• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଅପରେଶନ୍ ଚକ୍ର ଅଭିଯାନରେ ୭୦୯ ଅଭିଯୁକ୍ତ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
November 1, 2025
in ଅପରାଧ, ଓଡ଼ିଶା, ପୁରୀ, ହୋମ୍
0
ଅପରେଶନ୍ ଚକ୍ର ଅଭିଯାନରେ ୭୦୯ ଅଭିଯୁକ୍ତ ଗିରଫ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ପୁରୀ ପୋଲିସ ଦ୍ୱାରା ଅପରେଶନ୍ ଚକ୍ର ମାଧ୍ୟମରେ ଅନେକ ଅଭିଯୁକ୍ତ ଅବୈଧ ମଦ ବିକ୍ରି କରି ପୁରୀ ପୋଲିସ ଦ୍ୱାରା ଗିରଫ କରାଯାଇଛି । ଅବୈଧ ମଦ ବିକ୍ରୟ ଓ ପୋଚ ବିରୋଧରେ ଜିଲ୍ଲାର ସମସ୍ତ ଥାନା ଅଞ୍ଚଳରେ ଚଢ଼ାଉ କରାଯାଇଥିଲା । ଗତ ୧୦ ମାସ ମଧ୍ୟରେ ୭୦୯ ମାମଲା ହୋଇଛି ଓ ୭୦୯ ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ସଫଳ ହୋଇଛି। ସବ୍‌ଡିଭିଜନ୍ ଅନୁସାରେ ଗିରଫ ସଦର ସବ୍‌ଡିଭିଜନ୍ ୨୬୦, ନିମାପଡା ସବ୍‌ଡିଭିଜନ୍ ୧୯୮, ସିଟି ସବ୍‌ଡିଭିଜନ୍ ୧୦୬, ପିପିଲି ସବ୍‌ଡିଭିଜନ୍ ୧୪୫ ପୁରୀ ର ସମସ୍ତ ଥାନା ଗିରଫ କରିଥିବା ଅଭିଯୁକ୍ତଙ୍କୁ ସଂଖ୍ୟା ଭିତିକ ତଥ୍ୟ ଅରଖକୁଦା ଏମପିଏସ ୧୧,ଅସ୍ତରଙ୍ଗ ଥାନା ୨୯ , ଅସ୍ତରଙ୍ଗ ଏମପିଏସ ୭,ବଳଙ୍ଗା ଥାନା ୩୫,ବାସେଳି ସାହି ପିଏସ ୧୭, ବ୍ରହ୍ମଗିରି ଥାନା ୪୦,ଚନ୍ଦନପୁର ଥାନା ୨୯,ଚନ୍ଦ୍ରଭାଗା ଏମପିଏସ ୫,ଚାରିଛକ ଥାନା ୧୭,ଡେଲାଙ୍ଗ ଥାନା ୩୯ ,ଗୋପ ଥାନା ୩୧,ଗଡିଶାଗୋଦା ଥାନା ୨୩ ,କାକଟପୁର ଥାନା ୨୬,

କଣାସ ଥାନା ୧୮,କୋଣାର୍କ ଥାନା ୩୭, କୃଷ୍ଣପ୍ରସାଦ ଥାନା ୬୫ କୁମ୍ଭାରପଡା ଥାନା ୨୯ ,ନିମାପଡା ଥାନା ୨୪ ,ପେଣ୍ଠକଟା ଏମପିଏସ ୩୨ ,ପିପିଲି ଥାନା ୧୯,ରାମଚଣ୍ଡୀ ଥାନା ୨୪,ସଦର ଥାନା ୬୦ ,ସତ୍ୟବାଦୀ ଥାନା ୩୪ ,ସମୁଦ୍ରକୁଳ ଥାନା ୨୪, ତାଳବଣିଆ ଥାନା ୮ ,ଟାଉନ ଥାନା ୧୧ ଜଣ ଗିରଫ କରାଯାଇଛି । ଏ ସମ୍ପର୍କରେ ଏସିପି ପ୍ରତୀକ ସିଂହ ଗଣମାଧ୍ୟମକୁ କହିଛନ୍ତି ଯେ ପୁରୀ ଜିଲ୍ଲା ପୋଲିସ ଅବୈଧ ମଦ ବିକ୍ରୟ ବିରୋଧରେ ଶୂନ୍ୟ ସହିଷ୍ଣୁତା ନୀତି ଅନୁସରଣ କରାଯାଉଛି । ଅଭିଯାନରେ ଜନସାଧାରଣ ପୋଲିସକୁ ସହଯୋଗ କରନ୍ତୁ ।

୧୧୨ ହେଲ୍ପଲାଇନ୍‌ ମାଧ୍ୟମରେ ଯେପରି ଗୁପ୍ତ ସୂଚନା ମିଳୁଛି, ସେଥିରୁ ପୋଲିସ ଦ୍ରୁତ କାର୍ଯ୍ୟାନୁଷ୍ଠାନ କରୁଛି। ଏହି ଅପରେଶନ୍ ଚକ୍ର ଅଭିଯାନ ଜାରି ରହିବ ଓ ଜନସାଧାରଣଙ୍କ ସୁରକ୍ଷା, ଶାନ୍ତି ଓ ସୁସ୍ଥ ପରିବେଶ ନିମନ୍ତେ ପୋଲିସ ସଦା ସତର୍କ ଓ ପ୍ରତିବଦ୍ଧ ରହିବ। ଅବୈଧ ମଦ ବିକ୍ରୟ ମଦ ତିଆରି ଓ ଚୋରା ଚାଲାଣ ବିରୋଧରେ ତୀବ୍ର ଅଭିଯାନ ଜାରି ରହିବ। ସମାଜର ସମସ୍ତ ଲୋକଙ୍କ ସହଯୋଗରେ ହିଁ ପୋଲିସ ଅଗ୍ରଣୀ ଭୂମିକା ନେବ। ଜନସାଧାରଣଙ୍କୁ ଅନୁରୋଧ ଅବୈଧ କାର୍ଯ୍ୟ ସମ୍ପର୍କରେ ଯେକୌଣସି ସୂଚନା ୧୧୨ ହେଲ୍ପଲାଇନକୁ ଦିଅନ୍ତୁ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

April 30, 2026
ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

April 30, 2026
ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

April 30, 2026
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

April 30, 2026
ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version