• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବାତ୍ୟା ମୋନ୍ଥା ପ୍ରଭାବ, ପ୍ରଶାସନର ଘନ ଘନ ଗସ୍ତ – ଗର୍ଭବତୀ ମହିଳାଙ୍କୁ ନଦୀ ପାର କରି ଆଣିଲେ ଅଗ୍ନିଶମ ବିଭାଗ

Proprietor Abhimanyu Maharana by Proprietor Abhimanyu Maharana
October 29, 2025
in Uncategorized
0
ବାତ୍ୟା ମୋନ୍ଥା ପ୍ରଭାବ, ପ୍ରଶାସନର ଘନ ଘନ ଗସ୍ତ – ଗର୍ଭବତୀ ମହିଳାଙ୍କୁ ନଦୀ ପାର କରି ଆଣିଲେ ଅଗ୍ନିଶମ ବିଭାଗ
Share on FacebookShare on TwitterWhatsapp

ଆର,ଉଦୟଗିରି (ଓଡ଼ିଶା ତାଜା ନ୍ୟୁଜ୍) :- ବାତ୍ୟା ମୋନ୍ଥ ମାଡି ଆସୁଥିବା ବେଳେ ଏହାର ମୁକାବିଲା ପାଇଁ ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ବାତ୍ୟା ଆଶ୍ରୟ ସ୍ଥଳ, ମା ଗୃହ ଥାନା ସମ୍ବେଦନୀଶିଳ ଅଞ୍ଚଳକୁ ଘନ ଘନ ଗସ୍ତ କରୁଛନ୍ତି ପ୍ରଶାସନକ ଅଧିକାରୀ ।

ଗଜପତି ଜିଲ୍ଲା ମୋହନା ଓ ଆର,ଉଦୟଗିରି ବ୍ଳକରେ ବାତ୍ୟା ମୋନ୍ଥାର ପ୍ରଭାବ ପରିଲକ୍ଷିତ ହୋଇଛି ସୋମବାର ସକାଳୁ ଝିପି ଝିପି ବର୍ଷା ହୋଇ ସନ୍ଧ୍ୟାରୁ ପ୍ରବଳ ବର୍ଷା ଓ ପବନ ଆରମ୍ଭ ହୋଇ ଏବେ ପ୍ରର୍ଯ୍ୟନ୍ତ ଚାଲିଛି ।

ଏହାର ଦୃଷ୍ଟିରେ ରଖି ମୋହନା ଓ ଆର,ଉଦୟଗିରି ବ୍ଳକରେ ବାତ୍ୟା ମୁକାବିଲା ପାଇଁ ନିଯୁକ୍ତି ନୋଡାଲ ଅଧିକାରୀ ମାନେ ବ୍ଳକର ବିଭିନ୍ନ ବାତ୍ୟା ଆଶ୍ରୟ ସ୍ଥଳି, ମା ଗୃହ, ଡାକ୍ତରଖାନା ଓ ସମ୍ବେଦନୀଶୀଳ ଅଞ୍ଚଳକୁ ଘନ ଘନ ଗସ୍ତକରି ସ୍ଥିତି ଅନୁଧ୍ୟାନ କରିଥିଲେ ।

ମୋହନା ବ୍ଳକ ନୋଡାଲ ଅଧିକାରୀ ଉପ ଜିଲ୍ଲାପାଳ ଅନୁପ କୁମାର ପଣ୍ଡା ସହ ବିଡିଓ ରାଜୀବ ଦାସ, ତହସିଲିଦାର ଚକ୍ରଧର ପାଢୀ ଓ ଅତିରିକ୍ତ ବିଡିଓ ରମାକାନ୍ତ ଚୌଧୁରୀ ଗସ୍ତ କରିବା ସହ ଲୋକଙ୍କୁ ବାତ୍ୟା ଆଶ୍ରୟ ସ୍ଥଳକୁ ଯିବାପାଇଁ ପରାମର୍ଶ ଦେଇଥିଲେ ।

ସୋମବାର ସନ୍ଧ୍ୟା ସୁଦ୍ଧା ମୋହନା ବ୍ଳକର ୪୭ ବାତ୍ୟା ଆଶ୍ରୟ ସ୍ଥାନରେ ୧୧୨୯ ଜଣ ବାତ୍ୟା।ଆଶ୍ରୟ ସ୍ଥଳକୁ ସ୍ଥାନାନ୍ତରଣ କରାଯାଇଛି । ସେମାନଙ୍କ ମଧ୍ୟରୁ ୩୭୫ ଜଣ ପୁରୁଷ ଓ ୪୨୮ ଜଣ ମହିଳା , ୨୫୫ ଜଣ ଶିଶୁ ଅଛନ୍ତି । ସେହିପରି ୭୧ ଜଣ ଆସନ୍ନ ପ୍ରସବା ଗର୍ଭବତୀ ମହିଳାଙ୍କୁ ମା ଗୃହ ଓ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିବା ଅତିରିକ୍ତ ବିଡିଓ କହିଛନ୍ତି ।

ଆବଶ୍ୟକ ପଡିଲେ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରିଯିବା । ବାତ୍ୟା ଆଶ୍ରୟ ସ୍ଥଳରେ ଲୋକଙ୍କୁ ରନ୍ଧା ଖାଦ୍ୟ ବ୍ୟବସ୍ଥା କରାଯାଇଥିବା ସେ କହିଛନ୍ତି ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ମୋହନା ଅଗ୍ନିଶମ ବାହିନୀ ସଜାଗ ହୋଇ ରହିଥିବା ବେଳେ ଜେସିବି ମେସିନ୍ ସଜାଗ ହୋଇ ରହିଥିବା ବେଳେ ଜେସିବି ମେସିନ୍ ସହ ପ୍ରସ୍ତୃତ ଅଛନ୍ତି ମୋହନା ଓ ଅଡବା ଥାନା ପୁଲିସ ।

ଅନ୍ୟ ପକ୍ଷରେ ହରଭଙ୍ଗୀ ଡ୍ୟାମ ତଳିଆ ଅଞ୍ଚଳରେ ହରଭଙ୍ଗୀ ଡ୍ୟାମରେ ଗୋଟିଏ ଗେଟ ଖୋଲାଯାଇଥିବା ବେଳେ ଡ୍ୟାମ ତଳିଆ ଅଞ୍ଚଳରେ ସତର୍କ ରହିବାକୁ ଡାକବାଜି ଯନ୍ତୀ ସହାୟତା ରେ ସଚେତନ କରିଛି ହରଭଙ୍ଗି ଜଳ ସେଚନ ବିଭାଗ ।

ସେହିପରି ଆର,ଉଦୟଗିରି ବ୍ଳକରେ ମଧ୍ୟ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଆଣିବା ପ୍ରକ୍ରିୟା ଜାରି ରଖିଛି ପ୍ରଶାସନ । ବ୍ଳକର ବିଭିନ୍ନ ବାତ୍ୟା ଆଶ୍ରୟ ସ୍ଥଳକୁ ୨୪୧୯ ଜଣଙ୍କୁ ସ୍ଥାନାନ୍ତର କରାଯାଇଥିବା ବେଳେ ୨୪ ଜଣ ଗର୍ଭବତୀ ମହିଳାଙ୍କୁ ମା ଗୃହକୁ ସ୍ଥାନାନ୍ତରତ କରାଯାଇଥିବା ଆର,ଉଦୟଗିରି ବିଡିଓ କହିଛନ୍ତି ।

ଆର,ଉଦୟଗିରି ବ୍ଳକ ପୁରୁଣାପାଣି ପଞ୍ଚାୟତ ବାଦପୁର ନଦୀ ପାର କରି ଜଣେ ଗର୍ଭବତୀ ମହିଳା ସମେତ ୨ ଜଣ ଶିଶୁ, ଅଙ୍ଗନବାଡି କର୍ମୀ ଓ ଆଶାକର୍ମୀଙ୍କୁ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ । ବାଦପୁର ଗାଁରେ ସୁନିତା ଦଳାଇ ନାମକ ଜଣେ ଗର୍ଭବତୀଙ୍କ ଗର୍ଭ ଯନ୍ତୀଣା ହୋଇଥିଲା । ତାଙ୍କୁ ମା ଗୃହକୁ ଆଣିବାକୁ ଚେଷ୍ଟା କରିଥିଲେ ଅଙ୍ଗନବାଡି କର୍ମୀ ଓ ଆଶାକର୍ମୀ ।

ହେଲେ ଗାଁ ନିକଟରେ ଥିବା ଘୋଡାହାଡ ନଦୀରେ ଜଳ ସ୍ତର ବୃଦ୍ଧି ଯୋଗୁଁ ଗର୍ଭବତୀଙ୍କୁ ଆଣିପାରିଲେ ନାହିଁ । ଖବର ପାଇ ଆର,ଉଦୟଗିରି ବିଡିଓ, ସିଡିପିଓ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୋଟର ବୋଟ ସହାୟତାରେ ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିଥିଲେ । ଉଦ୍ଧାର ପରେ ତାଙ୍କୁ ମା ଗୃହକୁ ଅଣାଯାଇଥିବା ବ୍ଳକ ପ୍ରଶାସନ ଅଧିକାରୀ କହିଛନ୍ତି । ବାତ୍ୟା ମୋନ୍ଥାର ପ୍ରକୋପ ଏତେ ଭୟଙ୍କର ଅଛି ଯେ, ତୁହା କୁ ତୁହା ବର୍ଷା ଲାଗି ରହିଛି ।

ଅପରପକ୍ଷେ ଗଜପତି ପ୍ରଶାସନ ଦିନ ରାତି ଏକ କରି ପ୍ରତିଟି ବ୍ଲକର ଆଶ୍ରୟସ୍ଥଳୀ ବୁଲବୁଲି ସମସ୍ତ ପ୍ରକାର ସହଯୋଗ କରି ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରୁଛନ୍ତି। ତେବେ ଏହା ମଧ୍ୟରେ ଗଜପତି ଜିଲା ଆର ଉଦୟଗିରି ବ୍ଲକର ଅନଘା ପଞ୍ଚାୟତର ରାସ୍ତା କଡ଼ ପାହାଡ଼ରୁ ବିରାଟକାୟ ପଥର ଖସି ବଡ ଗାଁ ରାସ୍ତା ଅବରୋଧ କରିଛି। ଯାତାୟତ ଠପ୍‌ ହୋଇଛି। ଏହି ସମ୍ପର୍କରେ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିବା ସୂଚନା ମିଳିଛି । ବାତ୍ୟା ଆଶ୍ରୟ ଅଣାଯାଇଥିବା ଠିକ୍ ଭାବେ ଖାଇବାକୁ ଦିଉଯାଥିବା ଆଶ୍ରୟ ରହିବା ଲୋକେ ଅଭିଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version