• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତୁରେକେଲା ପୁଲିସ ପକ୍ଷରୁ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
October 31, 2025
in ଓଡ଼ିଶା, ବଲାଙ୍ଗିର, ହୋମ୍
0
ତୁରେକେଲା ପୁଲିସ ପକ୍ଷରୁ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ
Share on FacebookShare on TwitterWhatsapp

ବେଲପଡ଼ା (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ବଲାଙ୍ଗିର ଜିଲ୍ଲା ପୁଲିସ ନିର୍ଦ୍ଦେଶ କ୍ରମେ ତୁରେକେଲା ପୁଲିସ ପକ୍ଷରୁ ତୁରେକେଲା ଯୁକ୍ତ ଦୁଇ କଲେଜରେ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଥାନା ଅଧିକାରୀ ରାକେଶ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସ୍ଥାନୀୟ ବିଡ଼ିଓ ପୁର୍ନନନ୍ଦ ପୁଟେଲ, ପୋଲିସ ଏସଡ଼ିପିଓ ଲଷ୍ମୀ ନାରାୟଣ ମାରାଣ୍ଡି, ବଲାଙ୍ଗିର ସାଇବର ଥାନା ଇନ୍ସପେକ୍ଟର ଅଲେଖ ଗରଦିଆ ,ବିଇଓ ଗୌତମ ପଟେଲ, ସରପଞ୍ଚ ଜଳନ୍ଧର ମହାକୁଡ଼,କଲେଜ ପ୍ରଧାନ ଶିକ୍ଷକ ମୃତ୍ୟୁଞ୍ଜୟ ପାଣିଗ୍ରାହୀ ପ୍ରମୁଖ ଅତିଥ୍‌ ଭାବେ ଯୋଗଦେଇ ସ୍ଥାନୀୟ ଲୋକ ,ଛାତ୍ରଛାତ୍ରୀ,

ଅଙ୍ଗନବାଡ଼ି କର୍ମୀ ଓ ସହାୟିକାଙ୍କୁ ସାଇବର ଅପରାଧରୁ ସୁରକ୍ଷିତ ରହିବାକୁ ସଚେତନ କରିଥିଲେ। ଅନ୍‌ଲାଇନ୍ ଠକେଇ, ଋଣ ଠକେଇ, ଡିଜିଟାଲ୍ ଆରେଷ୍ଟ ସମ୍ପର୍କରେ ସଚେତନ କରିବା ସହ ବିଭିନ୍ନ ପ୍ରଲୋଭନ ଦେଖାଇ ମୋବାଇଲରେ ଆସୁଥ‌ିବା ଅଜଣା ଲିଙ୍କ ନ ଖୋଲିବା ସମ୍ପର୍କରେ ସାଇବର ଥାନା ଇନ୍ସପେକ୍ଟର ଅଲେଖ ଗରଦିଆ ବୁଝାଇଥିଲେ।

ଠକେଇର ଶିକାର ହେଲେ ନିକଟସ୍ଥ ଥାନ କିମ୍ବା ସାଇବର ଥାନାରେ ଅଭିଯୋଗ ସହ ୧୯୩୦ ନମ୍ବରରେ ଫୋନ୍ କରି ଅଭିଯୋଗ ଦାଖଲ କରିବାକୁ ପରାମର୍ଶ ଦିଆଯାଇଥିଲା।ଉପସ୍ଥିତ ସମସ୍ତଙ୍କୁ ନେଇ ସାଇବାର ସଚେତନତାକୁ ନେଇ ସପତ ପାଠ ମଧ୍ୟ କରାଯାଇଥିଲାସଚେତନତା ରଥର ପ୍ରୋଜେକ୍ଟର ମାଧ୍ୟମରେ ସଚେତନତାଧର୍ମୀ ଭିଡିଓ ପ୍ରଦର୍ଶିତ ହୋଇଥିବା ବେଳେ ନାଟକୀୟ ରୂପରେ ବଲାଙ୍ଗୀରର ଗୋଟିଏ ଦଳ ବହୁ ସୁନ୍ଦର ଭାବରେ ପ୍ରଦର୍ଶନ କରି ଉପସ୍ଥିତି ଲୋକଙ୍କୁ ସଚେତନ କରିଥିଲେ । କାର୍ଯ୍ୟକ୍ରମ ଶେଷ ରେ ଥାନା ଅଧିକାରୀ ରାକେଶ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

April 26, 2026
ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026
ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

April 26, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

April 26, 2026
ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version