଲାପାଳ ଉପସ୍ଥିତ ହେଲେ | ଏହା ଲୋକ ପ୍ରତିନିଧି ମାନଙ୍କ ପ୍ରତି ଅବ ମାନନା ନୁହେଁକି? ଏପଟେ ବହୁ ବିଳମ୍ବରେ ଆରମ୍ଭ ହୋଇଥିବା ଦିଶା ବୈଠକରେ ମଞ୍ଚସିନ ନିମନ୍ତ୍ରିତଙ୍କ ଭାଷଣ ବାଜି ଆରମ୍ଭ ହୋଇଥିବା ଶୁଣିବାକୁ ମିଳୁଛି |

ଏହି ବୈଠକର ଅନ୍ୟ ଏକ ରୋଚକ ଘଟଣା ହେଲା ଏଥିରେ ଜିଲ୍ଲାର ବହୁ ଅଭିଜ୍ଞ ବିଧାୟକ ମାନେ ମଧ୍ୟ ଉପସ୍ଥିତ ନଥିଲେ ତେବେ ଜଣେ ବିଧାୟକଙ୍କୁ ନେଇ ଜିଲ୍ଲାର କି ଦିଶା ବୈଠକ ଅନୁଷ୍ଠିତ ହେଉଥିଲା ବୋଲି ବୁଦ୍ଧିଜୀବୀ ମହଲ କ୍ଷୋଭ ପ୍ରକାଶ କରିଛନ୍ତି ଏପରିକି ଚାଲିଥିବା ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ସେମିତି କିଛି ପ୍ରଭାବଶାଳୀ ପରି ମନେ ହେଉଥିଲା | କାର୍ଯ୍ୟକ୍ରମକୁ ଦେଖିଲେ ଲାଗୁଥିଲା କେବଳ ଅଉପଚାରିକତା ଦୃଷ୍ଟିରୁ ବୈଠକ ହେବା କଥା ବୋଲି ହଉଥିଲା ଏଥିରେ ଜିଲ୍ଲାର କଣ ଲାଭ ହେଲା ବୋଲି ସାଧାରଣରେ ଚର୍ଚ୍ଚା ଜୋର ଧରିଛି |

ଚିରାଚରିତ ଢଙ୍ଗରେ ଗୋଟେ ବୈଠକ ହବା କଥା ବୋଲି ହଉଥିଲା ସେଥିରେ କିଛି ଆନ୍ତରିକତା ଥିଲା ଭଳି ମନେ ହେଉଥିଲା | ଏହି ବିଫଳ ଦିଶା ବୈଠକକୁ ଜିଲ୍ଲାର ଜନୈକ ବରିଷ୍ଠ ଅଧିକାରୀ ସମସ୍ତ ପ୍ରକାର ବେପରୁଆ କାର୍ଯ୍ୟ କରି କାଗଜ ପତ୍ରରେ ସଫଳ ବୈଠକ ହେଲା ବୋଲି ଦର୍ଶାଇବା ପାଇଁ ଅଗ୍ର ଦାୟିତ୍ୱ ନେଇ ଛନ୍ତି ବୋଲି ସମଗ୍ର ଜିଲ୍ଲାରେ ଚର୍ଚ୍ଚା | ତେବେ ସେ ଅଧିକାରୀ ଜଣକ କିଏ ତାକୁ ଉନ୍ମୋଚନ କରି ଦାୟିତ୍ୱରୁ ଅନ୍ତର କରିବା ପାଇଁ ସାଧାରଣରେ ଦାବି ହେଉଛି |

ମୋଟାମୋଟି ଭାବେ ଏହି ବୈଠକ ଏକ ପ୍ରହସନ ବୋଲି ଉପସ୍ଥିତ ନିମନ୍ତ୍ରିତ ନିଜ ନାମ ଗୋପନ ରଖି ଭୀଷଣ ପ୍ରତିକ୍ରିୟା କରିଛନ୍ତି | ତେବେ ଏହି ବୈଠକରେ କଟକ ସାଂସଦ ଭର୍ତ୍ତୃହରି ମହତାବ ଅଧକ୍ଷତା କରିଥିବାବେଳେ ମଞ୍ଚରେ ଖଣ୍ଡପଡା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ, ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ସିଇଓ ଲଗ୍ନଜିତ ରାଉତ,ଜିଲ୍ଲାପରିଷଦ ଅଧକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ଉପାଧ୍ୟକ୍ଷା ବିଷ୍ନୁପ୍ରିୟା ବେହେରା ପ୍ରମୁଖ ଉପସ୍ଥିତ ଥିବା ଦେଖା ଯାଇଥିଲା |

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

April 26, 2026
ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

April 26, 2026
ଜିଲ୍ଲାସ୍ତରୀୟ ମହାରାଜ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୫ତମ ଜୟନ୍ତୀ ଉତ୍ସବ ମହାସମାରୋହରେ ପାଳିତ

ଜିଲ୍ଲାସ୍ତରୀୟ ମହାରାଜ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୫ତମ ଜୟନ୍ତୀ ଉତ୍ସବ ମହାସମାରୋହରେ ପାଳିତ

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version