• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସର୍ଦ୍ଦାର ବଲ୍ଲଭଭାଇ ପଟେଲ ୧୫୦ତମ ଜୟନ୍ତୀ ପାଳନ ଓ ଏକତା ପଦଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
October 24, 2025
in ଓଡ଼ିଶା, ଗଜପତି, ହୋମ୍
0
ସର୍ଦ୍ଦାର ବଲ୍ଲଭଭାଇ ପଟେଲ ୧୫୦ତମ ଜୟନ୍ତୀ ପାଳନ ଓ ଏକତା ପଦଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି  (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :-  ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଠାରେ ଭାରତର ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ଓ ଏକତା ପଦଯାତ୍ରା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମାନ୍ୟବର ସାଂସଦ ବ୍ରହ୍ମପୁର ଡ଼.ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଅଛି । ଏହି ପ୍ରସ୍ତୁତି ବୈଠକରେ ଆସନ୍ତା ନଭେମ୍ବର ୭ ତାରିଖ ଦିନ ସକାଳ ୬:୩୦ ଘଟିକା ସମୟରେ ବିଏନ.ପେଲେସ୍ ଠାରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । 

ଉକ୍ତ ଦିନ ବିଏନ.ପେଲେସ୍ ଠାରୁ ଏକତା ପଦଯାତ୍ରା ବାହାରି ସହର ପରିକ୍ରମା କରାଯିବ । ଏହି ଅବସରରେ ୬ କିଲୋମିଟର ପଦଯାତ୍ରାରେ ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ,ସହରର ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଓ ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ ଉପସ୍ଥିତରେ ପଦଯାତ୍ରା ଆୟୋଜିତ ହେବ । ଏହି ସମୟରେ ସ୍ଥାନୀୟ କଳାକାରମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ, ସ୍ଥାନୀୟ ଉତ୍ପାଦ ଦ୍ରବ୍ୟ ଗୁଡ଼ିକର ପ୍ରଦର୍ଶନ,

ଏକ୍ ପେଡ୍ ମା କେ ନାମ୍ କାର୍ଯ୍ୟକ୍ରମ, ସଫେଇ କାର୍ଯ୍ୟକ୍ରମ,ଏକ ଭାରତ-ଆତ୍ମନିର୍ଭର ଭାରତ କାର୍ଯ୍ୟକ୍ରମ, ଶପଥ ପାଠ କାର୍ଯ୍ୟକ୍ରମ,ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯିବା । ସର୍ଦ୍ଦାର ବଲ୍ଲଭଭାଇ ପଟେଲ ନିଜ ଜୀବନକୁ ଦେଶର ସ୍ୱାଧୀନତା ପାଇଁ ଉତ୍ସର୍ଗ କରିଥିଲେ ,ସ୍ୱାଧୀନତା ପରେ ପଟେଲ ନିଜର କୌଶଳ ଓ ଶକ୍ତି ବଳରେ ଦେଶକୁ ସଙ୍କଟ ପରିସ୍ଥିତିରୁ ବଞ୍ଚାଇଥିଲେ । ଦେଶକୁ ଏକତା ସୂତ୍ରରେ ବାନ୍ଧି ରଖିଥିଲେ ।

ଭାରତର ସ୍ୱାଧିନତା ସଂଗ୍ରାମରେ ତାଙ୍କ ଭୁମିକା ଗୁରୁତ୍ୱାପୁର୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ଭାରତର ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବା, ତାଙ୍କର ଦକ୍ଷତାର ପ୍ରମାଣ ଦିଏ । ତାଙ୍କର ଏହି ବଳିଷ୍ଠ ଅବଦାନ ନିମିତ୍ତ ତାଙ୍କୁ “ଲୌହ ମାନବ” ର ଉପାଧି ମିଳିଥିଲା ,ସେଥିପାଇଁ ସେ ଚୀର ନମସ୍ୟ ହୋଇରହିବେ । ଉକ୍ତ କାର୍ଯ୍ୟକ୍ରମକୁ ନେଇ ମାନ୍ୟବର ସାଂସଦ ବ୍ରହ୍ମପୁରଙ୍କ ଅଧ୍ୟକ୍ଷତାରେ ଏକ ସାମ୍ବାଦିକ ସମ୍ମିଳନୀ ମଧ୍ଯ ଅନୁଷ୍ଠିତ ହୋଇଯାଇଅଛି ।

ଉକ୍ତ ବୈଠକରେ ମାନ୍ୟବର ବିଧାୟକ ମୋହନା ଶ୍ରୀଯୁକ୍ତ ଦାଶରଥି ଗମାଙ୍ଗ,ଜିଲ୍ଲାପାଳ ଶ୍ରୀମତୀ ମଧୁମିତା,ଅତିରିକ୍ତ ଜିଲ୍ଲାପାଳ ଫାଲଗୁନୀ ମାଝୀ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା, ଉପ-ଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା, ପ୍ରକଳ୍ପ ପ୍ରଶାସକ,ସମ୍ମାନିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

June 21, 2026
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version