ଓଡଗାଁ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମ ଜୟନ୍ତୀ ଅବସରରେ ଶରଣକୁଳ ପୋଲିସ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ଶୁକ୍ରବାର ପାଳିତ ହୋଇଛି l ଏହି ଅବସରରେ ଶରଣକୁଳ ଅଂଚଳର ବିଭିନ୍ନ ସରକାରୀ ଓ ବେସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ନେଇ ଏକ ସଭା ଲଡ଼ୁବାବାଙ୍କ ମନ୍ଦିର ସମ୍ମୁଖରେ ଅନୁଷ୍ଠିତ ହୋଇଥିଲା l ଏଥିରେ ଶରଣକୁଳ ଥାନା ଭାରପ୍ରାପ୍ତ ଅଧିକାରୀ ସୁଜିତ କୁମାର ଦାସ, ସବ ଇନିସ୍ପେକ୍ଟର ଭୀମସେନ ମଲ୍ଲିକ,















