ନୟାଗଡ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ସ୍ଥାନୀୟ ନୀଳମାଧଵ ହୋଟେଲ ସମ୍ମିଳନୀ କକ୍ଷରେ ଲୌହ ମାନବ ତଥା ସ୍ୱାଧୀନ ଭାରତର ପ୍ରଥମ ଉପ ପ୍ରଧାନମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ପାଳିତ ହୋଇ ଯାଇଛି | ସିଭିଲ ସୋସାଇଟି ଏବଂ ପୂଜ୍ୟପୂଜା କମିଟିର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ଏହି ମହାନୁଭବ କାର୍ଯ୍ୟକ୍ରମ ସିଭିଲ ସୋସାଇଟିର ଅଧକ୍ଷ ଗୋଦାବରୀ ସାହୁଙ୍କ ଅଧକ୍ଷ୍ୟତରେ ଅନୁଷ୍ଠିତ ହୋଇଥିବା ବେଳେ ଶିକ୍ଷାବିତ୍ତ ପ୍ରସନ୍ନ କୁମାର ବସନ୍ତିଆ,















