ବାଙ୍କୀ (ଓଡ଼ିଶା ତାଜା ନ୍ୟୁଜ୍) :- ବାଙ୍କୀ ସ୍ୱୟଂଶାସିତ ମହାବିଦ୍ୟାଳୟର ଯୁବରେଡକ୍ରସ ଓ ବାଙ୍କୀ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଜାତୀୟ ସେବା ଯୋଜନା ସ୍ୱେଚ୍ଛାସେବୀମାନଙ୍କୁ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟ ଏନ୍.ଏସ୍.ଏସ୍ ଅଧିକାରୀ ତଥା ଉପଶାସନ ସଚିବ ଡକ୍ଟର ରମେଶ ଚନ୍ଦ୍ର ବେହେରା ମୁଖ୍ୟଅତିଥି ଭାବେ ଯୋଗଦାନ କରି ସ୍ୱେଚ୍ଛାସେବୀମାନଙ୍କ ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ ।















