• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୂଆପଡ଼ାରେ ବିଜେଡି ପ୍ରତି ବଢ଼ୁଛି ଜନତାଙ୍କ ଆସ୍ଥା ସ୍ନେହାଙ୍ଗିନୀଙ୍କୁ ମିଳୁଛି ବିଜୟ ପ୍ରତିଶ୍ରୁତି

Proprietor Abhimanyu Maharana by Proprietor Abhimanyu Maharana
October 31, 2025
in ଓଡ଼ିଶା, ଖୋର୍ଦ୍ଧା, ନୂଆପଡ଼ା, ମହାନଗର, ରାଜନୀତି, ହୋମ୍
0
ନୂଆପଡ଼ାରେ ବିଜେଡି ପ୍ରତି ବଢ଼ୁଛି ଜନତାଙ୍କ ଆସ୍ଥା ସ୍ନେହାଙ୍ଗିନୀଙ୍କୁ ମିଳୁଛି ବିଜୟ ପ୍ରତିଶ୍ରୁତି
Share on FacebookShare on TwitterWhatsapp

ନୂଆପଡ଼ା (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଉପନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି, ନୂଆପଡ଼ାରେ ନିର୍ବାଚନୀ ଉଷ୍ମତା ସେତିକି ବଢ଼ିବାରେ ଲାଗିଛି । ଗୁରୁବାର ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ ନୁଆପଡା ବ୍ଲକ ଅଧୀନସ୍ଥ କୋଡୋମେରୀ, ଭୋଇରବାଡ଼ି, ସାଲିହା ଓ ଆମସେନାରେ ପଞ୍ଚାୟତରେ ପ୍ରଚାର ପାଇଁ ପହଞ୍ଚି ଥିବା ବେଳେ ସ୍ଥାନୀୟ ଜନତା ତାଙ୍କୁ ଭବ୍ୟ ସମ୍ୱର୍ଦ୍ଧନା ସହିତ ପାଛୋଟି ନେଇଥିଲେ ।

ଏହି ଅବସରରେ ଆୟୋଜିତ ଜନସଭାରେ ଶ୍ରୀମତୀ ଛୁରିଆ ଯୁବ ଓ ଛାତ୍ର ଗୋଷ୍ଠୀଙ୍କ ସମେତ ମହିଳା, କୃଷକ, ଆଦିବାସୀ ଓ ଦଳିତ ବର୍ଗ ଏବଂ ଶ୍ରମିକମାନଙ୍କ ସହ ଆଲୋଚନା କରି ସେମାନଙ୍କ ସମସ୍ୟା ବୁଝିଥିଲେ । ସ୍ଥାନୀୟ ବାସିନ୍ଦା ମୁଖ୍ୟତଃ କୃଷି, ଜଙ୍ଗଲ ଓ ଛୋଟମୋଟ ବ୍ୟବସାୟ ଉପରେ ନିର୍ଭର କରୁଥିବା ବେଳେ ଆଗକୁ ସେମାନଙ୍କ ଜୀବନରେ ପରିବର୍ତ୍ତନ ଆଣିବା ପାଇଁ ନିରନ୍ତର ଉଦ୍ୟମ କରିବେ ବୋଲି ସେ ପ୍ରତିଶ୍ରୁତି ଦେଇଥିଲେ ।

କେବଳ ସେମାନଙ୍କ ଜୀବନ ଜୀବିକା ନୁହେଁ, ମୌଳିକ ସୁବିଧା ସୁଯୋଗ ସୁନିଶ୍ଚିତ କରାଯିବ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଥିଲେ । ନୂଆପଡ଼ାରେ ବିଜେଡି ଜିତିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶମୂଳକ ଦୃଷ୍ଟିଭଙ୍ଗି ନେଇ କାମ କରିବେ ବୋଲି ସ୍ଥାନୀୟ ଲୋକଙ୍କୁ ଶ୍ରୀମତୀ ଛୁରିଆ ଆଶ୍ୱାସନା ଦେଇଥିଲେ । ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ହୋଇଥିବା ଉନ୍ନୟନ ଓ ସମୃଦ୍ଧି ଯାତ୍ରାକୁ ଅବିରତ ଜାରି ରଖିବା ପାଇଁ ଶଙ୍ଖ ଚିହ୍ନରେ ଭୋଟ ଦେବା ଲାଗି ଚାରି ପଞ୍ଚାୟତର ବାସିନ୍ଦା ସହମତି ପ୍ରକାଶ କରିଥିଲେ ।

ସେମାନେ କହିଥିଲେ ଯେ ନବୀନ ବାବୁଙ୍କ ଶାସନ କାଳରେ ଯେଉଁ ସବୁ ବିକାଶମୂଳକ କାର୍ଯ୍ୟ ହୋଇଛି ତାହା ଆଗକୁ ମଧ୍ୟ ଜାରି ରହିବା ଆବଶ୍ୟକ ବୋଲି ପ୍ରକାଶ କରିଥିଲେ । ଆଜି ଶ୍ରୀମତୀ ଛୁରିଆ ଚୁହୁରି, ଭୋଇରବାଡ଼ି, ସରେଇପାଲି, ମାଗୁରପାଣି ହାଟ, ଝାଲବାହାଲ, ଆମସେନା, ଚନାବେଡା ଗ୍ରାମରେ ଆୟୋଜିତ ଜନସଭାରେ ପ୍ରଚାର କରିଥିଲେ । ଏହି କାର୍ଯ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ତଥା ନୟାଗଡ଼ ବିଧାୟକ ଡ଼ଃ ଅରୁଣ ସାହୁ କହିଥିଲେ ଯେ ନୂଆପଡ଼ାର ଲୋକମାନେ ଅତୀତରେ ବିଜେଡିକୁ ଅସାଧାରଣ ସମର୍ଥନ ଦେଇଛନ୍ତି ଏବଂ ଆଗକୁ ମଧ୍ୟ ଏହି ଧାରା ଜାରି ରହିବ ।

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାକୁ ଯେତେବେଳେ ଆସିବେ, ଏହି ସମର୍ଥନ ମହାଦ୍ରୁମରେ ପରିଣତ ହେବ । ଉପନିର୍ବାଚନରେ ବିଜେଡି ବିପୁଳ ଭୋଟରେ ଜିତିବ ବୋଲି ସେ କହିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଟୁକୁନି ସାହୁ, ନିରଞ୍ଜନ ପୂଜାରୀ, ରୀତା ସାହୁ, ରମେଶ ମାଝୀ, ପ୍ରଦୀପ ସାହୁ, ନିହାର ରଞ୍ଜନ ବେହେରା, ପ୍ରଶାନ୍ତ ବେହେରା ଓ ସାରଦା ଜେନା ପ୍ରମୁଖ ବରିଷ୍ଠ ନେତା ଉପସ୍ଥିତ ରହି ନବୀନ ବାବୁଙ୍କ ପୂର୍ବପରି ଆଶୀର୍ବାଦ କରିବା ପାଇଁ ଆହ୍ୱାନ ଜଣାଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

March 6, 2026
ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

March 5, 2026
ପୁରୀରେ ସାଇବର ଠକେଇର ପର୍ଦାଫାଶ – ୩ ଅଭିଯୁକ୍ତ ଗିରଫ

ପୁରୀରେ ସାଇବର ଠକେଇର ପର୍ଦାଫାଶ – ୩ ଅଭିଯୁକ୍ତ ଗିରଫ

March 5, 2026
୫୪ତମ ଆଚାର୍ଯ୍ଯ ସ୍ମାରକୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଊଦଘାଟିତ

୫୪ତମ ଆଚାର୍ଯ୍ଯ ସ୍ମାରକୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଊଦଘାଟିତ

March 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

March 6, 2026
ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

March 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version